ସିଙ୍ଗାପୁରରେ ଓଡ଼ିଶାର ପ୍ରଶିକ୍ଷାର୍ଥୀମାନଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କର ସିଙ୍ଗାପୁର ଗସ୍ତ ଅବସରରେ ଦକ୍ଷତା ବିକାଶ ତାଲିମ୍‌ ନେଉଥିବା ପ୍ରଶିକ୍ଷାର୍ଥୀମାନଙ୍କ ସହ ସାକ୍ଷାତ ଆଲୋଚନା କରିଛନ୍ତି । ବର୍ତ୍ତମାନ ସିଙ୍ଗାପୁର ଗସ୍ତରେ ଯାଇଥିବା ଓଡ଼ିଶାସ୍ଥିତ ବିଶ୍ୱ ଦକ୍ଷତା ବିକାଶ କେନ୍ଦ୍ରର ପ୍ରଶିକ୍ଷାର୍ଥୀଙ୍କ ସହିତ ମୋଦୀ…

ପୁରୀରେ ବାର୍ଡ ଫ୍ଲୁ ସ୍ଥିତି ସମୀକ୍ଷା କଲା କେନ୍ଦ୍ରୀୟ ଟିମ୍‌, ଚିକେନ ନ ଖାଇବାକୁ ପରାମର୍ଶ

ଭୁବନେଶ୍ବର : ପୁରୀ ଜିଲ୍ଲାରେ ବାର୍ଡ ଫ୍ଲୁ ସଂକ୍ରମଣ ସ୍ଥିତି ଉଦବେଗଜନକ ରହିଛି। ଏହା ମଧ୍ୟରେ ଗତକାଲି ଜିଲ୍ଲାରେ ସ୍ଥିତି ସମୀକ୍ଷା କରିଛି କେନ୍ଦ୍ରୀୟ ଟିମ୍। ଆଜି ଏହି ଟିମ୍ ମୁଖ୍ୟ ଶାସନ ସଚିବଙ୍କୁ ସ୍ଥିତି ସଂପର୍କରେ ରିପୋର୍ଟ ପ୍ରଦାନ କରିବ।…

ମିଶନ ଶକ୍ତି ସ୍ୱୟଂ ସହାୟକ ଗୋଷ୍ଠୀଙ୍କ ନିମନ୍ତେ ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧୀୟ ତାଲିମର ଶୁଭାରମ୍ଭ

ଭୁବନେଶ୍ୱର: ମିଶନ ଶକ୍ତି ବିଭାଗ ଏବଂ ଓଡିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷଙ୍କ ମିଳିତ ସହଯୋଗରେ ମିଶନ ଶକ୍ତି ସ୍ୱୟଂ ସହାୟକ ଗୋଷ୍ଠୀଙ୍କ ନିମନ୍ତେ ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧୀୟ ତାଲିମର ଶୁଭାରମ୍ଭ ହୋଇଯାଇଛି। ମିଶନ ଶକ୍ତି ଭବନଠାରେ ମିଶନ ଶକ୍ତି ବିଭାଗର…

ନିଖୋଜ ଥିଲେ ଯୁକ୍ତ ଦୁଇ ଛାତ୍ର; ନାଳରୁ ମିଳିଲା ମୃତଦେହ

ଯାଜପୁର : ୨ଦିନ ତଳେ ନିଖୋଜ ଥିଲେ ଯୁକ୍ତ ଦୁଇ ଛାତ୍ର। ଆଜି ସକାଳେ ନାଳରୁ ମିଳିଲା ମୃତଦେହ। ଯାଜପୁର ଜିଲ୍ଲା ଧର୍ମଶାଳା ଥାନା ଅନ୍ତର୍ଗତ ରଥିଆ ଗାଁ ନିକଟ ଶଗଡ଼ିଆ ନାଳରୁ ଛାତ୍ରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଛାତ୍ରଙ୍କୁ ହତ୍ୟା…

ଗଣେଶ ପୂଜା ଚାନ୍ଦା ନ ଦେବାରୁ ଗାଡ଼ି ଜାଳିଦେଲେ

ସମ୍ବଲପୁର : ଗଣେଶ ପୂଜା ଚାନ୍ଦା ନ ଦେବାରୁ ୨ଟି ବାଇକ ଜାଳିଦେଲେ ଦୁର୍ବୃତ୍ତ। ସମ୍ବଲପୁର ଜିଲ୍ଲା କ୍ଷେତରାଜପୁର ଥାନା ଅନ୍ତର୍ଗତ ଦୁର୍ଗାପାଲି ଅଞ୍ଚଳରେ ଏହି ଅଘଟଣ ଘଟିଛି। ଏନେଇ ଥାନାରେ ଅଭିଯୋଗ କରିଛନ୍ତି କ୍ଷେତରାଜପୁର ଥାନା ଅର୍ନ୍ତଗତ ଦୁର୍ଗାପାଲିରେ ରହୁଥିବା…

ପ୍ରତି ପଞ୍ଚାୟତରେ ହେବ ମଡେଲ୍ ପ୍ରାଥମିକ ସ୍କୁଲ: ମୁଖ୍ୟମନ୍ତ୍ରୀ

ଭୁବେନଶ୍ବର : ରାଜ୍ୟର ପ୍ରତି ପଞ୍ଚାୟତରେ ହେବ ମଡେଲ୍ ପ୍ରାଥମିକ ସ୍କୁଲ। ପ୍ରାଥମିକ ଶିକ୍ଷାକୁ ସୁଦୃଢ଼ ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଆଜି ଗୁରୁଦିବସ ଅବସରରେ ଗଣମାଧ୍ୟମକୁ ସାକ୍ଷାତକାର ଦେଇ ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ…

୨୦୨୩ରେ ରାଜ୍ୟରେ ସଡ଼କ ଦୁର୍ଘଟଣାରେ ଜୀବନ ହରାଇଛନ୍ତି ୫ ହଜାରରୁ ଅଧିକ ଲୋକ

ଭୁବନେଶ୍ବର : ରାଜ୍ୟରେ ବଢୁଛି ସଡ଼କ ଦୁର୍ଘଟଣା ସଂଖ୍ୟା। ୨୦୨୩ରେ ୧୨,୦୫୨ଟି ସଡ଼କ ଦୁର୍ଘଟଣା ଘଟିଥିବା ବେଳେ ୫,୬୯୬ ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ୧୦ ହଜାର ୪୧୯ ଜଣ ଆହତ ହୋଇଛନ୍ତି। ବିଧାୟକ ସନାତନ ମହାକୁଡ଼ଙ୍କ ଏକ ପ୍ରଶ୍ନର ଉତ୍ତରରେ…

କୂଅରେ ପଡ଼ିଗଲେ ୨ ନାବାଳିକା

ନବରଙ୍ଗପୁର : ନବରଙ୍ଗପୁର ଜିଲ୍ଲା କୋଷାଗୁମୁଡ଼ା ବ୍ଲକ ସଦର ପଞ୍ଚାୟତ ଅନ୍ତର୍ଗତ ଛେଳିପଦର ଗାଁରେ କୂଅରେ ବୁଡ଼ି ଦୁଇ ନାବାଳିକା ପ୍ରାଣ ହରାଇଛନ୍ତି। ମୃତ ଦୁଇ ନାବାଳିକା ହେଉଛନ୍ତି ଚନ୍ଦ୍ର ଭତ୍ରାଙ୍କ ଝିଅ ତନୁ ଭତ୍ରା (୧୨) ଓ ନନ୍ଦ ଭତ୍ରାଙ୍କ…

କେନ୍ଦ୍ରମନ୍ତ୍ରୀଙ୍କ ପୁତୁରା କହି ଠକୁଥିଲା; ପୁଲିସ ଜିମା ଦେଲେ ଲୋକ

ଭୁବନେଶ୍ବର : ‘ମୁଁ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପୁତୁରା। ମୋର ବହୁତ ନେତାମନ୍ତ୍ରୀ ଚିହ୍ନା ଅଛନ୍ତି। ତୁମର ଚାକିରି କରାଇଦେବି ,ଟ୍ରାନ୍ସଫର କରିଦେବି, ପେଟ୍ରୋଲ ପମ୍ପ ବି ଖୋଲିଦେବି ।’ ଏପରି କହି ବହୁ ଲୋକଙ୍କୁ ଲକ୍ଷାଧୀକ ଟଙ୍କାର ଚୁନ…

ତ୍ରିଶୁଳିଆ ପୋଲ ଉପରେ ମର୍ମନ୍ତୁଦ ଦୁର୍ଘଟଣା, ୨ଜଣଙ୍କ ଜୀବନ ଗଲା

କଟକ: ତ୍ରିଶୁଳିଆ ସୁବାଶଚନ୍ଦ୍ର ବୋଷ ସେତୁ ଉପରେ ମର୍ମନ୍ତୁଦ ଦୁର୍ଘଟଣା। ଚାଲିଗଲା ୨ଜଣଙ୍କ ଜୀବନ। ଗୋଟିଏ ସ୍କୁଟିକୁ ଏକ ଟାଟା ମ୍ୟାଜିକ ଧକ୍କା ଦେବା ଫଳରେ ଘଟଣାସ୍ଥଳରେ ୨ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ…