ଆସନ୍ତାକାଲି ବାତ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ, ଆକାଶମାର୍ଗରୁ କରିବେ ସ୍ଥିତି ଅନୁଧ୍ୟାନ
ଭୁବନେଶ୍ୱର : ବାତ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ । ଆସନ୍ତାକାଲି ବାତ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଆକାଶମାର୍ଗରୁ ବାତ୍ୟାଞ୍ଚଳ ବୁଲି ସ୍ଥିତି ଅନୁଧ୍ୟାନ କରିବେ । ବାତ୍ୟା ଦାନାର ଲ୍ୟାଣ୍ଡଫଲ୍ ପରେ ସମୀକ୍ଷା କରିଥିଲେ ମୁଖ୍ୟମନ୍ତ୍ରୀ ।…
