୨୦୨୩ରେ ରାଜ୍ୟରେ ସଡ଼କ ଦୁର୍ଘଟଣାରେ ଜୀବନ ହରାଇଛନ୍ତି ୫ ହଜାରରୁ ଅଧିକ ଲୋକ

ଭୁବନେଶ୍ବର : ରାଜ୍ୟରେ ବଢୁଛି ସଡ଼କ ଦୁର୍ଘଟଣା ସଂଖ୍ୟା। ୨୦୨୩ରେ ୧୨,୦୫୨ଟି ସଡ଼କ ଦୁର୍ଘଟଣା ଘଟିଥିବା ବେଳେ ୫,୬୯୬ ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ୧୦ ହଜାର ୪୧୯ ଜଣ ଆହତ ହୋଇଛନ୍ତି। ବିଧାୟକ ସନାତନ ମହାକୁଡ଼ଙ୍କ ଏକ ପ୍ରଶ୍ନର ଉତ୍ତରରେ…

କୂଅରେ ପଡ଼ିଗଲେ ୨ ନାବାଳିକା

ନବରଙ୍ଗପୁର : ନବରଙ୍ଗପୁର ଜିଲ୍ଲା କୋଷାଗୁମୁଡ଼ା ବ୍ଲକ ସଦର ପଞ୍ଚାୟତ ଅନ୍ତର୍ଗତ ଛେଳିପଦର ଗାଁରେ କୂଅରେ ବୁଡ଼ି ଦୁଇ ନାବାଳିକା ପ୍ରାଣ ହରାଇଛନ୍ତି। ମୃତ ଦୁଇ ନାବାଳିକା ହେଉଛନ୍ତି ଚନ୍ଦ୍ର ଭତ୍ରାଙ୍କ ଝିଅ ତନୁ ଭତ୍ରା (୧୨) ଓ ନନ୍ଦ ଭତ୍ରାଙ୍କ…

କେନ୍ଦ୍ରମନ୍ତ୍ରୀଙ୍କ ପୁତୁରା କହି ଠକୁଥିଲା; ପୁଲିସ ଜିମା ଦେଲେ ଲୋକ

ଭୁବନେଶ୍ବର : ‘ମୁଁ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପୁତୁରା। ମୋର ବହୁତ ନେତାମନ୍ତ୍ରୀ ଚିହ୍ନା ଅଛନ୍ତି। ତୁମର ଚାକିରି କରାଇଦେବି ,ଟ୍ରାନ୍ସଫର କରିଦେବି, ପେଟ୍ରୋଲ ପମ୍ପ ବି ଖୋଲିଦେବି ।’ ଏପରି କହି ବହୁ ଲୋକଙ୍କୁ ଲକ୍ଷାଧୀକ ଟଙ୍କାର ଚୁନ…

ତ୍ରିଶୁଳିଆ ପୋଲ ଉପରେ ମର୍ମନ୍ତୁଦ ଦୁର୍ଘଟଣା, ୨ଜଣଙ୍କ ଜୀବନ ଗଲା

କଟକ: ତ୍ରିଶୁଳିଆ ସୁବାଶଚନ୍ଦ୍ର ବୋଷ ସେତୁ ଉପରେ ମର୍ମନ୍ତୁଦ ଦୁର୍ଘଟଣା। ଚାଲିଗଲା ୨ଜଣଙ୍କ ଜୀବନ। ଗୋଟିଏ ସ୍କୁଟିକୁ ଏକ ଟାଟା ମ୍ୟାଜିକ ଧକ୍କା ଦେବା ଫଳରେ ଘଟଣାସ୍ଥଳରେ ୨ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ…

ବଜ୍ରପାତରେ ୫ ବର୍ଷରେ ଗଲାଣି ୧୬୨୫ ଜୀବନ, ସହାୟତା ରାଶି ବୃଦ୍ଧି ଦାବି

ଭୁବନେଶ୍ବର : ଗତ ୫ବର୍ଷରେ ରାଜ୍ୟରେ ବଜ୍ରପାତରେ ୧ ହଜାର ୬୨୫ ଜଣ ମୃତ୍ୟୁବରଣ କରିଛନ୍ତି। ଗୁରୁବାର ବିଧାନସଭାରେ ପ୍ରଶ୍ନକାଳରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି, ୨୦୧୯-୨୦ରୁ ୨୦୨୩-୨୪ ମଧ୍ୟରେ ରାଜ୍ୟରେ ବଜ୍ରପାତରେ ୧ ହଜାର…

ଗୁରୁଙ୍କ ହାତରେ ହିଁ ଭବିଷ୍ୟତର ସୁରକ୍ଷା ଦାୟିତ୍ଵ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଲୋକସେବା ଭବନ ସଭାଗୃହରେ ରାଜ୍ୟସ୍ତରୀୟ ଗୁରୁଦିବସ ଉତ୍ସବ ଏବଂ ବିଦ୍ୟାର୍ଥୀ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ଗୁରୁ କେବଳ ବିଦ୍ୟାର୍ଥୀମାନଙ୍କର ଭବିଷ୍ୟତ ନିର୍ମାଣ କରନ୍ତି…

ରାଜ୍ୟରେ ୯ ତାରିଖ ଯାଏଁ ବର୍ଷା ସହିତ ବଜ୍ରପାତ ନେଇ ସତର୍କ ସୂଚନା ଜାରି

ଭୁବନେଶ୍ବର: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି। ଏହି ଲଘୁଚାପ ଗଣେଶ ପୂଜାରେ ଉପକୂଳ ଓଡ଼ିଶା ଭିଜାଇବ। ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ବୁଧବାର ସୃଷ୍ଟି ହେଇଥିଲା ଘୂର୍ଣ୍ଣିବଳୟ ଯୋଗୁଁ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହେବାର ଆଶଙ୍କା କରାଯାଉଛି।…

ଓଡ଼ିଶାର ୨ ଜଣଙ୍କ ସମେତ ମୋଟ ୫୦ ଜଣଙ୍କୁ ମିଳିଲା ଜାତୀୟ ଶିକ୍ଷକ ପୁରସ୍କାର

ନୂଆଦିଲ୍ଲୀ: ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଆୟୋଜିତ ଶିକ୍ଷକ ଦିବସ ସମାରୋହରେ ଯୋଗ ଦେଇଥିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଅବସରରେ ରାଷ୍ଟ୍ରପତି ଜାତୀୟ ଶିକ୍ଷକ ପୁରସ୍କାର ୨୦୨୪ ପ୍ରଦାନ କରିଥିଲେ। ନିଜର ଅଭିଭାଷଣରେ ରାଷ୍ଟ୍ରପତି କହିଛନ୍ତି ଯେ ଶିକ୍ଷକମାନେ ଛାତ୍ରଛାତ୍ରୀମାନଙ୍କୁ ଏପରି…

ଅଳ୍ପକେ ବର୍ତ୍ତିଲେ ଆନ୍ଧ୍ର ମୁଖ୍ୟମନ୍ତ୍ରୀ

ହାଇଦ୍ରାବାଦ : ଏକ ନିଶ୍ଚିତ ଟ୍ରେନ୍ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ। ବନ୍ୟାଞ୍ଚଳ ପରିଦର୍ଶନ ବେଳେ ଆନ୍ଧ୍ର ମୁଖ୍ୟମନ୍ତ୍ରୀ ଏଭଳି ପରିସ୍ଥିତିର ସମ୍ମୁଖୀନ ହୋଇଛନ୍ତି। ଘଟଣା ଘଟିଛି ଆନ୍ଧ୍ର ପ୍ରଦେଶର ବିଜୟୱାଡାରେ। ରେଳ ବ୍ରିଜ୍‌ର…

ସିଙ୍ଗାପୁରରେ ପ୍ରଧାନମନ୍ତ୍ରୀ ମୋଦୀ: ଦ୍ଵିପାକ୍ଷିକ ସମ୍ପର୍କ ମଜବୁତ୍ କରିବା ଉପରେ ଗୁରୁତ୍ଵ

ନୂଆଦିଲ୍ଲୀ: ସିଙ୍ଗାପୁରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ସିଙ୍ଗାପୁର ପ୍ରଧାନମନ୍ତ୍ରୀ ଙ୍କ ଆମନ୍ତ୍ରଣ କ୍ରମେ ମୋଦୀ ଏହି ଦକ୍ଷିଣ ଏସୀୟ ରାଷ୍ଟ୍ର ଗସ୍ତ କରିଥିବା ଜଣାପଡିଛି। ଆଜି ( ଗୁରୁବାର) ସିଙ୍ଗାପୁର ପାର୍ଲାମେଣ୍ଟରେ ମୋଦୀଙ୍କ ସରକାରୀ ଭାବେ ସ୍ଵାଗି ସମ୍ବର୍ଦ୍ଧନା ଜ୍ଞାପନ କରାଯିବ।…