ରାହୁଲ ଗାନ୍ଧିଙ୍କ ଜିଭ କାଟିଲେ ୧୧ଲକ୍ଷ ଟଙ୍କା ଦେବି : ଗାଏକ୍ୱାଡ

ନୂଆଦିଲ୍ଲୀ: କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀଙ୍କୁ ନେଇ ବିବାଦୀୟ ବୟାନ ଦେଲେ ଶିବସେନା (ସିନ୍ଦେ କ୍ୟାମ୍ପ) ବିଧାୟକ ସଞ୍ଜୟ ଗାଏକ୍ବାଡ। ସୋମବାର ସଞ୍ଜୟ କହିଛନ୍ତି ଯେ, ଯିଏ ରାହୁଲ ଗାନ୍ଧୀଙ୍କ ଜିଭ କାଟିବ, ମୁଁ ତାକୁ ୧୧ଲକ୍ଷ ଟଙ୍କା ଦେବି। କଂଗ୍ରେସ…

ଜମ୍ମୁ ଓ କଶ୍ମୀର ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ଇସ୍ତାହାର

ଶ୍ରୀନଗର : ଜମ୍ମୁ-କଶ୍ମୀର ବିଧାନସଭା ନିର୍ବାଚନ ପାଇଁ ଇସ୍ତାହାର ଜାରି କରିଛି କଂଗ୍ରେସ। କ୍ଷମତାକୁ ଆସିବାର ୧୦୦ ଦିନ ମଧ୍ୟରେ ଏକ ସଂଖ୍ୟାଲଘୁ କମିସନ ଗଠନ ପାଇଁ କଂଗ୍ରେସ ପ୍ରତିଶ୍ରୁତି ଦେଇଛି । ଭୂମିହୀନ କୃଷକମାନଙ୍କୁ ମାସିକ ୪୦୦୦ ଟଙ୍କାର ସହାୟତା…

ମାର୍ଚ୍ଚ ୮ ପର୍ଯ୍ୟନ୍ତ ଚାଲିବ ‘ସୁଭଦ୍ରା’ ପଞ୍ଜିକରଣ

ବିଜେପି ସରକାରର ମହତ୍ୱାକାଂକ୍ଷୀ ‘ସୁଭଦ୍ରା’ ଯୋଜନାକୁ ନେଇ ରହିଥିବା ଦ୍ୱନ୍ଦ୍ୱକୁ ଆଜି ପୁଣିଥରେ ରାଜ୍ୟ ସରକାର ଦୂର କରିବାକୁ ପ୍ରୟାସ କରିଛନ୍ତି । ସୁଭଦ୍ରା ଯୋଜନା ପାଇଁ ହିତାଧିକାରୀଙ୍କ ଆବେଦନ ଓ ପଞ୍ଜିକରଣ ପ୍ରକ୍ରିୟା ଆସନ୍ତାବର୍ଷ ମାର୍ଚ୍ଚ ୮ ତାରିଖ ପର୍ଯ୍ୟନ୍ତ…

ମଙ୍ଗଳବାର ଅପରାହ୍ଣରେ ଇସ୍ତଫା ଦେଇପାରନ୍ତି କେଜ୍ରିଓ୍ବାଲ

ନୂଆଦିଲ୍ଲୀ : ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ତିହାର ଜେଲରୁ ଫେରିବା ପରେ ଦିଲ୍ଲୀ ରାଜନୀତି ସରଗରମ ହୋଇ ରହିଛି । ସେ ଇସ୍ତଫା ଦେବାକୁ ଘୋଷଣା କରିବା ପରେ ରାଜନୈତିକ ଉଷ୍ମତା ଆହୁରି ବଢିଯାଇଛି । ଆଜି (ସୋମବାର) ସେ…

ଚିଙ୍ଗୁଡ଼ି କମ୍ପାନୀରେ ଫସି ରହିଛନ୍ତି ୨୨ ଓଡ଼ିଆ ଶ୍ରମିକ

ଆନ୍ଧ୍ର ପ୍ରଦେଶର ବିଶାଖାପାଟଣାର ଚିଙ୍ଗୁଡ଼ି କମ୍ପାନୀରେ ଫସି ରହିଛନ୍ତି ୨୨ ଓଡ଼ିଆ ଶ୍ରମିକ ।  ଆନ୍ଧ୍ର ପ୍ରଦେଶର ବିଶାଖାପାଟଣାରେ ଥିବା ସନ୍ଧ୍ୟା ମେରାଇନ୍ ପ୍ରାଇଭେଟ୍ ଲିମିଟେଡରେ କାମ କରିବା ପାଇଁ ଗତ ୧୦ତାରିଖରେ କଟକ ଜିଲ୍ଲା ବାଙ୍କୀ ବ୍ଲକ୍ କେନ୍ଦୁପଲି, ବୈଦେଶ୍ୱର…

ଅଭିନେତା ଦର୍ଶନ ରହୁଥିବା ଜେଲରୁ ମିଳିଲା ୧୫ଟି ଫୋନ, ଛୁରୀ ଓ ଅନ୍ୟାନ୍ୟ ଜିନିଷ

ନିଜର ଜଣେ ଫ୍ୟାନଙ୍କୁ ହତ୍ୟା କରିଥିବା ଅଭିଯୋଗରେ ଗିରଫ ହୋଇ ଜେଲରେ ଥିବା କନ୍ନଡ ଅଭିନେତା ଦର୍ଶନଙ୍କୁ ନେଇ ବଡ଼ ଖବର ଆସିଛି। ବେଙ୍ଗାଲୁରୁର ଯେଉଁ କେନ୍ଦ୍ରୀୟ ଜେଲରେ ଦର୍ଶନ ରହିଥିଲେ ସେଠାରେ ପୁଲିସ ପକ୍ଷରୁ ରେଡ୍‌ କରାଯାଇଛି। ଏହି ସମୟରେ ଗୋଟିଏ ବାରାକ…

ସୁଭଦ୍ରାରେ ମାତିଲେଣି ସାଇବର ଠକ: ସତର୍କ କରାଇଲେ ସରକାର

ଭୁବନେଶ୍ବର: ଆସନ୍ତାକାଲି ଶୁଭାରମ୍ଭ ହେବ ବହୁ ପ୍ରତିକ୍ଷିତ ତଥା ଚର୍ଚ୍ଚିତ ସୁଭଦ୍ରା ଯୋଜନା । ଏଯାବତ ପାଖାପାଖି ୬୦ ଲକ୍ଷ ମହିଳା ସୁଭଦ୍ରା ଯୋଜନାରେ ପଞ୍ଜିକରଣ କରିସାରିଲେଣି । ଆସନ୍ତାକାଲି ପ୍ରଧାନମନ୍ତ୍ରୀ ମୋଦି ଓଡିଶା ଆସି ମହିଳା ହିତାଧିକାରୀଙ୍କୁ ୫ହଜାର ଲେଖାଏଁ…

ଡୋନାଲ୍ଡ ଟ୍ରମ୍ପଙ୍କୁ ପୁଣି ହତ୍ୟା ଉଦ୍ୟମ, ଦୁର୍ବୃତ୍ତକୁ ବାନ୍ଧିଲା ପୁଲିସ

ଆମେରିକା ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ପୁଣି ହତ୍ୟା ଉଦ୍ୟମ। ଫ୍ଲୋରିଡା ସ୍ଥିତ ତାଙ୍କ ଗଲ୍ଫ କ୍ଲବରେ ଖେଳୁଥିବା ବେଳେ ଗୁଳିମାଡ଼ କରିଛନ୍ତି ଦୁର୍ବୃତ୍ତ। ତେବେ ଟ୍ରମ୍ପ ସମ୍ପୂର୍ଣ୍ଣ ସୁରକ୍ଷିତ ଅଛନ୍ତି, ତାଙ୍କ ଦେହରେ କୌଣସି ଗୁଳି ବାଜିନଥିବା ଜଣାପଡ଼ିଛି। କିଛି…

ସୁଭଦ୍ରା ଦ୍ବନ୍ଦ୍ବ ଦୂର କଲେ ଉପମୁଖ୍ୟମନ୍ତ୍ରୀ: ୧ ଟଙ୍କା ନଯାଇଥିଲେ ବି ପାଇବେ

ଭୁବନେଶ୍ବର: କ’ଣ ଆପଣଙ୍କ ଖାତାକୁ ବି ଯାଇନାହିଁ ସୁଭଦ୍ରା ଟ୍ରାଏଲର ଟଙ୍କାଏ? ତାହାଲେ କିଛି ବି ଚିନ୍ତା କରିବାର ବିଷୟ ନାହିଁ । ଟଙ୍କାଏ ନପାଇଲେ ବି ଆପଣଙ୍କ ଖାତାକୁ ଯିବ ସୁଭଦ୍ରା ସହାୟତା ରାଶି । ତେବେ ଶନିବାର ରାତିରେ…

ରାସ୍ତାରେ ବେପରୁଆ ଗାଡ଼ିଚାଳନାର ଭିଡିଓ ଭାଇରାଲ ହେବା ପରେ ୫ ଗିରଫ, ୨ କାର ଜବତ

ରାଜଧାନୀରେ ବେପରୁଆ ଗାଡ଼ିଚାଳନା ଘଟଣାରେ କମିଶନରେଟ ପୁଲିସ ୫ ଜଣଙ୍କୁ ଗିରଫ କରିଥିବା ବେଳେ ୨ଟି ଗାଡ଼ି ଜବତ କରିଛି। ଭୁବନେଶ୍ୱରର ଜନପଥରେ ଟ୍ରାଫିକ ନିୟମକୁ ଉଲ୍ଲଂଘନ କରି ବେପରୁଆ ଭାବେ ଗାଡି ଚାଳନା କରିଥିଲେ ଏହି ଅଭିଯୁକ୍ତମାନେ। ସେମାନଙ୍କର ଆଉ…