ଶେଖ ହସିନାଙ୍କୁ ପ୍ରତ୍ୟାର୍ପଣ କରିବାକୁ ଅନୁରୋଧ କରିବ ବାଂଲାଦେଶ

ଢାକା : ବାଂଲାଦେଶରେ ଅନ୍ତର୍ଜାତୀୟ ଅପରାଧ ଟ୍ରିବ୍ୟୁନାଲ(ଆଇସିଟି)ର ନବନିଯୁକ୍ତ ମୁଖ୍ୟ ପ୍ରସିକ୍ୟୁଟର ତାଜୁଲ ଇସଲାମ ରବିବାର କହିଛନ୍ତି ଯେ ଗଣହତ୍ୟା ଅଭିଯୋଗର ସମ୍ମୁଖୀନ ହେବାକୁ ଥିବା ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ଭାରତରୁ ପ୍ରତ୍ୟର୍ପଣ କରିବା ପାଇଁ ଆବଶ୍ୟକ ପଦକ୍ଷେପ ନିଆଯିବ।…

ଭୋଗ ଖାଇ ୫୦ରୁ ଊର୍ଦ୍ଧ୍ୱ ଅସୁସ୍ଥ; ମେଡ଼ିକାଲ୍‌ରେ ଭର୍ତ୍ତି

ଗଣେଶ ପୂଜା ଭୋଗ ଖାଇ ୫୦ରୁ ଊର୍ଦ୍ଧ୍ୱ ଛାତ୍ରଛାତ୍ରୀ ଅଭିଭାବକ ଅସୁସ୍ଥ ହୋଇଛନ୍ତି। ଆଜି ସେମାନଙ୍କୁ ମେଡ଼ିକାଲ୍‌ରେ ଭର୍ତ୍ତି କରାଯାଇଛି। ଭୋଗ ଖାଇବା ପରେ ସମସ୍ତଙ୍କୁ ଝାଡ଼ାବାନ୍ତି ହୋଇଥିଲା। ଏପରି ଚିତ୍ର ମୟୂରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷୀ ବ୍ଲକ୍‌ରେ ଦେଖିବାକୁ ମିଳିଛି। ଶନିବାର…

ସିଏମ୍‌ କିଷାନ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ସମ୍ବଲପୁର: ବହୁ ପ୍ରତିକ୍ଷିତ ସିଏମ୍‌ କିଷାନ ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ନୂଆଁଖାଇ ଅବସରରେ ସମ୍ବଲପୁର ବିଶ୍ବବିଦ୍ୟାଳୟ ପରିସରରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଏହାର ଶୁଭାରମ୍ଭ କରାଯାଇଛି । ଆଜି ପ୍ରଥମ କିସ୍ତିରେ ଚାଷୀଙ୍କ…

୨୦ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ଅଭିଯୁକ୍ତ ଗିରଫ

ବାରିପଦା: ଜଣେ ବ୍ରାଉନସୁଗାର ବେପାରୀକୁ ଧରିଛି ବାରିପଦା ଟାଉନ୍ ପୁଲିସ। ଅଭିଯୁକ୍ତଠାରୁ ୧୯୯.୮ ଗ୍ରାମ୍ ଓଜନର ବ୍ରାଉନସୁଗାର ଜବତ ହୋଇଛି। ଉକ୍ତ ବ୍ରାଉନସୁଗାରର ମୂଲ୍ୟ ଆନୁମାନିକ ୨୦ ଲକ୍ଷ ଟଙ୍କା ହେବ ବୋଲି ଜଣାଯାଇଛି। ଏହାଛଡ଼ା ଏକ ଭିଭୋ ସ୍ମାର୍ଟ ଫୋନ୍…

TMC ସାଂସଦ ଜବାହର ସରକାରଙ୍କ ଇସ୍ତଫା

କୋଲକାତାର ଆର.ଜି କର ହସ୍ପିଟାଲରେ ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାକୁ ବିରୋଧ କରି ଇସ୍ତଫା ଦେଇଛନ୍ତି ରାଜ୍ୟସଭା ସାଂସଦ ଜବାହର ସରକାର। ସେ ଆଜି ତାଙ୍କ ଇସ୍ତଫା ପତ୍ର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ନିକଟକୁ ପଠାଇଛନ୍ତି। ଦୁଷ୍କର୍ମ ଓ ହତ୍ୟା ଘଟଣାକୁ କଡ଼ା…

ଗଣପର୍ବ ନୂଆଁଖାଇ; ସମଲେଇଙ୍କ ଦର୍ଶନ କଲେ ନବାନ୍ନ ଖାଇଲେ ମୁଖ୍ୟମନ୍ତ୍ରୀ

ସମ୍ବଲପୁର: ଆଜି ପଶ୍ଚିମ ଓଡିଶାର ଗଣପର୍ବ ନୂଆଁଖାଇ । ଏହି ଅବସରରେ ସମ୍ବଲପୁର ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ନୂଆଁଖାଇର ପବିତ୍ର ଅବସରରେ ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଇଙ୍କୁ ଦର୍ଶନ କରିବା ସହ ପଶ୍ଚିମ ଓଡ଼ିଶାବାସୀଙ୍କୁ ନୂଆଁଖାଇର…

ବିଜେପି ନେତାଙ୍କୁ ବିଜେଡି ନେତାଙ୍କ ହତ୍ୟା ଧମକ

ନୟାଗଡ଼ ଜିଲ୍ଲା ଦଶପଲ୍ଲାର ବିଜେପି ନେତା ରାଘବ ମଲ୍ଲିକଙ୍କୁ ବିଜେଡି ନେତା ବସନ୍ତ କୁମାର ସାହୁ ହତ୍ୟା ଧମକ ଦେଇଥିବା ଅଭିଯୋଗ ହୋଇଛି। ବସନ୍ତ ତାଙ୍କୁ ହତ୍ୟା ଧମକ ଦେଇଥିବା ନେଇ ରାଘବ ମଲ୍ଲିକ ବାଣୀଗୋଚ୍ଛା ଥାନାରେ ଅଭିଯୋଗ କରିଛନ୍ତି। ଏମିତିକି…

ଲଗାଣ ବର୍ଷାରେ ବେହାଲ କୋରାପୁଟ, ବିଭିନ୍ନ ଅଞ୍ଚଳରେ ବନ୍ୟା ପରିସ୍ଥିତି

କୋରାପୁଟ: ଲଗାଣ ବର୍ଷାରେ ବେହାଲ କୋରାପୁଟ ଜିଲ୍ଲା। ବର୍ଷା ଯୋଗୁଁ ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। କୋଲାବ ନଦୀ ଫୁଲୁଥିବାରୁ କିଛି ତଳିଆ ଅଞ୍ଚଳରେ ପାଣି ପଶିଛି। କୋଲାବ ନଦୀରେ ଦୀଗାପୁର ଠାରେ ଥିବା ବ୍ରିଜ୍ ଉପରେ…

J&K ନିର୍ବାଚନ; ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କଲା BJP

ଜମ୍ମୁ କଶ୍ମୀର ବିଧାନସଭା ନିର୍ବାଚନ ପାଇଁ ଆଜି ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି ବିଜେପି। ଏହି ତାଲିକାରେ 10 ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇ ଥିବାବେଳେ ବାଦ୍ ପଡ଼ିଛନ୍ତି ପୂର୍ବତନ ଉପମୁଖ୍ୟମନ୍ତ୍ରୀ କବିନ୍ଦର ଗୁପ୍ତା। ଗାନ୍ଧି ନଗର…

ସମୁଦ୍ରରେ ବୁଡି ଯାଉଥିବା ୪ ପର୍ଯ୍ୟଟକଙ୍କୁ ଉଦ୍ଧାର କଲେ ଲାଇଫ ଗାର୍ଡ

ପୁରୀ :  ସମୁଦ୍ରରେ ବୁଡି ଯାଉଥିବା ପର୍ଯ୍ୟଟକଙ୍କୁ ଉଦ୍ଧାର କଲେ ଲାଇଫ ଗାର୍ଡ  l ଯାଜପୁର ଅଞ୍ଚଳର ଗୋଟିଏ ପରିବାରର ୪  ଜଣ ସଦସ୍ୟ ସ୍ନାନ କରୁଥିବା ସମୟରେ ହଟାତ ବୁଡି ଯାଇଥିଲେ  l ସମୁଦ୍ର କୂଳରେ ଉପସ୍ଥିତ ଥିବା ଲାଇଫ…