September 17, 2024

ଏସିଆନ ଚାମ୍ପିଅନ୍ସ ଟ୍ରଫି ହାତେଇଲା ଭାରତ

ବେଜିଂ: ଏସିଆନ ଚାମ୍ପିଅନ୍ସ ଟ୍ରଫି ଫାଇନାଲରେ ଭାରତ ଚୀନ୍‌କୁ ୧-୦ ଗୋଲରେ ପରାସ୍ତ କରିଛି। ଭାରତ ପାଇଁ ଜୁଗରାଜ ସିଂ ଏକମାତ୍ର ଗୋଲ ସ୍କୋର କରିଛନ୍ତି। ସେ ଅଧିନାୟକ ହରମାନପ୍ରୀତଙ୍କ ପାସ୍‌କୁ ଏକ ଗୋଲରେ ପରିଣତ କରିଥିଲେ। ଏହାପୂର୍ବରୁ ଭାରତ ସେମିଫାଇନାଲରେ…

ଗତ ୧୦ ବର୍ଷରେ ଓଡ଼ିଶାର ବିକାଶକୁ କେନ୍ଦ୍ର ଅଗ୍ରାଧିକାର ନୁହେଁ, ଅବହେଳା କରିଛନ୍ତି: ବିଜେଡି

ଭୁବନେଶ୍ୱର: ଆଜି ଶଙ୍ଖ ଭବନରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ବିଜୁ ଜନତା ଦଳର ବରିଷ୍ଠ ନେତା ଓ ପୂର୍ବତନ ମନ୍ତ୍ରୀ ଶ୍ରୀଯୁକ୍ତ ସଞ୍ଜୟ ଦାସବର୍ମା ଓ ପୂର୍ବତନ ମନ୍ତ୍ରୀ ଶ୍ରୀମତୀ ସ୍ନେହାଙ୍ଗିନୀ ଛୁରିଆ ଜନତା ମଇଦାନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି…

୩୦ ହଜାର ଲାଞ୍ଚ ନେଇ ଧରାପଡ଼ିଲେ ଆରଆଇ

ଢେଙ୍କାନାଳ: ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଜଣେ ଆର୍‌ଆଇ। ତାଙ୍କ ବରୁଣ ଜେନା। ଢେଙ୍କାନାଳ ସଦର ଆରଆଇ ଅଫିସରେ ସେ ନିଯୁକ୍ତ ହୋଇଛନ୍ତି। ତାଙ୍କ ସହିତ ବଳରାମ ସାହୁ ନାମକ ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି ଭିଜିଲାନ୍ସ। ଜମିର କିସମ ପରିବର୍ତ୍ତନ ପାଇଁ…

ଭାରତରେ ବଢୁଛି ଧନୀଙ୍କ ଧନ; ବାର୍ଷିକ ୧୦ କୋଟିରୁ ଊର୍ଦ୍ଧ୍ୱ ଆୟକାରୀଙ୍କ ସଂଖ୍ୟା ୬୩% ବୃଦ୍ଧି

ଭାରତରେ ବୃଦ୍ଧି ପାଉଛି ବାର୍ଷିକ ୧୦ କୋଟିରୁ ଅଧିକ ଆୟ କରୁଥିବା ଲୋକଙ୍କ ସଂଖ୍ୟା। ଗତ ୫ ବର୍ଷ ମଧ୍ୟରେ ଏହି ସଂଖ୍ୟା ୬୩% ବୃଦ୍ଧି ଘଟିଥିବା ସେଣ୍ଟ୍ରମ୍ ଇନଷ୍ଟିଚ୍ୟୁସନାଲ ରିସର୍ଚ୍ଚ ରିପୋର୍ଟ କରିଛି। ରିପୋର୍ଟ ଅନୁସାରେ, ଭାରତରେ ପ୍ରାୟ ୩୧…

ମୋଦି ସରକାର 3.0: ଶହେ ଦିନର ହିସାବ ଦେଲେ ଅଶ୍ୱିନୀ ବୈଷ୍ଣବ

ମୋଦି ସରକାର 3.0କୁ ଶହେ ଦିନ ପୂର୍ତ୍ତିରେ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ସୂଚନା। ଭାରତକୁ ବିକଶିତ କରିବା ଲାଗି ୧୦୦ ଦିନରେ ଅନେକ କାମ ହୋଇଛି। ସେ କହିଛନ୍ତି, ଶେଷ ବର୍ଗରେ ଥିବା ଲୋକଙ୍କ ଲାଗି ସେବା ଭାବନା ରଖି କାମ…

ଯୋବ୍ରା ସିରିଜ ଦୁର୍ଘଟଣା; ଅଭିଯୁକ୍ତ ଚାଳକକୁ କୋର୍ଟ ଚାଲାଣ କଲା ପୋଲିସ

କଟକ: କଟକ ଯୋବ୍ରା ବ୍ୟାରେଜରେ ସିରିଜ ଦୁର୍ଘଟଣା ମାମଲା । ଆଜି ସିରିଜ ଦୁର୍ଘଟଣା ଘଟାଇଥିବା ସ୍କର୍ପିଓର ଚାଳକକୁ ଗିରଫ କରି କୋର୍ଟ ଚାଲାଣ କରିଛି ଜଗତପୁର ପୋଲିସ । ଗରିଫ ଅଭିଯୁକ୍ତ ଚାଳକ ହେଉଛି ରାଜେନ୍ଦ୍ର ପରିଜା । ସେ…

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଅରବିନ୍ଦ କେଜ୍ରିୱାଲ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମ ଦିନରେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଆପ୍‌ ସୁପ୍ରିମୋ ଅରବିନ୍ଦ କେଜ୍ରିୱାଲ। ଆଜି ଅପରାହ୍ନରେ ସେ ଉପ ରାଜ୍ୟପାଳ ଭିକେ ସକ୍ସେନାଙ୍କୁ ଭେଟି ନିଜର ଇସ୍ତଫାପତ୍ର ପ୍ରଦାନ କରିଛନ୍ତି। ଏହି ସମୟରେ ଆତିଶୀ, ସୌରଭ…

କାରଖାନାରେ ଦୁର୍ଘଟଣା: ୨ ଶ୍ରମିକ ମୃତ, ୬ ଗୁରୁତର

ଝାରସୁଗୁଡା: ଝାରସୁଗୁଡ଼ାର ଏକ କାରଖାନାରେ ଦୁର୍ଘଟଣା। ୨ ଶ୍ରମିକ ମୃତ ଓ ୬ ଜଣ ଗୁରୁତର ହୋଇଥିବା ସୂଚନା ରହିଛି। ବୁଢିପଦର ଓଡ଼ିଶା ମେଟାଲିକ୍ସ କମ୍ପାନୀରେ ଏହି ଅଘଟଣ ଘଟିଛି। ଦୁର୍ଘଟଣାରେ ଗୁରୁତର ଶ୍ରମିକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ମୃତକମାନେ…

ମେଡିକାଲରେ ବୃଦ୍ଧି ହେବ ୭୫ ହଜାର ସିଟ୍

ଭୁବନେଶ୍ବର: ଓଡିଶା ସମେତ ବିଭିନ୍ନ ରାଜ୍ୟରେ ବଢିବ ମେଡିକାଲ ସିଟ୍ । ଆଜି ସୁଭଦ୍ରା ଯୋଜନାର ଶୁଭାରମ୍ଭରେ ଏହି ବାର୍ତ୍ତା ଦେଇଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ଏନେଇ ମୋଦି କହିଛନ୍ତି, ପ୍ରଭୁ ଜଗନ୍ନାଥଙ୍କ କୃପାରୁ ପୁଣି ଓଡ଼ିଶା ଆସିବାର ସୌଭାଗ୍ୟ ମିଳିଲା…

ପୂରଣ ହେଲା ଡାକ୍ତରଙ୍କ ଦାବି, ମନୋଜ ବର୍ମା ହେଲେ କୋଲକାତା ପୁଲିସ କମିଶନର

IPS ଅଫିସର ମନୋଜ କୁମାର ବର୍ମା ହୋଇଛନ୍ତି କୋଲକାତାର ନୂଆ ପୁଲିସ କମିଶନର। ଗତକାଲି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏହି ପଦରୁ ବିନୀତ ଗୋଏଲଙ୍କୁ ହଟାଇବା ପରେ IPS ମନୋଜ କୁମାର ବର୍ମାଙ୍କୁ ପୁଲିସ କମିଶନର ପଦରେ ନିଯୁକ୍ତି ଦେଇଛନ୍ତି। 1998…