September 10, 2024

ଜାମ୍ମୁ-କାଶ୍ମୀର ବିଧାନସଭା ନିର୍ବାଚନ: ଇଞ୍ଜିନିୟର ରଶିଦଙ୍କୁ ମିଳିଲା ଜାମିନ

ନୂଆଦିଲ୍ଲୀ: ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ଅଭିଯୋଗରେ ଜେଲ୍ ଦଣ୍ଡ ଭୋଗୁଥିବା ବାରାମୁଲା ସାଂସଦ ଇଞ୍ଜିନିୟର ରଶିଦଙ୍କୁ ଜାମିନ ମିଳିଛି। ଆଗକୁ ଜାମ୍ମୁ-କାଶ୍ମୀର ବିଧାନସଭା ନିର୍ବାଚନ ଥିବା ବେଳେ ମଙ୍ଗଳବାର ଦିଲ୍ଲୀର ପଟିଆଲା ହାଉସ କୋର୍ଟ ରାଶିଦଙ୍କୁ ଅକ୍ଟୋବର ୨ ତାରିଖ ପର୍ଯ୍ୟନ୍ତ…

ଓଡ଼ିଶାରେ ଚାଲିବ ୩ ଟି ନୂତନ ବନ୍ଦେ ଭାରତ ଟ୍ରେନ

ଭୁବନେଶ୍ୱର : ଓଡ଼ିଶାରେ ଚାଲିବ ୩ ଟି ନୂତନ ବନ୍ଦେ ଭାରତ ଟ୍ରେନ ନୂତନ ବନ୍ଦେ ଭାରତ ଟ୍ରେନ । ଟ୍ରେନର ଶୁଭାରମ୍ଭ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ କେନ୍ଦ୍ର ରେଳ ମନ୍ତ୍ରୀ । ପୂର୍ବ ତଟ ରେଳବାଇର ମହାପ୍ରବନ୍ଧକ ପରମେଶ୍ୱର…

ରାଜଧାନୀରେ ଡେଙ୍ଗୁ ସ୍ଥିତି ନିୟନ୍ତ୍ରଣାଧୀନ

ଭୁବନେଶ୍ୱର: ଭୁବନେଶ୍ୱରରେ ଡେଙ୍ଗୁ ସ୍ଥିତି ନିୟନ୍ତ୍ରଣାଧୀନ ଥିବା ନେଇ ମଙ୍ଗଳବାର ଦିନ କହିଛନ୍ତି ମେୟର ସୁଲୋଚାନା ଦାସ। ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯଦିଓ ଡେଙ୍ଗୁ ସଂଖ୍ୟା ଅଧିକ ରହିଛି ତେବେ ଭୟଭୀତ ହେବାର କୌଣସି ଆବଶ୍ୟକତା ନାହିଁ। ରାଜ୍ୟର ସମସ୍ତ…

ଦିଲ୍ଲୀ ସରକାରକୁ ବରଖାସ୍ତ ପାଇଁ ରାଷ୍ଟ୍ରପତିଙ୍କୁ ଚିଠି ଲେଖିଲା ବିଜେପି

ଦିଲ୍ଲୀର କ୍ଷମତାସୀନ ଆମ ଆଦମୀ ପାର୍ଟି(ଆପ୍‌) ସରକାରୁ ବରଖାସ୍ତ କରିବା ପାଇଁ ବିଜେପି ବିଧାୟକମାନେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଚିଠି ଲେଖିଛନ୍ତି। ସରକାରକୁ ବରଖାସ୍ତ କରିବା ପାଇଁ ବିଜେପି ବିଧାୟକମାନେ ଦେଇଥିବା ଚିଠି ପାଇବା ପରେ ରାଷ୍ଟ୍ରପତି ମୁର୍ମୁ ଏହାକୁ ସ୍ୱରାଷ୍ଟ୍ର…

ବନ୍ୟାଞ୍ଚଳକୁ ଚିକିତ୍ସା ପାଇଁ ଟ୍ରାକ୍ଟର ଯୋଗେ ଗଲେ ଡାକ୍ତରୀ ଟିମ୍‌

ମାଥିଲି: ମାଲକାନଗିରି ଜିଲ୍ଲାରେ ଲଗାଣ ବର୍ଷା ବନ୍ୟା ପରିସ୍ଥିତି ସୃଷ୍ଟି କରିବା ସହ ଚାରିଆଡେ ଜଳମଗ୍ନ ହୋଇଯାଇଛି। ଏଥିରେ ବିଶେଷ ଭାବେ ମାଲକାନଗିରି, ମାଥିଲି, କାଲିମେଳା ଏବଂ ପଡ଼ିଆ ବ୍ଲକ କ୍ଷତିଗ୍ରସ୍ତ ହୋଇଛି। ମାଥିଲି ବ୍ଲକର ଟେମରୁପାଲ୍ଲୀ ଅଂଚଳରେ ବନ୍ୟା ଜଳ…

ବର୍ଷା କ୍ଷୟକ୍ଷତି ଏବଂ ମୁକାବିଲାର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର : ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ଅନେକ ଅଞ୍ଚଳ ଜଳମଗ୍ନ । ବର୍ଷା ପ୍ରଭାବରେ କ୍ଷତକ୍ଷତି ଏବଂ ମୁକାବିଲା ପାଇଁ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ରାଜସ୍ବ ଓ…

ବାର୍ଡ ଫ୍ଲୁ ଆତଙ୍କ: କ୍ବାରେଣ୍ଟିନରେ ୫ କୁକୁଡ଼ା ଚାଷୀ

କେନ୍ଦ୍ରାପଡା: କେନ୍ଦ୍ରାପଡ଼ା ଡେରାବିଶରେ ବାର୍ଡ ଫ୍ଲୁ’କୁ ନେଇ ପ୍ରଶାସନର ତତ୍ପରତା । ୫ କୁକୁଡ଼ା ଚାଷୀଙ୍କ ସ୍ବାବ ନମୁନା ସଂଗ୍ରହ କଲା ସ୍ବାସ୍ଥ୍ୟ ବିଭାଗ । ସ୍ବାବ ନମୁନା ସଂଗ୍ରହ କରି ପରୀକ୍ଷା ପାଇଁ ପଠାଇଲା ବିଭାଗ । ରିପୋର୍ଟ ନଆସିବା…

ଏନଡିଏର ସିଟ ଶେୟାରିଂ ଫର୍ମୁଲା: ୧୪୦ ଆସନରେ ଲଢ଼ିବ ବିଜେପି!

ବିଜେପି, ଶିବସେନା ଓ ଏନସିପି ମିଳିତ ଭାବେ ମହାରାଷ୍ଟ୍ରରେ ଗଠନ କରିଥିବା ମାହାୟୁତି ସରକାର ଏବେ ସିଟ ଶେୟାରିଂ ଫର୍ମୁଲାକୁ ନେଇ ଆଲୋଚନର ଆରମ୍ଭ କରିଛନ୍ତି। ଆଗାମୀ ବିଧାନସଭା ନିର୍ବାଚନ ପାଇଁ ୩ ଦଳ ମଧ୍ୟରେ ସିଟ ଶେୟାରିଂକୁ ନେଇ ଆଲୋଚନା…

ସାଉଦି ଆରବରେ ଫସିଲେ ୬ ଓଡ଼ିଆଙ୍କ ସମେତ ୮ ଜଣ

ଭୁବନେଶ୍ବର: ବିଜେପି ରାଷ୍ଟ୍ରୀୟ ଉପସଭାପତି ତଥା କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡା ସାଉଦି ଆରବରେ ଫସିଥିବା ୬ ଜଣ ଓଡିଆଙ୍କ ସମେତ ୮ ଜଣ ଯୁବକଙ୍କୁ ଉଦ୍ଧାର କରି ଭାରତ ଫେରାଇ ଆଣିବା ପାଇଁ ଭାରତୀୟ ରାଷ୍ଟ୍ରଦୂତଙ୍କୁ ହସ୍ତକ୍ଷେପ କରିବାକୁ ଏକ…

ପୋଟେରୁ ଅଞ୍ଚଳରେ ବନ୍ୟା ପରିସ୍ଥିତି ବେହାଲ, ପାଣି ଘେରରୁ ୧୬୨ ଜଣଙ୍କୁ ଉଦ୍ଧାର

ମାଲକାନଗିରି : ବନ୍ୟା ପରିସ୍ଥିତିରେ ସୁଧାର ଆସିଛି। ହେଲେ ଲୋକଙ୍କ ଦୁଃଖ ବଢିଛି । ଜିଲ୍ଲାର ପୋଟେରୁ ଅଞ୍ଚଳରେ ଅଧିକ କ୍ଷତି ସହିବାକୁ ପଡିଛି । ତେବେ ତଳିଆ ଲୋକଙ୍କୁ ଓଡ୍ରାଫ ଏବଂ ଅଗ୍ନିଶମ ବିଭାଗ ଉଦ୍ଧାର କରି ଆଶ୍ରୟସ୍ଥଳୀରେ ପହଞ୍ଚାଇଛନ୍ତି…