ସୋସିଆଲ ମିଡିଆ ପୋଷ୍ଟକୁ ନେଇ ଭଦ୍ରକରେ ତୁମୁଳକାଣ୍ଡ: ପୋଲିସକୁ ମାଡ଼, ୧୬୩ ଜାରି

ଭଦ୍ରକ: ବିବାଦୀୟ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ଭଦ୍ରକରେ ଉତ୍ତେଜନା । ପୋଲିସ୍‌ ଉପରକୁ ଉତ୍ତ୍ୟକ୍ତ ଲୋକମାନେ ଢେଲା ପଥର ମାଡ଼ କରିଛନ୍ତି। ଏଥିରେ ୩ରୁ ଅଧିକ ପୋଲିସ୍‌ କର୍ମଚାରୀ ଆହତ ହୋଇଛନ୍ତି । ଏପରିକି ମାଜିଷ୍ଟ୍ରେଟ୍‌ଙ୍କ ଗାଡ଼ି ମଧ୍ୟ ଭାଙ୍ଗି ଯାଇଛି…

ଶ୍ରୀମନ୍ଦିରରେ ଯାଞ୍ଚ ହେବ ‘ଅବଢା’ର ମାନ

ଭୁବନେଶ୍ବର: ତିରୁପତି ବାଲାଜୀ ମନ୍ଦିରରେ ଘଟଣାରେ ଏବେ ମହାପ୍ରଭୁଙ୍କ ଶ୍ରୀମନ୍ଦିରେ ମହାପ୍ରସାଦ ଅବଢା, ଶୁଖିଲା ଭୋଗ ଏବଂ ଏହାର ପ୍ରସ୍ତୁତିରେ ଲାଗୁଥିବା ଘିଅର ମାନ ମଧ୍ୟ ଯାଞ୍ଚ କରାଯିବ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାର । ଏଥିପାଇଁ ଆଇନ ମନ୍ତ୍ରୀ…

ବାୟୁ ଗୁଣବତ୍ତା ପରିଚାଳନା ଆୟୋଗ ଉପରେ ବର୍ଷିଲେ ସୁପ୍ରିମକୋର୍ଟ

କେନ୍ଦ୍ରୀୟ ବାୟୁ ଗୁଣବତ୍ତା ପରିଚାଳନା କମିଟି ଉପରେ ବର୍ଷିଛନ୍ତି ସୁପ୍ରିମକୋର୍ଟ। ଦିଲ୍ଲୀର ବାୟୁ ଗୁଣବତ୍ତା ଦିନକୁ ଦିନ ଖରାପ ହେଉଛି, କିନ୍ତୁ ଉତ୍ତର ରାଜ୍ୟଗୁଡିକରେ ନଡ଼ା ଜାଳିବା ଉପରେ ଅଧିକାରୀଙ୍କ ବିରୁଦ୍ଧରେ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଉ ନଥିବା କହି ବାୟୁ ଗୁଣବତ୍ତା ପରିଚାଳନା ଆୟୋଗ…

ବରିଷ୍ଠ ଆଇପିଏସ ଅରୁଣ ଷଡ଼ଙ୍ଗୀ ହେଲେ OPSC ଅଧ୍ୟକ୍ଷ, ୬୨ ବର୍ଷ ବୟସ ଯାଏ ରହିବ କାର୍ଯ୍ୟକାଳ

ଭୁବନେଶ୍ୱର : ବରିଷ୍ଠ ଆଇପିଏସ ଅରୁଣ ଷଡ଼ଙ୍ଗୀ ହେଲେ OPSC ଅଧ୍ୟକ୍ଷ ।  ଆଇପିଏସ ଅରୁଣ ଷଡ଼ଙ୍ଗୀଙ୍କୁ ଓଡ଼ିଶା ଲୋକସେବା ଆୟୋଗ(ଓପିଏସସି) ଚେୟାରମ୍ୟାନ୍ ନିଯୁକ୍ତ କରିଛନ୍ତି ସରକାର । ୬ ବର୍ଷ କିମ୍ବା ୬୨ ବର୍ଷ ବୟସ ଯାଏ ରହିବ କାର୍ଯ୍ୟକାଳ।  ବର୍ତ୍ତମାନ…

ବାଂଲାଦେଶୀ ପର୍ଣ୍ଣ ଷ୍ଟାରଙ୍କୁ ବାନ୍ଧିଲା ମହାରାଷ୍ଟ୍ର ପୁଲିସ

ବେଆଇନ ଭାବେ ଭାରତରେ ରହୁଥିବା ଅଭିଯୋଗରେ ବାଂଲାଦେଶୀ ପର୍ଣ୍ଣ ଷ୍ଟାର ରିୟା ବର୍ଡେ ଓରଫ ଆରୋହୀ ବର୍ଡେ ଓରଫ ବନ୍ନା ଶେଖଙ୍କୁ ଗିରଫ କରିଛି ମହାରାଷ୍ଟ୍ର ପୁଲିସ। ମୁମ୍ବାଇଠାରୁ ପ୍ରାୟ ୫୦ କିମି ଦୂର ଉଲ୍ଲାସନଗରର ହିଲ୍ ଲାଇନ ଥାନା ପୁଲିସ ତାଙ୍କୁ ଗିରଫ…

ସରକାର ଓ ଲୋକଙ୍କ ମଧ୍ୟରେ ଜିଲ୍ଲାପାଳ ସେତୁ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସରକାର ଓ ଲୋକଙ୍କ ମଧ୍ୟରେ ଜିଲ୍ଲାପାଳ ସେତୁ । ଯୋଜନାର ସଫଳ ରୂପାୟନ ହେଲେ ରାଜ୍ୟରେ ଦାରିଦ୍ର୍ୟ ହଟିବ । ସରକାରୀ ଯୋଜନାର ରୂପାୟନ ଜିଲ୍ଲାପାଳଙ୍କ ହାତରେ ରହିଛି । ଲୋକସେବା ଭବନରେ ଦୁଇ ଦିନିଆ ଜିଲ୍ଲାପାଳ ସମ୍ମିଳନୀକୁ ଉଦଘାଟନ କରି…

ଆସନ୍ତାମାସରୁ ରାସନକାର୍ଡ ହିତାଧିକାରୀଙ୍କୁ ମିଳିବ ଚାଉଳ ସହ ଗହମ

ଭୁବନେଶ୍ବର: ଏଣିକି ରାସନ ଖାତାରେ ମିଳିବ ଚାଉଳ ସାଙ୍ଗରେ ଗହମ । ଆସନ୍ତାମାସ ଠାରୁ ରାସନକାର୍ଡଧାରୀ ମାନେ ପାଇବେ ଗହମ । ଏନେଇ କେନ୍ଦ୍ର ଖାଦ୍ୟ ଓ ସାଧାରଣ ବଣ୍ଟନ ମନ୍ତ୍ରାଳୟର ଚିଠି ଜାରି ହୋଇଛି । ଅକ୍ଟୋବର ମାସରୁ ରାସନ…

ସନ୍ଦୀପ ଘୋଷଙ୍କ ବିରୋଧରେ ଥିବା ଚାର୍ଜ ଅତ୍ୟନ୍ତ ସାଂଘାତିକ, ମିଳିପାରେ ମୃତ୍ୟୁଦଣ୍ଡ: କୋର୍ଟ

କୋଲକାତା ଆରଜି କର ମେଡିକାଲ କଲେଜ ଓ ହସ୍ପିଟାଲର ପୂର୍ବତନ ପ୍ରିନ୍ସିପାଲ ସନ୍ଦୀପ ଘୋଷ ଓ ତାଲା ପୁଲିସ୍‌ ଷ୍ଟେସନର ପୂର୍ବତନ ଓଆଇସି ଅଭିଜିତ ମଣ୍ଡଳଙ୍କ ବିରୋଧରେ ଥିବା ଚାର୍ଜ ଅତ୍ୟନ୍ତ ସାଂଘାତିକ। ଯଦି ଏହା ପ୍ରାମଣିତ ହୋଇଯାଏ, ତା’ହେଲେ ସେମାନଙ୍କୁ…

ଏଣିକି ସରୋଗେଟ ମାତା-ପିତାଙ୍କୁ ମିଳିବ ପ୍ରସବ ଛୁଟି

ଭୁବନେଶ୍ୱର : ଏଣିକି ସରୋଗେସି ଅବା ‘ଭଡ଼ାଗର୍ଭ’ ମାତୃତ୍ୱ ଲାଭ କରୁଥିବା ସରକାରୀ କର୍ମଚାରୀଙ୍କୁ ମିଳିବ ମାତୃତ୍ୱ ଛୁଟି ।  ସରୋଗେସିରେ କେହି ସରକାରୀ ମହିଳା କର୍ମଚାରୀ ଯଦି ମା’ ହୁଅନ୍ତି ତାହାଲେ ତାଙ୍କୁ ୧୮୦ ଦିନର ମାତୃତ୍ବ ଛୁଟି ଦେବେ ରାଜ୍ୟ…

ଜିଦ୍‌ରେ ଅଟଳ ନର୍ସିଂ ସଂଘ: ଶୁକ୍ରବାରଠାରୁ ଜରୁରୀକାଳୀନ ସେବା ଠପ୍ ପାଇଁ ଚେତାବନୀ

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ଏସମାକୁ ଅଣଦେଖା କରି ନର୍ସିଂ ସଂଘ ପକ୍ଷରୁ ରାଜ୍ୟବ୍ୟାପୀ ଦ୍ୱିତୀୟ ଦିନରେ ମଧ୍ୟ ଆନ୍ଦୋଳନ ଜାରି ରହିଛି । ସରକାରଙ୍କ ସହିତ ଆଲୋଚନା ବିଫଳ ହେବା ପରେ ଗୁରୁବାର ନର୍ସିଂ ସଂଘ ପୁଣି ଆନ୍ଦୋଳନ କରିଛି ।…