ଆତଙ୍କବାଦୀ ପନ୍ନୁର ଚେତାବନୀ; ଏୟାର ଇଣ୍ଡିଆ ବିମାନରେ ଯାତ୍ରା କରନି
ଲଗାତାର କିଛି ଦିନ ହେବ ଭାରତୀୟ ବିମାନକୁ ବୋମା ଧମକ ମିଳୁ ଥିବାବେଳେ ଖଲିସ୍ତାନୀ ଆତଙ୍କବାଦୀ ଗୁରପତୱନ୍ତ ସିଂହ ପନ୍ନୁ ଆଉ ଏକ ଚେତାବନୀ ଦେଇଛି। ନଭେମ୍ବର ୧-୧୯ ଯାଏ ଏୟାର ଇଣ୍ଡିଆ ବିମାନରେ ଯାତ୍ରା ନ କରିବାକୁ ଧମକ ଦେଇଛି ପନ୍ନୁ। ଶିଖ୍ ହତ୍ୟାକାଣ୍ଡକୁ…
