ବିଭିନ୍ନ ଖାଦ୍ୟ ଶସ୍ୟର MSP ବୃଦ୍ଧି କଲେ କେନ୍ଦ୍ର ସରକାର

ଦେଶର ଚାଷୀଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି କେନ୍ଦ୍ର ସରକାର। ରବି ଫସଲଗୁଡ଼ିକ ସର୍ବନିମ୍ନ ସହାୟକ ମୂଲ୍ୟ ବା ଏମଏସ୍‌ପି ବୃଦ୍ଧି ପ୍ରସ୍ତାବ ଉପରେ ଆଜି କେନ୍ଦ୍ର କ୍ୟାବିନେଟ ମୋହର ମାରିଛି। ଆସନ୍ତା ୨୦୨୫-୨୬ ସିଜିନ ପାଇଁ ବିଭିନ୍ନ ପ୍ରକାରର ରବି ଫସଲର…

ଭୁବନେଶ୍ୱରରେ ନକଲି କଲ୍ ସେଣ୍ଟର, ୫ ଅଟକ

ଭୁବନେଶ୍ୱର: ଟୁଇନ୍ ସିଟି କମିଶନରେଟ୍ ପୋଲିସ ବୁଧବାର ଦିନ ଭୁବନେଶ୍ୱରରେ ଚାଲୁଥିବା ଏକ ନକଲି କଲ୍ ସେଣ୍ଟରକୁ ଠାବ କରିଛି। ଏହି ଘଟଣାରେ ୫ ଜଣ ଅଟକ ରହିଛନ୍ତି। ପୋଲିସ ସୂଚନା ଅନୁଯାୟୀ, ସାଇବର ଅପରାଧ ପାଇଁ ବ୍ୟବହୃତ ଏହି ନକଲି…

ଆସିକା ସାଂସଦ ପ୍ରାର୍ଥୀଙ୍କ ବିରୁଦ୍ଧରେ ସଙ୍ଗୀନ ଅଭିଯୋଗ ଆଣିଲେ ପୂର୍ବତନ ବିଧାୟିକା ଲତିକା ପ୍ରଧାନ

ବ୍ରହ୍ମପୁର: ଆସିକାରେ ବିଜେଡିକୁ ହରାଇବାକୁ ବିଜେପି ସହ ହାତ ମିଳାଇଥିଲେ ବିଜେଡି ସାଂସଦ ପ୍ରାର୍ଥୀ। ତାଙ୍କ ପାଇଁ ବିଜେଡି ଆସିକା ଲୋକସଭା ସହ ଅନେକ ବିଧାନସଭା କ୍ଷେତ୍ରରେ ହାରିଲା। ହିଞ୍ଜିଳିରେ ଭୋଟ କମିବା ସହ କବିସୂର୍ଯ୍ୟନଗରରେ ବି ଦଳ ତାଙ୍କ ପାଇଁ…

କେନ୍ଦ୍ର କର୍ମଚାରୀଙ୍କୁ ସରକାରଙ୍କ ଦୀପାବଳି ଭେଟି, ୩% ବଢିଲା ମହଙ୍ଗା ଭତ୍ତା

ଦୀପାବଳି ପୂର୍ବରୁ କର୍ମଚାରୀଙ୍କୁ ଭେଟି ଦେଇଛନ୍ତି କେନ୍ଦ୍ର ସରକାର। ମହଙ୍ଗା ଭତ୍ତାକୁ ୩% ବୃଦ୍ଧି କରିଛନ୍ତି। ଆଜି କ୍ୟାବିନେଟ ବୈଠକ ପରେ ଏହି ଘୋଷଣା କରାଯାଇଛି। ଦରଦାମ ବୃଦ୍ଧିକୁ ଦୃଷ୍ଟିରେ ରଖି ମହଙ୍ଗା ଭତ୍ତା ବୃଦ୍ଧି କରିଛନ୍ତି ସରକାର। ଏହି ବୃଦ୍ଧି…

ଟ୍ରେନ ଧକ୍କାରେ ଆହତ ହାତୀଛୁଆ ନନ୍ଦନକାନନ ସ୍ଥାନାନ୍ତରିତ

ଭୁବନେଶ୍ୱର: ରାଉରକେଲା ବନ୍ଧମୁଣ୍ଡା ଅଞ୍ଚଳରେ ଟ୍ରେନ୍ ଦୁର୍ଘଟଣାରେ ଆହତ ହୋଇଥିବା ହାତୀ ଛୁଆକୁ ଚିକିତ୍ସା ପାଇଁ ବୁଧବାର ଦିନ ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ସ୍ଥାନାନ୍ତରିତ କରାଯାଇଛି। ଗୁରୁତର ଆହତ ହାତୀ ଛୁଆକୁ ଆଜି ସକାଳେ ଏକ ସ୍ୱତନ୍ତ୍ର ଟ୍ରକରେ ନନ୍ଦନକାନନକୁ ପଠାଯାଇଥିଲା।…

ଉପ ମୁଖ୍ୟମନ୍ତ୍ରୀ କରିବେ ହବିଷ୍ୟାଳୀ ଯୋଜନା ଉଦ୍ଘାଟନ

ପୁରୀ: ଆସନ୍ତା ୧୮ ତାରିଖରୁ ଆରମ୍ଭ ହେବ । ହବିଷ୍ୟାଳୀ ବ୍ରତ ପାଇଁ ଜିଲ୍ଲା ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ରାଜ୍ୟର ୩୦ ଜିଲ୍ଲାରୁ ୨୫୦୦ ଜଣ ହବିଷ୍ୟାଳୀ ଅନଲାଇନ ଯୋଗେ ପଞ୍ଜିକରଣ କରିଛନ୍ତି । ଆଉ କୌଣସି ସ୍ପଟ ବୁକିଂ…

ଶପଥ ନେଲେ ଓମାର ଅବଦୁଲ୍ଲା, ସୁରିନ୍ଦର ସିଂହ ଚୌଧୁରୀ ହେଲେ ଉପମୁଖ୍ୟମନ୍ତ୍ରୀ

କେନ୍ଦ୍ରଶାସିତ ଅଞ୍ଚଳର ମାନ୍ୟତା ପାଇବାର 6 ବର୍ଷ ପରେ ଜମ୍ମୁ-କଶ୍ମୀରକୁ ମିଳିଲା ପ୍ରଥମ ମୁଖ୍ୟମନ୍ତ୍ରୀ। ନ୍ୟାସନାଲ କନଫରେନ୍ସ (ଏନସି) ବିଧାୟକ ଓମାର ଅବଦୁଲ୍ଲା ଆଜି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ତାଙ୍କ ସହ ସୁରିନ୍ଦର ସିଂହ ଚୌଧୁରୀ ମଧ୍ୟ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ…

ସରପଞ୍ଚଙ୍କ ଘର ଉପରକୁ ବୋମାମାଡ଼

ଗଞ୍ଜାମ: ଗଞ୍ଜାମ ଜିଲ୍ଲା ଗୋଷାଣୀ ନୂଆଗାଁ ଥାନା ଅନ୍ତର୍ଗତ ଫୁଲଟା ଗାଁର ସରପଞ୍ଚଙ୍କ ଘର ଉପରକୁ ବୋମାମାଡ଼ । କିଛି ଦୁର୍ବୃତ୍ତ ଏହି ବୋମାମାଡ଼ କରି ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି । ତେବେ ବୋମାମାଡ଼ରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି ସରପଞ୍ଚଙ୍କକ ପରିବାର ।…

ପିପିଲି ଅଞ୍ଚଳର ବିକାଶ ପ୍ରତି ଆମେ ସଂକଳ୍ପବଦ୍ଧ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଡେଲାଙ୍ଗ ପିପିଲି ଅଞ୍ଚଳ ହେଉଛି ଐତିହ୍ୟ ସଂପନ୍ନ ସ୍ଥଳ। ବିଶ୍ଵ ପ୍ରସିଦ୍ଧ ଚାନ୍ଦୁଆର ଉତ୍ପତ୍ତି ଏଠାରେ ହୋଇଛି। ଏଠିକାର ବୀର ନାଗା ନାଚ ଅତ୍ୟନ୍ତ ଚିତ୍ତାକର୍ଷକ। ଏଠାରେ ମଧ୍ୟ ଅନେକ କାଳରୁ ଓଡ଼ିଶା ପ୍ରସିଦ୍ଧ ହରିରାଜପୁର, ବଳଙ୍ଗା ଓ ଓଡ଼ିଶାର…

‘ମସଜିଦରେ ଜୟ ଶ୍ରୀରାମ ନାରା ଦେବା ଅପରାଧ ନୁହେଁ’

ମସଜିଦରେ 'ଜୟ ଶ୍ରୀରାମ' ନାରା ଦେବା କୌଣସି ଅପରାଧ ନୁହେଁ ବୋଲି କହିଛନ୍ତି କର୍ଣ୍ଣାଟକ ହାଇକୋର୍ଟ। ଏଥିସହ "ଜୟ ଶ୍ରୀରାମ" ନାରା ଦେବାକୁ ନେଇ ଦୁଇ ଜଣ ବ୍ୟକ୍ତିଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା ଅପରାଧିକ ମାମଲାକୁ ଖଣ୍ଡନ କରିଛନ୍ତି। ଅଭିଯୋଗ ଅନୁସାରେ, କର୍ଣ୍ଣାଟକ…