ଆସନ୍ତାକାଲି ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ
ପୁରୀ : ଆସନ୍ତାକାଲି ଆଶ୍ଵିନ ଶୁକ୍ଳ ଚତୁର୍ଦ୍ଦଶୀ ତିଥି । ଏହି ଅବସରରେ ଶ୍ରୀଜିଉଙ୍କର ବନକ ଲାଗି ନୀତି ଅନୁଷ୍ଠିତ ହେବ। ଏଥିଲାଗି ଶ୍ରୀମନ୍ଦିରରେ ପ୍ରାୟ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ । ଏ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ…
