ଭରତପୁର ଥାନା ମାମଲା, ଦୋଷୀଙ୍କୁ ଦୃଷ୍ଟାନ୍ତମୂଳକ ଦଣ୍ଡବିଧାନ କରାଯିବ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଭରତପୁର ଥାନାରେ ସେନା ଅଧିକାରୀ ଗୁରୁବଂଶ ସିଂ ଓ ବାନ୍ଧବୀଙ୍କୁ ମାଡ଼ ମାରିବା ଘଟଣାରେ ପ୍ରତିକ୍ରିୟା ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏହି ଘଟଣାକୁ ନେଇ ସରକାର ସଚେତନ ଅଛନ୍ତି, ଖୁବ ଶୀଘ୍ର ଦୃଢ଼…

ଆଇଟି ଆଇନରେ ସଂଶୋଧନକୁ ଖାରଜ କଲେ କୋର୍ଟ

କେନ୍ଦ୍ରରେ କ୍ଷମତାସୀନ ମୋଦି ସରକାରଙ୍କୁ ଲାଗିଛି ବଡ଼ ଝଟକା। ସୂଚନା ପ୍ରଯୁକ୍ତି ଆଇନ ବା ଆଇଟି ଆକ୍ଟରେ ୨୦୨୩ରେ କେନ୍ଦ୍ର ସରକାର କରିଥିବା ସଂ‌ଶୋଧନକୁ ଆଜି ବମ୍ବେ ହାଇକୋର୍ଟ ଅଗ୍ରାହ୍ୟ କରି ଦେଇଛନ୍ତି। ଆଇଟି ଆକ୍ଟରେ ସଂଶୋଧନ କରି କେନ୍ଦ୍ର ସରକାର ନିଜ…

ଭରତପୁର ଥାନା ଘଟଣା: ହାଇକୋର୍ଟଙ୍କ ହସ୍ତକ୍ଷେପ ଲୋଡିଲେ ସେନା କମାଣ୍ଡର

ଭୁବନେଶ୍ବର: ଭରତପୁର ଥାନାରେ ସେନା ଅଧିକାରୀ ଗୁରୁବଂଶ ସିଂ ଓ ବାନ୍ଧବୀଙ୍କୁ ମହଶ ମାରିବା ଘଟଣା ଏବେ ତେଜିବାରେ ଲାଗିଛି । ପୋଲିସର କାର୍ଯ୍ୟ ନେଇ ଏବେ ଉଠିଛି ବଡ ପ୍ରଶ୍ନ । ସୁରକ୍ଷା ଦେଉଥିବା ଲୋକ ଯଦି ଏପରି କରିବ…

ଭିଣୋଇ ଘରେ ଭିଜିଲାନ୍ସ ଚଢ଼ାଉ, ଶଳାଙ୍କ ଘରୁ ମିଳିଲା ନଗଦ ୪୬ ଲକ୍ଷ

ବାଲେଶ୍ୱର ରୁରାଲ୍‌ ୱାର୍କସ ସର୍କଲ ଙ୍କ ଘରେ ଆଜି ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇ ବିପୁଳ ସଂପତ୍ତି ଠାବ କରାଯାଇଛି। ତା’ ମଧ୍ୟରେ ରହିଛି ୨ଟି କୋଠା, ଗୋଟିଏ ଫ୍ଲାଟ ଓ ୪ଟି ପ୍ଳଟ୍‌। ସେହିପରି ତାଙ୍କର ଦୁଇଟି ବେନାମୀ ଫ୍ଲାଟ…

ବିଚାରପତି ଚୟନ ପ୍ରସଙ୍ଗରେ କେନ୍ଦ୍ରକୁ ଟାର୍ଗେଟ କଲେ ସୁପ୍ରିମକୋର୍ଟ

କଲେଜିୟମ ଗୋଟିଏ ସର୍ଚ୍ଚ କମିଟି ନୁହେଁ। ଏମିତି କିଛି କହି ଆଜି ବିଚାରପତି ଚୟନ ପ୍ରସଙ୍ଗରେ କେନ୍ଦ୍ର ଉପରେ ଅସନ୍ତୋଷ ଝାଡ଼ିଛନ୍ତି ସୁପ୍ରିମକୋର୍ଟ। ଏଥିସହ କଲେଜିୟମ ବିଭିନ୍ନ ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ଦେବାକୁ ସରକାରଙ୍କ ପାଖକୁ ପୁନଃ ପଠାଇଥିବା ନାଁ…

ଦଶାହ ଭୋଜି ଖାଇ ଦୁଇ ମୃତ, ୩୦ରୁ ଉର୍ଦ୍ଧ୍ବ ମେଡିକାଲରେ ଭର୍ତ୍ତି

ମୟୂରଭଞ୍ଜ: ମୟୂରଭଞ୍ଜ ଜିଲ୍ଲା ବଡ଼ସାହି ଥାନା ଗୁଡିଆଲବନ୍ଧ ପଞ୍ଚାୟତ ଆଲବନ୍ଧ ଗ୍ରାମ ବାଥୁଡ଼ିସାହିରେ ହଇଜା ଆତଙ୍କ । ହଇଜାରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ, ୩୦ରୁ ଅଧିକ ଆକ୍ରାନ୍ତ ହୋଇଛନ୍ତି । ସମସ୍ତଙ୍କୁ ବାରିପଦା ପିଆରଏମ୍‌ ମେଡିକାଲରେ ଭର୍ତ୍ତି କରାଯାଇଛି ।…

ସଂପୃକ୍ତ ଆଇଆଇସିଙ୍କ ବିରୋଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ହେଉ: ବିଜୟ ପଟ୍ଟନାୟକ

ଭୁବନେଶ୍ବର: ଭରତପୁର ଥାନାରେ ଆର୍ମି ମେଜର ଗୁରୁବଂଶ ସିଂ ଓ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କୁ ହୋଇଥିବା ନିର୍ଯାତନା ଘଟଣାକୁ ନେଇ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ। ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ସେ କହିଛନ୍ତି,…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ

ଲଗାଣ ବର୍ଷା ଯୋଗୁ ଏବେ ପଶ୍ଚିମବଙ୍ଗର କିଛି ଅଞ୍ଚଳରେ ଭୟଙ୍କର ବନ୍ୟା ସ୍ଥିତି ସୃଷ୍ଟି ହୋଇଛି। ଲକ୍ଷଲକ୍ଷ ଲୋକ ଏଥିଯୋଗୁ ହନ୍ତସନ୍ତ ହେଉଛନ୍ତି। ଏସବୁ ଭିତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ସେ ବନ୍ୟା ପାଇଁ କେନ୍ଦ୍ର…

ତିରୁପତି ମନ୍ଦିର ଲଡ଼ୁରେ ମାଛ ତେଲ ଓ ଗୋ-ଚର୍ବି; ରିପୋର୍ଟ ମାଗିଲା କେନ୍ଦ୍ର

ତିରୁପତି ମନ୍ଦିର ଲଡ଼ୁରେ ପଶୁ ଚର୍ବି ଏବଂ ମାଛ ତେଲ ମିଶ୍ରଣ ଘଟଣାର ରିପୋର୍ଟ ମାଗିଛି କେନ୍ଦ୍ର। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁଙ୍କୁ ସମ୍ପୂର୍ଣ୍ଣ ରିପୋର୍ଟ ଦେବାକୁ କହିଛନ୍ତି। ସେପଟେ ଖାଦ୍ୟ ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ପୁଙ୍ଖାନୁପୁଙ୍ଖ…

ସେନା ଅଧିକାରୀଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଘଟଣା: ଥାନାରେ ମହିଳା କମିଶନଙ୍କ ପଚରାଉଚରା

ଭୁବନେଶ୍ବର: ଭରତପୁର ଥାନାରେ ସେନା ଅଧିକାରୀ ଗୁରୁବଂଶ ସିଂ ଓ ବାନ୍ଧବୀଙ୍କୁ ଉପରେ ହୋଇଥିବା ନିର୍ଯାତନା ଘଟଣାକୁ ନେଇ ନିଜ ଆଡୁ ମାମଲା ରୁଜ୍ଜୁ କରି ଏନେଇ ତଦନ୍ତ ଆରମ୍ଭ କରିଛି ମହିଳା କମିଶନର । ଏନେଇ ଭରତପୁର ଥାନାରେ ମହିଳା…