ଏଥର ଦୁର୍ଗାପୂଜା ହେବ ଡିଜେ, ଆଲକହଲ ଓ ପ୍ଲାଷ୍ଟିକ ମୁକ୍ତ

ଭୁବନେଶ୍ୱର: ଚଳିତ ଥର ଦୁର୍ଗାପୂଜାରେ ବିସର୍ଜନ ସମୟରେ କୌଣସି ଡିଜେ ସଙ୍ଗୀତ ବଜାଯିବ ନାହିଁ ବୋଲି ଟ୍ୱିନ୍ ସିଟି ପୋଲିସ କମିଶନର ସଞ୍ଜୀବ ପଣ୍ଡା ମଙ୍ଗଳବାର ସୂଚନା ଦେଇଛନ୍ତି। ସେ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ “କୌଣସି ଡିଜେ ମ୍ୟୁଜିକ୍…

ଓଡ଼ିଶାରେ ଇଭି ପ୍ରକଳ୍ପରୁ ଓହରିବନି ଜେଏସଡବ୍ଲ୍ୟୁ

ଓଡ଼ିଶାରେ ପ୍ରସ୍ତାବିତ ୪୦ ହଜାର କୋଟି ଟଙ୍କାର ବିଦ୍ୟୁତଚାଳିତ ଯାନ(ଇଭି) ନିର୍ମାଣ ପ୍ରକଳ୍ପ ଓ ବ୍ୟାଟେରିଂ ମାନ୍ୟୁଫାକଚରିଂ ପ୍ରକଳ୍ପରୁ ଓହରିବ ନାହିଁ ବୋଲି ଜେଏସଡବ୍ଲ୍ୟୁ ସ୍ପଷ୍ଟ କରିଛି । ସେପଟେ ଜେଏସଡବ୍ଲ୍ୟୁର ଇଭି ପ୍ରକଳ୍ପ ମହାରାଷ୍ଟ୍ରକୁ ସ୍ଥାନାନ୍ତରକୁ ନେଇ ଗଣମାଧ୍ୟମରେ ଚର୍ଚ୍ଚା…

୫ କ୍ବିଣ୍ଟାଲରୁ ଉର୍ଦ୍ଧ୍ବ ଗଞ୍ଜେଇ ଜବତ, ୨ ଗିରଫ

ଗୁଣୁପୁର: ରାୟଗଡା ଜିଲ୍ଲା ଗୁଣୁପୁରର ଗାନ୍ଧୀ ଯାନ୍ତ୍ରିକ ବିଶ୍ୱ ବିଦ୍ୟାଳୟ ନିକଟ ଖର୍ଲିଂଗ ଠାରେ ୫ କ୍ବିଣ୍ଟାଲରୁ ଉର୍ଦ୍ଧ୍ବ ଗଞ୍ଜେଇ ଜବତ ହୋଇଛି । ଏକ ବୋଲେରୋ ଗୁଣୁପୁରରୁ ଆନ୍ଧ୍ର ଦେଇଯାଉଥିବା ସମୟରେ ପୋଲିସ ସନ୍ଦେହରେ ଅଟକ ରଖି ଗାଡିରୁ ୧୫ଟି…

ଗତବର୍ଷ ୧୬ ହଜାରରୁ ଅଧିକ ଜୀବନ୍ତ ବ୍ୟକ୍ତି ଦାନ କରିଛନ୍ତି ଅଙ୍ଗ

2023ରେ ଭାରତରେ 16 ହଜାର 542 ଜୀବନ୍ତ ବ୍ୟକ୍ତି ଅଙ୍ଗ ଦାନ କରିଛନ୍ତି। ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଜାରି କରାଯାଇଥିବା ରିପୋର୍ଟରୁ ଏହା ଜଣାପଡିଛି। ରିପୋର୍ଟ ଅନୁସାରେ, ଅଙ୍ଗଦାତାଙ୍କ ମଧ୍ୟରେ ସର୍ବାଧିକ ମହିଳା ଅଙ୍ଗଦାତା ଅଛନ୍ତି। ଜୀବନ୍ତ ଅଙ୍ଗଦାତାର ଅର୍ଥ…

ଆଜିଠୁ ଶ୍ରୀମନ୍ଦିରରେ ସହସ୍ରାକୁମ୍ଭାଭିଷେକ ଓ ଷୋଡଶ ଦିନାତ୍ମକ ପୂଜା ଆରମ୍ଭ

ପୁରୀ: ଶାରଦୀୟ ପାର୍ବଣରେ ଶ୍ରୀମନ୍ଦିରରେ ବିମଳା ମନ୍ଦିରରେ ଆରମ୍ଭ ହୋଇଛି ସହସ୍ରାକୁମ୍ଭାଭିଷେକ ଓ ଷୋଡଶ ଦିନାତ୍ମକ ପୂଜା । ମୂଳାଷ୍ଟମୀ ଠାରୁ ଏହି ପୂଜା ଆରମ୍ଭ ହୋଇଥିବା ବେଳେ ଆଶ୍ଵିନ ଶୁକ୍ଳ ନବମୀ ପର୍ଯ୍ୟନ୍ତ ଚାଲୁ ରହିବ । ତେବେ ଚଳିତ…

ଦଶମ ଶ୍ରେଣୀ ଷାଣ୍ମାସିକ ପରୀକ୍ଷାକୁ ନେଇ ଦ୍ୱନ୍ଦ୍ୱ ଦୂର କଲା ବୋର୍ଡ

ଦଶମ ଶ୍ରେଣୀ ଷାଣ୍ମାସିକ ପରୀକ୍ଷାକୁ ନେଇ ଦ୍ୱନ୍ଦ୍ୱ ଦୂର କଲା ମାଧ୍ୟମିକ ଶିକ୍ଷା ପରିଷଦ (BSE)। ଷାଣ୍ମାସିକ ପରୀକ୍ଷା କରିବାକୁ ସବୁ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଚିଠି ଲେଖିଲା ବୋର୍ଡ। ତେବେ ଗତ ବର୍ଷ ଭଳି ଏଥର ପ୍ରଶ୍ନପତ୍ର ବୋର୍ଡ ଯୋଗାଇବ ନାହିଁ।…

ୱାର୍ଲ୍ଡ ସ୍କିଲ କମ୍ପିଟିସନର ପ୍ରତିଯୋଗୀମାନଙ୍କୁ ସମ୍ବର୍ଦ୍ଧନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ଲୋକସେବା ଭବନରେ ୱାର୍ଲ୍ଡ ସ୍କିଲ କମ୍ପିଟିସନର ପ୍ରତିଯୋଗୀମାନଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ବିଶ୍ୱସ୍ତରୀୟ ପ୍ରତିଯୋଗିତାରେ ବ୍ରୋଞ୍ଜ ପଦକ ପାଇଥିବା ଅମରେଶ ସାହୁଙ୍କୁ ମୁଖ୍ୟମନ୍ତ୍ରୀ ୨୫ ଲକ୍ଷ ଟଙ୍କା ପୁରସ୍କାର ଦେଇଥିଲେ ଏବଂ…

ହରିୟାଣା ନିର୍ବାଚନ:​ ଶାହାରୁଖଙ୍କ ‘ଡଙ୍କି’କୁ ପ୍ରସଙ୍ଗ କଲେ ରାହୁଲ

ନୂଆଦିଲ୍ଲୀ: ଲୋକସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ହରିୟାଣା ନିର୍ବାଚନରେ ​​ଶାହାରୁଖ ଖାନଙ୍କ ଫିଲ୍ମ ‘ଡଙ୍କି’କୁ ଏକ ପ୍ରସଙ୍ଗ କରିଛନ୍ତି। ଏହି ପ୍ରସଙ୍ଗରେ କଂଗ୍ରେସ ନେତା ବିଜେପିକୁ ଟାର୍ଗେଟ କରିଛନ୍ତି। ମଙ୍ଗଳବାର ରାହୁଲ ଗାନ୍ଧୀ ହରିୟାଣାର ବେକାରୀ ସମସ୍ୟା ସମ୍ପର୍କରେ…

ଲଘୁଚାପ: ୨୭ ସକାଳ ଯାଏଁ ୟେଲୋ ୱାର୍ଣ୍ଣିଂ, ପ୍ରବଳ ବର୍ଷିବ

ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ। ଏହା ପ୍ରଭାବରେ ୨୭ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଲଘୁଚାପ ପ୍ରଭାବରେ ଆସନ୍ତାକାଲି ସକାଳ ସାଢ଼େ…

ତିରୁପତି ମନ୍ଦିର ବିବାଦ ନେଇ ଶ୍ରୀମନ୍ଦିରରେ ଛନକା: ଯାଞ୍ଚ ହେବ ଘିଅ !

ପୁରୀ:  ତିରୁପତି ଶ୍ରୀ ଭେଙ୍କଟେଶ୍ବର ମନ୍ଦିରରେ ଯେଉଁ ବିବାଦ ଦେଖାଦେଇଛି ତାହା ଏବେ ପୁରା ଦେଶରେ ହଇଚଇ ସୃଷ୍ଟି କରିଛି । ଭକ୍ତଙ୍କ ଆବେଗକୁ ମଧ୍ୟ ଠେସ୍ ପହଞ୍ଚିଛି । ସେପଟେ ଏହାର ପ୍ରଭାବ ମଧ୍ୟ ଦେଶର ସମସ୍ତ ମନ୍ଦିରରେ ଦେଖାଦେଲାଣି…