ଭାରତରେ ଚିହ୍ନଟ ହେଲା ଏମପକ୍ସ କ୍ଲେଡ୍-୧ର ପ୍ରଥମ ମାମଲା

ନୂଆଦିଲ୍ଲୀ: ଭାରତରେ ଏମପକ୍ସ କ୍ଲେଡ୍-୧ର ପ୍ରଥମ ମାମଲା ସାମ୍ନାକୁ ଆସିଛି। ଗତ ସପ୍ତାହରେ କେରଳର ମଲ୍ଲାପୁରମରେ ଏହି ସଂକ୍ରମଣ ଚିହ୍ନଟ ହୋଇଛି। ସଂକ୍ରମିତ ବ୍ୟକ୍ତିଙ୍କ ବୟସ ୩୮ ବର୍ଷ ଏବଂ ସେ ୟୁନାଇଟେଡ୍ ଆରବ ଏମିରେଟ୍ସ (ୟୁଏଇ)ରୁ ଘରକୁ ଫେରିଥିଲେ। ଏହି…

୨୦ ଦିନ ପରେ ମିଳିଲା ଯୁବକଙ୍କ ମୃତଦେହ

ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ମହାନଦୀ ସେତୁ ଉପରୁ ଚପଲ ବାଇକ୍ ଉଦ୍ଧାର ଘଟଣା । ୨୦ ଦିନ ପରେ ମିଳିଲା ଯୁବକଙ୍କ ମୃତଦେହ । ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଥାନା ଭୁଦୋବର ନିକଟସ୍ଥ ମହାନଦୀ କୂଳରେ ଏକ ମୃତ ଦେହ ଭାସୁଥିବା ଦେଖି…

କଙ୍ଗନାଙ୍କୁ କଂଗ୍ରେସର ଚେତାବାନୀ: ସୋନିଆ ଗାନ୍ଧିଙ୍କୁ କ୍ଷମା ମାଗ

ବିଜେପି ସାଂସଦ କଙ୍ଗନା ରାଣାୱତଙ୍କୁ କଡ଼ା ଚେତାବନୀ ଦେଇଛି କଂଗ୍ରେସ। ହିମାଚଳ ପ୍ରଦେଶର କ୍ଷମତାସୀନ କଂଗ୍ରେସ ସରକାର ବେଆଇନ ଭାବେ ବିପର୍ଯ୍ୟୟ ପରିଚାଳନା ପାଇଁ ଆସୁଥିବା ପାଣ୍ଠିକୁ ସୋନିଆ ଗାନ୍ଧିଙ୍କ ପାଖକୁ ପଠାଉଥିବା କଙ୍ଗନା ଅଭିଯୋଗ କରିଥିଲେ। ଏହା ଉପରେ ହିମାଚଳର…

କ୍ଷୀରରେ ଅପମିଶ୍ରଣ ଅଭିଯୋଗ, କମ୍ପାନୀ ପରିସରରେ ଚାଲିଛି ଯାଞ୍ଚ

କଟକ : ସାଲେପୁର ଆତୋଡା ମହାନଦୀ ପଠାରେ ଥିବା ରୋହିଣୀ କ୍ଷୀର କମ୍ପାନୀରେ ଅପମିଶ୍ରଣ ହେଉଥିବା ସୂଚନା । ଜଗତପୁର ପୋଲିସ ଓ ଫୁଡ୍ ବିଭାଗ ପକ୍ଷରୁ ଚଢାଉ । ବରିଷ୍ଠ ଅଧିକାରୀ ମାନଙ୍କ ପକ୍ଷରୁ କମ୍ପାନୀ ପରିସରରେ ବିଭିନ୍ନ ଦିଗକୁ ନେଇ…

ଜିଲ୍ଲା ବୁଲିଲା ବେଳେ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଏଣିକି ଜିଲ୍ଲା ଜିଲ୍ଲା ଯାଇ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲା ଗସ୍ତ ବେଳେ ତିଆରି ହେବ ସ୍ବତନ୍ତ୍ର ଅଭିଯୋଗ ପ୍ରକୋଷ୍ଠ କ୍ୟାମ୍ପ । ଏନେଇ ସୂଚନା ଦେଇଛନ୍ତି, ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ । ମନ୍ତ୍ରୀ…

କେନ୍ଦ୍ର ସରକାର ଜମ୍ମୁ-କଶ୍ମୀର ଲୋକଙ୍କ ଠାରୁ ଗଣତାନ୍ତ୍ରିକ ଅଧିକାର ଛଡ଼ାଇ ନେଇଛନ୍ତି: ରାହୁଲ

ଲୋକସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସ ସାଂସଦ ରାହୁଲ ଗାନ୍ଧି ସୋମବାର ପୁଣିଥରେ ଜମ୍ମୁ-କଶ୍ମୀର ପାଇଁ ପୂର୍ଣ୍ଣ ରାଜ୍ୟ ମାନ୍ୟତା ଦାବି ଦୋହରାଇଛନ୍ତି। ଏଥିସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ କେନ୍ଦ୍ର ସରକାର ଜମ୍ମୁ-କଶ୍ମୀରର ଲୋକଙ୍କ ଠାରୁ ସେମାନଙ୍କର ଗଣତାନ୍ତ୍ରିକ ଅଧିକାର…

ଭରତପୁର ଥାନାରେ ସିସିଟିଭି ନ ଥିବାରୁ ଉଦବେଗ ପ୍ରକାଶ କରିଛନ୍ତି ହାଇକୋର୍ଟ

 ଭୁବନେଶ୍ବର : ହାଇକୋର୍ଟରେ ବହୁ ଚର୍ଚ୍ଚିତ ଭରତପୁର ଥାନା ମାମଲା ।  ସିସିଟିଭି ନ ଥିବାରୁ ହାଇକୋର୍ଟଙ୍କ ଉଦବେଗ ।  ଥାନାରେ ସିସିଟିଭି ନ ଥିବାରୁ ଉଦବେଗ ପ୍ରକାଶ କରିଛନ୍ତି ହାଇକୋର୍ଟ । ଘଟଣା ନେଇ ବରିଷ୍ଠ IPS ଦୟାଲ ଗଙ୍ଗୱାରଙ୍କୁ ରିପୋର୍ଟ…

ICMRର ଚିନ୍ତାଜନକ ରିପୋର୍ଟ: UTI, ଟାଇଫଏଡ ଓ ନିମୋନିଆ ଉପରେ କାମ କରୁନି ଆଣ୍ଟିବାୟୋଟିକ

ୟୁରିନାରୀ ଟ୍ରାକ୍ଟ ଇନଫେକ୍ସ (UTI), ବ୍ଲଡ୍ ଇନଫେକ୍ସନ, ନିମୋନିଆ ଏବଂ ଟାଇଫଏଡ ଭଳି ରୋଗ ଉପରେ ସାଧାରଣ ପ୍ରକାର ଆଣ୍ଟିବାୟୋଟିକ୍ କାମ୍ କରୁନାହିଁ। ଏକଥା ଆମେ କହୁନୁ, ଭାରତର ମେଡିକାଲ ଗବେଷଣା ସଂସ୍ଥା ଆଇସିଏମଆରର ସଦ୍ୟତମ ରିପୋର୍ଟରେ ଏହା ପ୍ରକାଶ ପାଇଛି। ଇଣ୍ଡିଆନ୍ କାଉନସିଲ୍…

ଚର୍ଚ୍ଚିତ ଭରତପୁର ଥାନାରେ ନୂଆ ଆଇଆଇସିଙ୍କ ପୂଜାପାଠ

ଭୁବନେଶ୍ବର: ମେଜର ଓ ବାନ୍ଧବୀଙ୍କୁ ନିର୍ଯାତନା ମାମଲା ପରେ ବର୍ତ୍ତମାନ ଚର୍ଚ୍ଚାରେ ରହିଛି ରାଜଧାନୀର ଭରତପୁର ଥାନା । ଆଜି ଥାନାରେ ହୋମ-ଯଜ୍ଞ ସହ ପୂଜାପାଠ କରିଛନ୍ତି ନୂଆ ଆଇଆଇସି ଭାବେ ଯୋଗ ଦେଇଥିବା ଦୀପକ ଖଣ୍ଡାୟତ ରାୟ । ପୂଜାପାଠ…

୫୦ଜଣ ଯାତ୍ରୀଙ୍କ ସହିତ ୩୦ ଫୁଟ ଗଭୀର ଖାଇକୁ ଖସିଲା ବସ୍

ଅମରାବତୀ: ମହାରାଷ୍ଟ୍ରର ଅମରାବତୀରେ ଏକ ବଡ଼ ଦୁର୍ଘଟଣା ଘଟିଛି। ସୋମବାର ଯାତ୍ରୀଙ୍କୁ ନେଇ ଯାଉଥିବା ଏକ ବସ୍ ୩୦ଫୁଟ ଗଭୀର ଖାଇକୁ ଖସିପଡିଛି। ଏହି ଦୁର୍ଘଟଣା ଅମରାବତୀ ନିକଟ ମେଲଘାଟ ଅଞ୍ଚଳ ନିକଟରେ ଘଟିଛି। ଦୁର୍ଘଟଣା ସମୟରେ ବସ୍‌ରେ ୫୦ ଜଣ…