ବାତ୍ୟା ’ଦାନା’ରେ ବୁଲା ଗାଈଗୋରୁ ଓ ପଶୁଙ୍କ ସୁରକ୍ଷା ପାଇଁ ଜିଲାପାଳଙ୍କ ଗୁରୁତ୍ୱ

ଭୁବନେଶ୍ୱର: ଭାରତୀୟ ପାଣି ପାଗ ବିଭାଗ (ଆଇଏମଡି) ଏବଂ ଓଡ଼ିଶା ସରକାରଙ୍କ ସ୍ବତନ୍ତ୍ର ରିଲିଫ କମିଶନରଙ୍କ ସୂଚନା ମତେ ସମ୍ଭାବ୍ୟ ସାମୁଦ୍ରିକ ବାତ୍ୟା ‘ଦାନା’ର ପ୍ରଭାବରେ ଆସନ୍ତା ୨୩ ତାରିଖରୁ ୨୫ ତାରିଖ ପର୍ଯ୍ୟନ୍ତ ଖୋର୍ଦ୍ଧା ଜିଲା ସମେତ ଓଡ଼ିଶା ଉପକୂଳର…

ବିବାଦ ପରେ ଓଏସଏସଏସସିରେ ନିଯୁକ୍ତି : ଲଳିତ ଦାସ ଅଧ୍ୟକ୍ଷ, ଉଦ୍ଧବ ଓ ସରୋଜ ସଦସ୍ୟ

ଭୁବନେଶ୍ବର : ବିଭିନ୍ନ ପଦବୀ ପାଇଁ ନିଯୁକ୍ତିରେ ଅନିୟମିତତାକୁ ନେଇ ବିବାଦରେ ଥିବା ଓଡ଼ିଶା ସବଅର୍ଡିନେଟ୍ ଷ୍ଟାଫ ସିଲେକ୍ସନ(ଓଏସଏସଏସସି)ରେ ଆଜି ରାଜ୍ୟ ସରକାର ପୂର୍ଣ୍ଣକାଳୀନ ଅଧ୍ୟକ୍ଷ ନିଯୁକ୍ତି କରିଛନ୍ତି । ଓଏସଏସଏସସି ଅଧ୍ୟକ୍ଷ ଭାବେ ଅବସରପ୍ରାପ୍ତ ଓଡ଼ିଆ ଆଇପିଏସ୍ ଲଳିତ ଦାସଙ୍କୁ…

‘ଦାନା’ ପାଇଁ ନଗର ଉନ୍ନୟନ ବିଭାଗର ଏସଓପି: ୧୧ ବରିଷ୍ଠ ଅଫିସରଙ୍କୁ ୩୦ ଜିଲ୍ଲା ଦାୟିତ୍ୱ

ଭୁବନେଶ୍ବର : ଭୟଙ୍କର ରୂପଧାରଣ କରି ସ୍ଥଳଭାଗ ଆଡ଼େ ମୁହାଁଇଥିବା ସାମୁଦ୍ରିକ ଝଡ଼ ‘ଦାନା’ର ମୁକାବିଲା ପାଇଁ ନଗର ଉନ୍ନୟନ ବିଭାଗ ସ୍ୱତନ୍ତ୍ର ପଦକ୍ଷେପ ନେଇଛି। ନିଜର ବିଭାଗୀୟ ୧୧ଜଣ ବରିଷ୍ଠ ଅଫିସରଙ୍କୁ ବିଭିନ୍ନ ଜିଲ୍ଲା ଦାୟିତ୍ୱ ଦେବା ସହ ସବୁ…

ଅସାଧୁ ବ୍ୟବସାୟୀଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ ନିମନ୍ତେ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର: ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ବଙ୍ଗୋପସାଗରରେ ସୃଷ୍ଟ ସମ୍ଭାବ୍ୟ ବାତ୍ୟାକୁ ନେଇ ବିଭିନ୍ନ ପ୍ରସଙ୍ଗରେ ସମୀକ୍ଷା କରିଛନ୍ତି । ରାଜ୍ୟ ଅତିଥି ଭବନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ବିଭାଗୀୟ ଅଧିକାରୀ ଏବଂ…

ବାତ୍ୟା ମୁକାବିଲା: ବିଧାୟକମାନଙ୍କ ସହଯୋଗ ଲୋଡ଼ିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ସମ୍ଭାବ୍ୟ ବାତ୍ୟା ‘ଦାନା’ର ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ସମସ୍ତ ବିଧାୟକମାନଙ୍କର ସହଯୋଗ ଲୋଡ଼ିଛନ୍ତି। ବାତ୍ୟାର ମୁକାବିଲା ପାଇଁ ରାଜ୍ୟ ସରକାର ବ୍ୟାପକ ପ୍ରସ୍ତୁତି ସହ ‘ଜିରୋ କାଜୁଆଲିଟି’ ଉପରେ ଗୁରୁତ୍ୱ ଦେଇଛନ୍ତି। ପ୍ରଶାସନିକସ୍ତରରେ…

ବାତ୍ୟା ମୁକାବିଲା: ୧୦ ଲକ୍ଷ ଲୋକଙ୍କୁ କରାଯିବ ସ୍ଥାନାନ୍ତର, ଭଟିଣ୍ଡାରୁ ଆସିଲେ ୫ଟି ଏନଡିଆରଏଫ ଟିମ୍‌

ଭୁବନେଶ୍ବର : ରାଜ୍ୟରେ ସମ୍ଭାବ୍ୟ ବାତ୍ୟା ‘ଦାନା’ ଭୟଙ୍କର ରୂପ ନେଇ ସ୍ଥଳଭାଗ ଆଡ଼କୁ ମାଡ଼ି ଆସୁଥିବାବେଳେ ରାଜ୍ୟ ସରକାର ଜିରୋ କାଜିଆଲିଟି ଉପରେ ଗୁରୁତ୍ୱ ଦେଇଛନ୍ତି। ବାତ୍ୟାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ୧୦ଲକ୍ଷ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର…

୨୪ ଘଣ୍ଟା ଭିତରେ କଟକ ସହରରୁ ହୋଡିଂ ଓ ବାଉଁଶ ଗେଟ୍‌ ହଟାଅ

କଟକ : ସମ୍ଭାବ୍ୟ ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି କଟକ ସହର ସମସ୍ୟା ସମ୍ପର୍କିତ ମାମଲାରେ ହାଇକୋର୍ଟଙ୍କ ନିର୍ଦ୍ଦେଶ। ସହରରୁ ହୋଡିଂ ଓ ବାଉଁଶ ଗେଟ ୨୪ ଘଣ୍ଟା ଭିତରେ ହଟାଇବାକୁ କଟକ ଡିସିପି, ଜିଲ୍ଲାପାଳ ଓ CMC କମିଶନରଙ୍କୁ ହାଇକୋର୍ଟ…

କଟକ ଏସସିବି ମେଡିକାଲରେ ଦ୍ଵିତୀୟ ଯକୃତ ପ୍ରତିରୋପଣ ସଫଳ

କଟକ : କଟକ ଶ୍ରୀରାମ ଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍ପିଟାଲରେ ଦ୍ଵିତୀୟ ଯକୃତ ପ୍ରତିରୋପଣ ସଫଳ ହୋଇଛି। ଅସ୍ତ୍ରୋପଚାର ସଫଳ ହୋଇଥିବା ମେଡିକାଲ ପକ୍ଷରୁ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ମେଡିକାଲ ଅଧିକ୍ଷକ ଲୁସି ଦାସ। ନୟାଗଡର ମାନସ…

ଜିଲାରୁ ବ୍ଲକସ୍ତର ପର୍ଯ୍ୟନ୍ତ କ୍ରୀଡ଼ା ଭିତ୍ତିଭୂମିକୁ ସୁଦୃଢ କରିବା, ତୃଣମୂଳ ସ୍ତରରେ କ୍ରୀଡ଼ାବିତ୍‌ ମାନଙ୍କର ସାମଗ୍ରିକ ବିକାଶ କରିବା ହିଁ ଆମର ଲକ୍ଷ୍ୟ : ମନ୍ତ୍ରୀ

ଭୁବନେଶ୍ୱର : କ୍ରୀଡା ଓ ଯୁବସେବା ବିଭାଗ ଆନୁକୂଲ୍ୟରେ ଆଜି କଳିଙ୍ଗ ଷ୍ଟାଡିୟମ୍ ସ୍ଥିତ ଟେନିସ୍‌ ସେଣ୍ଟର ଅଡ଼ିଟୋରିୟମ୍ ଠାରେ ଓଡ଼ିଶା କ୍ରୀଡାନୀତି କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। କ୍ରୀଡା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଆଜିର କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ…

ବଡ଼ ଅଫର୍‌, ଗ୍ୟାଙ୍ଗଷ୍ଟର୍‌ ଲରେନ୍ସଙ୍କୁ ଗୁଳି କଲେ ମିଳିବ ୧ କୋଟି

ମୁମ୍ବାଇ : ବଡ଼ ଅଫର୍‌। ଯିଏ ଜେଲ୍‌ରେ ଥିବା ଗ୍ୟାଙ୍ଗଷ୍ଟର ଲରେନ୍ସ ବିଷ୍ଣୋଇଙ୍କୁ ଏନ୍‌କାଉଣ୍ଟର କରିବ ତାକୁ ମିଳିବ କୋଟିଏ ଟଙ୍କା। ଏଭଳି କିଛି ପୁରସ୍କାର ରାଶି ଘୋଷଣା କରିଛନ୍ତି ଗୁଜରାଟ କ୍ଷେତ୍ରୀୟ କରଣୀ ସେନାର ରାଷ୍ଟ୍ରୀୟ ଅଧ୍ୟକ୍ଷ। ଏନ୍‌ସିପି ନେତା…