୩ଟି ଆଫ୍ରିକୀୟ ରାଷ୍ଟ୍ର ଗସ୍ତ ଶେଷରେ ଆଜି ନୂଆଦିଲ୍ଲୀ ଅଭିମୁଖେ ଯାତ୍ରା କରିବେ ରାଷ୍ଟ୍ରପତି

ନୂଆଦିଲ୍ଲୀ : ମାଲୱି ଗସ୍ତରେ ଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଲଜେରିଆ, ମୌରିଟାନିଆ ଓ ମାଲୱି ଗସ୍ତ ଶେଷ ହେବା ପରେ ଆଜି ନୂଆଦିଲ୍ଲୀ ଅଭିମୁଖେ ଯାତ୍ରା କରିବେ। ସୂଚନା ଅନୁଯାୟୀ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ତିନି ଆଫ୍ରିକୀୟ ଦେଶ ଗସ୍ତ…

ଡ୍ରୋନ ଆକ୍ରମଣ ପରେ କହିଲେ ନେତନ୍ୟାହୁ – ଆମେ ଜିତିବୁ ଯୁଦ୍ଧ

ନୂଆଦିଲ୍ଲୀ : ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତନ୍ୟାହୁ ପ୍ରତିଶ୍ରୁତି ଦେଇଛନ୍ତି ଯେ ତାଙ୍କ ଦେଶ ଏହି ଯୁଦ୍ଧ ଜିତିବାକୁ ଯାଉଛି। ସାମାଜିକ ଗଣମାଧ୍ୟମରେ ଜାରି ଏକ ଭିଡିଓ ବାର୍ତ୍ତାରେ ସେ ହମାସର ୟାହ୍ୟା ସିନ୍ୱାରଙ୍କୁ କହିଛନ୍ତି, ସିନ୍ୱାର ହେଉଛନ୍ତି ଆତଙ୍କବାଦୀ କାର୍ଯ୍ୟ…

‘ମୋ’ ପୁଅ କ୍ଷମା ମାଗିବନି, ସେ ଜୀବନରେ ଅସରପା ବି ମାରିନି’

ମୁମ୍ବାଇ : ମହାରାଷ୍ଟ୍ରର ବରିଷ୍ଠ ରାଜନେତା ବାବା ସିଦ୍ଦିକିଙ୍କୁ ହତ୍ୟା କରାଯିବା ପରେ ବଲିଉଡ଼ର ଭାଇଜାନ ସଲମାନ ଖାନଙ୍କ ଜୀବନ ପ୍ରତି ବିପଦ ବଢ଼ିଛି। ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ ପକ୍ଷରୁ ସଲମାନଙ୍କୁ ଜୀବନରୁ ମାରିଦେବାକୁ ବାରମ୍ବାର ଧମକ ମିଳିଛୁ। ଏପରି ସମୟରେ…

ଟାର୍ଗେଟ୍‌ରେ ବାବା ସିଦ୍ଦିକିଙ୍କ ପୁଅ, ଅଭିଯୁକ୍ତଙ୍କ ଫୋନ୍‌ରୁ ମିଳିଲା ଫଟୋ

ନୂଆଦିଲ୍ଲୀ :ବାବା ସିଦ୍ଦିକିଙ୍କ ପରେ ଏବେ ଟାର୍ଗେଟ୍‌ରେ ଜିସାନ ସିଦ୍ଦିକି। ହିଟ୍‌ ଲିଷ୍ଟରେ ରହିଛି ତାଙ୍କର ନାଁ। ତାଙ୍କୁ ମଧ୍ୟ ହତ୍ୟା କରିବାକୁ ହୋଇଥିଲା ଷଡ଼ଯନ୍ତ୍ର। ଏନ୍‌ସିପି ନେତା ବାବା ସିଦ୍ଦିକିଙ୍କ ହତ୍ୟାକାଣ୍ଡ ମାମଲାରେ ଏଭଳି କିଛି ନୂଆ ଖୁଲାସା ହୋଇଛି।…

ବିଷ ବଳୟରେ ଦିଲ୍ଲୀ, ଦୀପାବଳି ପୂର୍ବରୁ ଡ଼ରାଇଲାଣି ପ୍ରଦୂଷଣ

ନୂଆଦିଲ୍ଲୀ : ବିଷ ବଳୟରେ ରାଜଧାନୀ ଦିଲ୍ଲୀ। ଦୀପାବଳି ପୂର୍ବରୁ ଡରାଇଲାଣି ପ୍ରଦୂଷଣ। ବିଷାକ୍ତ ହୋଇଗଲାଣି ବାୟୁ। ଚାରିଆଡେ ଢ଼ାଙ୍କି ହୋଇଗଲାଣି ଧୂଆଁର ମୋଟା ଚାଦର। ଆଖି ଜଳିବା ସହ ହେଲାଣି ଗଳାରେ ଯନ୍ତ୍ରଣା। ଶନିବାର ସକାଳୁ ସକାଳୁ ଦିଲ୍ଲୀ ଓ…

ନିର୍ବାଚନ ପୂର୍ବରୁ ଝାରଖଣ୍ଡ ଡିଜିପିଙ୍କ ବଦଳି ପାଇଁ ନିର୍ଦ୍ଦେଶ

ରାଞ୍ଚି : ବିଧାନସଭା ନିର୍ବାଚନ ପୂର୍ବରୁ ଝାରଖଣ୍ଡ ଡିଜିପିଙ୍କ ବଦଳି ପାଇଁ ନିର୍ଦ୍ଦେଶ। ଆଜି ନିର୍ବାଚନ ଆୟୋଗ ଡିଜିପି ଅନୁରାଗ ଗୁପ୍ତାଙ୍କ ବଦଳି ପାଇଁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସୂତ୍ରରୁ ପ୍ରକାଶ ରିପୋର୍ଟ ଅନୁସାରେ, ନିର୍ବାଚନ ଆୟୋଗ ତୁରନ୍ତ ଗୁପ୍ତାଙ୍କ…

IED ବିସ୍ଫୋରଣ; ୨ ITBP ଯବାନ ଶହୀଦ

ରାୟପୁର : ଛତିଶଗଡ଼ ସୀମାନ୍ତରେ IED ବିସ୍ଫୋରଣ ଘଟଣାରେ ଦୁଇ ଜଣ ଇଣ୍ଡୋ-ତିବେତାନ ବୋର୍ଡର୍ ପୁଲିସ୍ (ITBP) ଯବାନ ଶହୀଦ ହୋଇଛନ୍ତି। ବିସ୍ଫୋରଣ ପରେ ସେମାନଙ୍କୁ ଡାକ୍ତରଖାନା ସ୍ଥାନାନ୍ତର କରାଯାଇଥିଲା। ପରବର୍ତ୍ତୀ ସମୟରେ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ସୂଚନା ଅନୁସାରେ,…

ଶ୍ରୀମନ୍ଦିର ସେବାୟତଙ୍କୁ ଭୁଜାଲିରେ ହାଣିଲେ ଦୁର୍ବୁତ୍ତ

ପୁରୀ: କୋଟିକୋଟି ଜନତାଙ୍କ ଆରାଧ୍ୟ ଦେବତା ତଥା ଆସ୍ଥା ଓ ବିଶ୍ବାସର ପ୍ରବିତ୍ର ତୀର୍ଥସ୍ଥଳୀ ବିଶ୍ବ ପ୍ରସିଦ୍ଧ ପୁରୀ ଶ୍ରୀମନ୍ଦିରରେ ପୁଣି ଅଭାବନୀୟ ଘଟଣା ଘଟିଛି। ଆଜି ସନ୍ଧ୍ୟାରେ ମହାପ୍ରଭୁଙ୍କର ଜଣେ ସେବାୟତଙ୍କୁ ପ୍ରାଣାନ୍ତକ ଆକ୍ରମଣ ହୋଇଛି। ଶ୍ରୀମନ୍ଦିର ଅଧିକାରୀ ବକ୍ସି…

୧୪ ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ, ଆଜି ଓ କାଲି ପ୍ରବଳ ବର୍ଷିବ

ଭୁବନେଶ୍ବର: ଅକ୍ଟୋବର ୨୦ରେ ଉତ୍ତର ଆଣ୍ଡାମାନ ସାଗରରେ ଘୁର୍ଣ୍ଣିବଳୟ ସୃଷ୍ଟି ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ୨୨ ଅକ୍ଟୋବର ସୁଦ୍ଧା ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇପାରେ । ତେବେ ଆଜି ଓ ଆସନ୍ତାକାଲି ୧୪ ଜିଲ୍ଲାକୁ…

ଝାରପଡା ଜେଲରେ ବିଚାରଧୀନ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ

ଭୁବନେଶ୍ୱର : ଝାରପଡା ଜେଲରେ ଜଣେ ବିଚାରଧୀନ କଏଦୀଙ୍କ ମୃତ୍ୟୁକୁ ନେଇ ପରିବାର ଲୋକେ ସନ୍ଦେହ ପ୍ରକାଶ କରିଛନ୍ତି | ଜେଲରେ ତାଙ୍କୁ ମାରି ଦିଆଯାଇଛି ବୋଲି ଅଭିଯୋଗ ଆଣିଛନ୍ତି ପରିବାର ଲୋକେ | ମୃତ ବିଚାରଧୀନ କଏଦୀ ହେଉଛନ୍ତି ବିଦ୍ୟାଧର ଗୁରୁ…