ଶ୍ରୀମନ୍ଦିରରେ ବ୍ୟବହାର ହେବ କେବଳ ଓମଫେଡ୍ ଘିଅ, ନଚେତ୍‌ କାର୍ଯ୍ୟାନୁଷ୍ଠାନ

ପୁରୀ: ଶ୍ରୀମନ୍ଦିରରେ ବ୍ୟବହାର ହେବ କେବଳ ଓମଫେଡ୍ ଘିଅ। ମହାପ୍ରସାଦ ପ୍ରସ୍ତୁତି ଓ ଦୀପରେ କେବଳ ଓମଫେଡ୍ ଘିଅ ବ୍ୟବହାର ହେବ। ଏନେଇ ନିଷ୍ପତ୍ତି ହୋଇଥିବା ବେଳେ ଓମଫେଡ୍ କୁ ମୁଖ୍ୟ ପ୍ରଶାସକ ଚିଠି ଲେଖିଥିବା ସୂଚନା ମିଳିଛି। ଅନ୍ୟ ଘିଅ…

ଘରୋଇ କଳିରେ ଚାଲିଗଲା ୪ମାସର ଶିଶୁର ଜୀବନ

ବ୍ରହ୍ମଗିରି : ରାଗ ବ୍ରହ୍ମ ଚଣ୍ଡାଳ ।  ରାଗ ବଢ଼ିଗଲେ ପର ଆପଣା ସବୁ ଭୁଲିଯାଏ ମଣିଷ । ତେବେ ରାଗରେ ନିଜ ନିଜର ସମ୍ପର୍କୀୟଙ୍କୁ ମାରିବାକୁ ପଛାନ୍ତିନି କିଛି ଲୋକ ।  ଏବେ ସେହିଭଳି ଏକ ଘଟଣା ଦେଖିବାକୁ ମିଳିଛି ପୁରୀ…

SCO ସମ୍ମିଳନୀ: ‘ଆତଙ୍କବାଦର ବିନାଶ ବିନା ବିକାଶ ଅସମ୍ଭବ’

ପାକିସ୍ତାନରେ ଆୟୋଜିତ ସାଙ୍ଘାଇ କର୍ମୋପେସନ ଅର୍ଗାନାଇଜେନ (SCO) ବୈଠେକରେ ନିଜ ଆନ୍ଦାଜ ଦେଖାଇଛନ୍ତି ବୈଦେଶିକ ମନ୍ତ୍ରୀ ଏସ୍ ଜୟଶଙ୍କର। ପାକିସ୍ତାନକୁ ଆକ୍ଷେପ କରି ଆତଙ୍କବାଦ କେବେ ହେଲେ ବାଣିଜ୍ୟ ଏବଂ ଯୋଗାଯୋଗ ବୃଦ୍ଧି କରିବ ନାହିଁ ବୋଲି ସେ କହିଛନ୍ତି। ସେ ଆହୁରି…

୨୨ ରେ ପୁଣି ଏକ ଲଘୁଚାପ

ଭୁବନେଶ୍ୱର: ରାଜ୍ୟକୁ ପୁଣି ଏକ ଲଘୁଚାପ ଆସୁଛି। ବଙ୍ଗୋପସାଗରରେ ହେବାକୁ ଥିବା ଏହି ଲଘୁଚାପ ଘନୀଭୂତ ହୋଇ ଅବପାତ ରୂପ ନେଇପାରେ। ପାଣିପାଗ ବିଶେଷଜ୍ଞ ଏଭଳି ପୂର୍ବାନୁମାନ କରୁଛନ୍ତି। ତେବେ ଏହି ଲଘୁଚାପ ଘନୀଭୂତ ହୋଇ ଅବପାତ ଓ ପରେ ବାତ୍ୟାରେ…

ଆଜିଠୁ ଗଜଲକ୍ଷ୍ମୀ ପୂଜା, ଦୁଲୁକୁଛି କେନ୍ଦ୍ରାପଡ଼ା ଓ ଢେଙ୍କାନାଳ

ଧରାପୃଷ୍ଠରୁ ଜଗତଜନନୀ ମା’ ଦୁର୍ଗା ମେଲାଣି ନେବା ପରଠୁ ଆଜିଠୁ ଆରମ୍ଭ ହେଉଛି ପ୍ରସିଦ୍ଧ ଗଜଲକ୍ଷ୍ମୀ ପୂଜା। ରାଜ୍ୟର କୋଣ ଅନୁକୋଣରେ ମା’ଙ୍କ ପୂଜାବେଶ୍‌ ଜାକଜମକରେ ଅନୁଷ୍ଠିତ ହେଉଛି।କିନ୍ତୁ ଗଜଲକ୍ଷ୍ମୀ ପୂଜା ପାଇଁ ପ୍ରସିଦ୍ଧ ଲାଭ କରିଥିବା ଢେଙ୍କାନାଳ ଓ କେନ୍ଦ୍ରାପଡ଼ାରେ ଶେଷ ହୋଇଛି…

ବାଲିଯାତ୍ରା ପାଇଁ ପଞ୍ଜିକରଣ ଆରମ୍ଭ

କଟକ: ପାଖେଇ ଆସୁଛି ବିଶ୍ବ ପ୍ରସିଦ୍ଧ ବାଲିଯାତ୍ରା । ଏନେଇ ପ୍ଲଟ୍ ରେଜିଷ୍ଟ୍ରେସନ ପ୍ରକ୍ରିୟା ଆରମ୍ଭ ହୋଇଛି । ନଭେମ୍ବର ୧୫ ତାରିଖରୁ ବାଲିଯାତ୍ରା ଆରମ୍ଭ ହେବାକୁ ଥିବା ବେଳେ ଅକ୍ଟୋବର ୧୫ ରୁ ଅର୍ଥାତ୍ ଆଜି ଠାରୁ ଆରମ୍ଭ ହୋଇଥିବା…

ଅକ୍ଟୋବର ୧୬ରୁ ମୁଖ୍ୟମନ୍ତ୍ରୀଙ୍କ ୪ ଦିନିଆ ହରିୟାଣା, ମହାରାଷ୍ଟ୍ର ଗସ୍ତ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତାକାଲି ଠାରୁ ହରିଆଣା ଓ ମୁମ୍ବାଇ ଗସ୍ତରେ ଯିବେ। ୧୬ ତାରିଖ ଅପରାହ୍ନରେ ସେ ହରିଆଣା ଅଭିମୁଖେ ଗସ୍ତ କରି ୧୭ ତାରିଖ ଦିନ ଚଣ୍ଡିଗଡ ଠାରେ ନବ ଗଠିତ ହରିଆନା ସରକାରଙ୍କ ଶପଥ…

ଓପିଏସସି ପକ୍ଷରୁ ପ୍ରିଲିମନାରୀ ପରୀକ୍ଷା ତାରିଖ ଘୋଷଣା

ଭୁବନେଶ୍ବର: ଓଡିଶା ଲୋକସେବା ଆୟୋଗ (ଓପିଏସସି) ୨୦୨୩ ପ୍ରିଲିମନାରୀ ପରୀକ୍ଷା ତାରିଖ ଘୋଷଣା କରିଛି । ଅକ୍ଟୋବର ୨୭ରୁ ଓଡିଶା ସିଭିଲ୍ ସର୍ଭିସ୍ ପ୍ରିଲିମନାରୀ ପରୀକ୍ଷା ଆରମ୍ଭ ହେବ । ପାଞ୍ଚଟି ଜୋନ୍ ଯଥା, ଭୁବନେଶ୍ୱର, କଟକ, ବାଲେଶ୍ୱର, ବ୍ରହ୍ମପୁର ଏବଂ…

ଇଭିଏମ ବ୍ୟାଟେରୀ ଓ ପେଜର୍ସକୁ ନେଇ ଏମିତି କହିଲେ ମୁଖ୍ୟ ନିର୍ବାଚନ କମିଶନର

ଗୋଟିଏ ଇଭିଏମର ବ୍ୟାଟେରୀ ଠିକ କ୍ୟାଲକୁଲେଟର ଭଳି। ସେହିପରି ପେଜର୍ସ ଭଳି ଇଭିଏମରେ କୌଣସି ପ୍ରକାରର ହେରଫେର କରାଯାଇ ପାରିବ ନାହିଁ ନାହିଁ ବୋଲି ଭାରତୀୟ ନିର୍ବାଚନ କମିଶନ କହିଛନ୍ତି। ପେଜର୍ସ ଭଳି ଇଭିଏମକୁ ମଧ୍ୟ ଟ୍ୟାମ୍ପରିଂ କରି ହେବ ବୋଲି…

ଖରିଫ ଧାନ ସଂଗ୍ରହ ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଧାନ ସଂଗ୍ରହ ବ୍ୟବସ୍ଥାର ସୁପରିଚାଳନା ପାଇଁ ମନ୍ତ୍ରୀମାନେ ଜିଲ୍ଲାର ପର୍ଯ୍ୟବେକ୍ଷକ ଭାବେ ଦାୟିତ୍ୱ ଗ୍ରହଣ କରିବେ ଧାନ ସଂଗ୍ରହରେ ଅନିୟମିତତା ଓ ଦୁର୍ନୀତି ଉପରେ ତିକ୍ଷ୍‌ଣ ନଜର ରଖିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ଷୁଦ୍ର ଚାଷୀମାନଙ୍କ ଠାରୁ ଧାନ ସଂଗ୍ରହ ଉପରେ ପ୍ରାଥମିକତା…