ଲାଲୁଙ୍କ ପରି କପଟୀ ଦେଶରେ ଆଉ କେହି ନାହାନ୍ତି: ଲଲନ

ନୂଆଦିଲ୍ଲୀ: କେନ୍ଦ୍ର ମନ୍ତ୍ରୀ ଲଲନ ସିଂ ପୁଣି ଥରେ ଲାଲୁ ଯାଦବ ଏବଂ ତେଜସ୍ୱୀ ଯାଦବଙ୍କ ଉପରେ ନିଜର କ୍ରୋଧ ପ୍ରକାଶ କରିଛନ୍ତି। ରବିବାର ପାଟନାରେ କେନ୍ଦ୍ର ମନ୍ତ୍ରୀ ତାଙ୍କ ବିବୃତ୍ତିରେ କହିଛନ୍ତି ଯେ ଏହି ଦେଶରେ ଲାଲୁ ଯାଦବଙ୍କଠାରୁ ବଡ଼…

୨୦ ଲକ୍ଷ ଲୋକଙ୍କୁ ୬ ମାସ ଭିତରେ ମିଳିବ ଘର

ବାଲେଶ୍ବର: ୬ ମାସ ଭିତରେ ୨୦ ଲକ୍ଷ ଲୋକଙ୍କୁ ଘର ଦିଆଯିବ । ବାଲେଶ୍ବର ସୋରରେ ବାତ୍ୟା ପରର ସ୍ଥିତି ସମୀକ୍ଷା କରିବା ପରେ ଏଭଳି ମନ୍ତବ୍ୟ ରଖିଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାୟକ । ତେବେ ବାତ୍ୟାରେ ଯେଉଁମାନଙ୍କ…

ତୃତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କଲା ଅଜିତ ପାୱାରଙ୍କ NCP

ବିଧାନସଭା ନିର୍ବାଚନ ପାଇଁ ତୃତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି ଅଜିତ ପାୱାରଙ୍କ ନେତୃତ୍ୱାଧୀନ ନ୍ୟାସନାଲିଷ୍ଟ କଂଗ୍ରେସ ପାର୍ଟି (NCP)। ଆଜି ତୃତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ଚାରି ଜଣଙ୍କୁ ମିଳିଛି ଟିକେଟ୍। ଏହି ତାଲିକା ସହ ଏନସିପି ୪୯…

ବିପଦ ସଂକେତ ଡେଇଁଲା କାଂଶବାଂଶ: ପାଣି ଘେରରେ ୫ ଗାଁ

ସୋର: ଟଳିଯାଇଛି ବାତ୍ୟା । ହେଲେ ବାତ୍ୟା ପ୍ରଭାବରେ ଲଗାଣ ବର୍ଷା ଏବେ ଦୁଃଖ ବଢାଉଛି । ତୁହାକୁ ତୁହା ବର୍ଷା ଏବେ ପ୍ରମୁଖ ନଦୀରେ ବନ୍ୟା ଆଶଙ୍କା ସୃଷ୍ଟି କରିଥିବା ବେଳେ ବିପଦ ସଙ୍କେତ ଟିପିଛି ବାଲେଶ୍ବର ଜିଲ୍ଲାର କାଂଶବାଂଶ…

ଟିକେଟ୍‌ ନମିଳିବାରୁ ନବାବ ନାରାଜ, ନିର୍ବାଚନ ଲଢ଼ିବାକୁ ଜିଦ୍‌

ବାଜି ସାରିଲାଣି ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ବିଗୁଲ। ଆଉ ମାତ୍ର ଦିନ କେଇଟା ପରେ ପଡ଼ିବ ଭୋଟ। ନିର୍ବାଚନ ତାରିଖ ଯେତେ ପାଖେଇ ଆସୁଛି ରାଜନୈତିକ ଦଳମାନଙ୍କର ସେତେ ହାର୍ଟବିଟ୍‌ ବଢ଼ି ଚାଲିଛି। ମହାରାଷ୍ଟ୍ର ଦଖଲ କରିବାକୁ ଲାଗିପଡିଛନ୍ତି ସମସ୍ତେ। ତେବେ ନିର୍ବାଚନ…

ଢେଙ୍କାନାଳ ଓ ଅନୁଗୁଳରେ ଲକ୍ଷ୍ମୀପୂଜା ଶେଷ, ମେଲାଣି ନେଉଛନ୍ତି ମା’ ପଦ୍ମାଳୟା

ଢ଼େଙ୍କାନାଳ/ ଅନୁଗୁଳ : ଢ଼େଙ୍କାନାଳ ଲକ୍ଷ୍ମୀପୂଜା ମହୋତ୍ସବ ଶେଷ ହୋଇ ଯାଇଛି । ଆଜି ଭସାଣି । ୧୧ଦିନ ଧରି ପୂଜା ପରେ ଆଜି ମା’ଙ୍କୁ ମେଲାଣି ଦେବେ ଢ଼େଙ୍କାନାଳବାସୀ । ଏଥିପାଇଁ ସମସ୍ତ ପୂଜା ଅନୁଷ୍ଠାନଗୁଡ଼ିକ ତରଫରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି…

ବରୀରେ ଲଜ୍ଜା: ୮ ବର୍ଷର ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ

ଯାଜପୁର: ଯାଜପୁର ବରୀରେ ଲଜ୍ଜା । ୮ ବର୍ଷର କୁନି ଝିଅକୁ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି । ଗତ ୨୩ ତାରିଖରେ ଏଭଳି ଅଭାବନୀୟ ଘଟଣା ଘଟିଥିବା ବେଳେ ଏବେ ପର୍ଯ୍ୟନ୍ତ ପୋଲିସ୍ ଅଭିଯୁକ୍ତଙ୍କୁ ଗିରଫ କରୁନଥିବା ଅଭିଯୋଗ ହୋଇଛି…

ଭାରତୀୟ ଆନିମେସନ ଓ ଗେମିଂକୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା

ଆନିମେସନ ଓ ଗେମିଂ କ୍ଷେତ୍ରରେ କ୍ରାନ୍ତି ଆସିଛି। ଭାରତୀୟ ଆନିମେସନକୁ ପସନ୍ଦ କରାଯାଉଛି। ୨୮ ତାରିଖରେ ବିଶ୍ବ ଆନିମେସନ ଦିବସ ପାଳନ। ୧୧୫ତମ 'ମନ କି ବାତ୍‌' କାର୍ଯ୍ୟକ୍ରମରେ ଆନିମେସନ କ୍ଷେତ୍ରକୁ ପ୍ରଶଂସା କରି ଏପରି କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପ୍ରଧାନମନ୍ତ୍ରୀ ଆହୁରି…

ଦାନା ଉଜାଡିଛି ୨ ଲକ୍ଷ ଏକର ଜମିର ଫସଲ, କ୍ଷୟକ୍ଷତିର ଆକଳନ କରିବ ମିଳିତ ଟିମ: କେଭି ସିଂହଦେଓ

ଭୁବନେଶ୍ୱର : ଦାନା ଉଜାଡିଛି ୨ ଲକ୍ଷ ଏକର ଜମିର ଫସଲ ।  ଭାଙ୍ଗିଛି ଅନେକ ଘର ।  କିଏ କରିବେ କ୍ଷୟକ୍ଷତି ଆକଳନ। କଣ ରହିବ ଆକଳନ ରିପୋର୍ଟ ।  କେମିତି ଯିବ ଟଙ୍କା । ଏ ନେଇ ସୂଚନା…

ବାଘ ନୁହେଁ ବଣଭୂଆଁ, ରାଜଧାନୀରେ ବାଘ ଆତଙ୍କର ହେଲା ପର୍ଦ୍ଦାଫାସ

ଭୁବନେଶ୍ବର: ଭୁବନେଶ୍ବର ବିମାନବନ୍ଦରରେ ନିକଟରେ ବାଘ ବୁଲୁଥିବାର ଯେଉଁ ଗୁଜବ ଉଠିଥିଲା, ସେନେଇ ସ୍ପଷ୍ଟିକରଣ ରଖିଛି ବନବିଭାଗ ଏହା କଲରାପତରିଆ ବାଘ ନୁହେଁ, ବଣଭୂଆଁ ନେଇ ସ୍ପଷ୍ଟ କରିଛି ବନ ବିଭାଗ । ତେବେ ରାତି ତମାମ ଖାନ୍ ତଲାସୀ ବେଳେ…