ଦିଲ୍ଲୀ ଅବକାରୀ ନୀତି: ଆଉ ଜଣଙ୍କୁ ‘ସୁପ୍ରିମ’ ଜାମିନ
ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତି ମାମଲାରେ ଆଜି ସୁପ୍ରିମକୋର୍ଟ ଆଉ ଜଣେ ଅଭିଯୁକ୍ତଙ୍କୁ ଜାମିନ ଦେଇଛନ୍ତି। ଆପର ପୂର୍ବତନ କମ୍ୟୁନିକେସନ ଇନଚାର୍ଜ ବିଜୟ ନାଏର ଦୀର୍ଘ ୨୩ ମାସ ପରେ ସୁପ୍ରିମକୋର୍ଟରୁ ଜାମିନ ପାଇଛନ୍ତି। ସେ ଦୀର୍ଘ ମାସ ହେଲା ଜେଲରେ…
ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତି ମାମଲାରେ ଆଜି ସୁପ୍ରିମକୋର୍ଟ ଆଉ ଜଣେ ଅଭିଯୁକ୍ତଙ୍କୁ ଜାମିନ ଦେଇଛନ୍ତି। ଆପର ପୂର୍ବତନ କମ୍ୟୁନିକେସନ ଇନଚାର୍ଜ ବିଜୟ ନାଏର ଦୀର୍ଘ ୨୩ ମାସ ପରେ ସୁପ୍ରିମକୋର୍ଟରୁ ଜାମିନ ପାଇଛନ୍ତି। ସେ ଦୀର୍ଘ ମାସ ହେଲା ଜେଲରେ…
ପୁରୀ: ଆଜି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିଛନ୍ତି ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ। ମହାପ୍ରଭୁଙ୍କ ଦର୍ଶନ ସାନିଧ୍ୟ ନେଲେ ଶକ୍ତିକାନ୍ତ ଦାସ। ଚାରି ଦିନିଆ ଓଡିଶା ଗସ୍ତ ଅବସରରେ ଆଜି ସେ ମହାପ୍ରଭୁଙ୍କ ଦର୍ଶନ ସାନିଧ୍ୟ ନେଇ ଖୁବ୍ ଭାବିବିହ୍ଵଳ ହୋଇଛନ୍ତି…
ଭୁବନେଶ୍ୱର : ହତ୍ୟାକାରୀ ବାପାକୁ ଆଜୀବନ କାରାଦଣ୍ଡ । ସାବତ ପୁଅକୁ ହତ୍ୟା ମାମଲାରେ ବାପାକୁ ଆଜୀବନ କାରାଦଣ୍ଡ । ଦଣ୍ଡାଦେଶ ଶୁଣାଇଲେ ଭୁବନେଶ୍ବର ଏଡିଜେ-୨ କୋର୍ଟ । ଭୁବନେଶ୍ବର ମଞ୍ଚେଶ୍ବର ଥାନା ଅଞ୍ଚଳରେ ଘଟିଥିଲା ହତ୍ୟାକାଣ୍ଡ । ୨୦୧୯ ମାର୍ଚ୍ଚରେ ଘଟିଥିଲା…
ଭୁବନେଶ୍ବର: ଶାସନକୁ ଆସିବା ପରେ ଆକ୍ସନ ମୋଡରେ ମୋହନ ସରକାର । କ୍ଷମତା ଗ୍ରହଣ କରିବାର ୨ ମାସ ଭିତରେ ଧରାପଡିଲେଣି ୩୯ ଜଣ ଦୁର୍ନୀତିଖୋର ସରକାରୀ ଅଧିକାରୀ । ଆଜି ବିଧାନସଭାରେ ଏହି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ…
ବିଭିନ୍ନ ମାମଲାର ଅଭିଯୁକ୍ତଙ୍କ ଘର ଉପରେ ସରକାର ଚଢ଼ାଉଥିବା ବୁଲଡୋଜର କାର୍ଯ୍ୟାନୁଷ୍ଠାନ ବିରୋଧରେ ମତ ରଖିଛନ୍ତି ସୁପ୍ରିମକୋର୍ଟ। ଯଦି ଜଣେ ବ୍ୟକ୍ତି ଦୋଷୀ ବି ସାବ୍ୟସ୍ତ ହେଉଛନ୍ତି, ତଥାପି ତାଙ୍କ ଘର ଭଙ୍ଗା ଯାଇ ପାରିବ ନାହିଁ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ଅଭିଯୁକ୍ତଙ୍କ…
ଭୁବନେଶ୍ୱର : ଓଡ଼ିଶାରେ କୌଣସି ସ୍ଥାନରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ସମ୍ଭାବନା ନାହିଁ । ଆଜି ଗୃହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଲିଖିତ ଉତ୍ତରରୁ ଏହା ଜଣାପଡିଛି । ଆଜି ଗୃହରେ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂ ଦେଓ ପ୍ରଶ୍ନ…
ଭୁବନେଶ୍ୱର : ଲଘୁଚାପ ଆଣିବ ବଡ଼ ବର୍ଷା । ୫ତାରିଖରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର । ପଶ୍ଚିମ କେନ୍ଦ୍ରୀୟ ଓ ଉତ୍ତର ପଶ୍ଚିମବଙ୍ଗ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର । ପ୍ରଭାବରେ ୪ତାରିଖରୁ…
ସମ୍ବଲପୁର: ବନ୍ଦ ହେଲା ହୀରାକୁଦ ଡ୍ୟାମର ସବୁ ଗେଟ୍ । ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ଖୋଲାଥିବା ହୀରାକୁଦର ସମସ୍ତ ୬ଟି ଗେଟ୍ ବନ୍ଦ କରାଯାଇଛି । ଏବେ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ୬୨୨.୩୯ ଫୁଟ୍ ରହିଛି । ତେବେ…
ରାଜସ୍ଥାନରେ ୨୦୨୧ ମସିହାରେ ସବ-ଇନ୍ସପେକ୍ଟର ପରୀକ୍ଷାରେ ହୋଇଥିବା ପେପର ଲିକ୍ ମାମଲାର ତଦନ୍ତ କରୁଥିବା ସଂସ୍ଥାକୁ ମିଳିଛି ବଡ଼ ସଫଳତା। ଏହି ମାମଲାରେ ରାଜସ୍ଥାନ ଲୋକସେବା ଆୟୋଗ (RPSC)ର ପୂର୍ବ ସଦସ୍ୟଙ୍କୁ ବାନ୍ଧିଛି SOG( Special Operation Group) । ଗିରଫ…
କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲାରେ ବଢ଼ିଲା ବାର୍ଡ ଫ୍ଲୁ ସନ୍ଦେହ । ୬ ବସ୍ତା ମଲା କୁକୁଡ଼ା ଦେଖି ଛାନିଆ ନରସିଂହପୁର ଅଞ୍ଚଳବାସୀ। କେନ୍ଦ୍ରାପଡ଼ା ଡେରାବିଶ ଥାନା ନରସିଂହପୁର ପଞ୍ଚାୟତର ରାସ୍ତାକଡ଼ରୁ ବସ୍ତା ବସ୍ତା ମଲା କୁକୁଡ଼ା ମିଳିବାରୁ ଏମିତି ସନ୍ଦେହ ବଢିଛି।…