ହାତୀ ପଲକୁ ଟ୍ରେନ୍‌ ଧକ୍କା ଦେବା ଘଟଣା: ୨ଟି ହାତୀ ଗୁରୁତର

ରାଉରକେଲା: ହାତୀ ପଲକୁ ଟ୍ରେନ୍‌ ଧକ୍କା ଦେବା ଘଟଣା l ଟ୍ରେନ୍‌ ଧକ୍କାରେ ଆଉ ୨ଟି ହାତୀ ଗୁରୁତର ହୋଇଥିବା ନେଇ ସୂଚନା ମିଳିଛି l ତେବେ ଗୁରୁତର ହାତୀ ଦୁଇଟି ଜଙ୍ଗଲକୁ ଯାଇନପାରି ବନ୍ଧମୁଣ୍ଡାରେ ରହିଛନ୍ତି l ଆହତ ହାତୀ…

ମୁମ୍ବାଇରେ ନିବେଶକ ସମ୍ମିଳନୀ-ରୋଡ୍ ସୋ’, ଯୋଗଦେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁମ୍ବାଇରେ ଆସନ୍ତା ୧୮ ଓ ୧୯ ତାରି‌ଖରେ ନିବେଶକ ସମ୍ମିଳନୀ ଓ ରୋଡ୍ ସୋ’ ହେବ। ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ୨ ଦିନିଆ ନିବେଶକ ସମ୍ମିଳନୀ ନେଇ ଶିଳ୍ପମନ୍ତ୍ରୀ ସମ୍ପଦ ସ୍ୱାଇଁ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ମୁମ୍ବାଇରେ ଆୟୋଜିତ…

ବିଜେପି ହାତର କାଠ କଣ୍ଢେଇ ନିର୍ବାଚନ କମିଶନ, ବର୍ଷିଲା ଜେଏମ୍‌ଏମ୍‌

ଆଜି ମହାରାଷ୍ଟ୍ର ଓ ଝାଡ଼ଖଣ୍ଡରେ ବିଧାନସଭା ନିର୍ବାଚନ ତାରିଖ ଘୋଷଣା ହେବାକୁ ଯାଉଛି। ଅପରାହ୍ଣ ୩ଟା ୩୦ରେ ନିର୍ବାଚନ କମିଶନ ତାରିଖ ଘୋଷଣା କରିବେ। ତେବେ ଏହାକୁ ନେଇ ଏବେ ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଦଳ ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା…

ମଦ ମାଫିଆଙ୍କ ଆକ୍ରମଣରେ କନଷ୍ଟେବଳ ଆହତ

ଗଞ୍ଜାମ: ଅବକାରୀ କନଷ୍ଟେବଳଙ୍କୁ ନିର୍ଧୂମ ପିଟିଲେ ମଦ ମାଫିଆ । ଏପରି ଘଟଣା ଘଟିଛି ଗଞ୍ଜାମ ଜିଲ୍ଲାରେ । ମାଫିଆଙ୍କ ଆକ୍ରମଣରେ ଅବକାରୀ କନଷ୍ଟେବଳ ସବ୍ୟସାଚୀ ମିଶ୍ର ଆହତ ହୋଇଛନ୍ତି । ତାଙ୍କ ଆଖି ପତ୍ତାରେ ଗଭୀର ଆଘାତ ଲାଗିଛି ।…

ନୋଟାରୀଙ୍କ ନିକଟରେ ହୋଇଥିବା ବିବାହ ଓ ବିଚ୍ଛେଦ ସଂକ୍ରାନ୍ତ ଦଲିଲ ଅବୈଧ, ବିଧିବଦ୍ଧ ବିଜ୍ଞପ୍ତି ଜାରି

କଟକ: ବିବାହ ହେଉଛି ଏକ ଏଭଳି ବନ୍ଧନ ଯାହା କେବଳ ଦୁଇ ଜଣଙ୍କୁ ସଂଯୋଗ କରେ ନାହିଁ ବରଂ ସମାଜ, ପରିବାର ଏବଂ ସଂସ୍କୃତି ପାଇଁ ମଧ୍ୟ ଏହା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ସମାଜରେ ବିବାହର ଗୁରୁତ୍ୱ ଅନେକ ସ୍ତରରେ ରହିଛି ।…

ଗର୍ଜିଲେ ଶରଦ ପାଓ୍ୱାର: ଏ ବୁଢ଼ା ଅଟକିବନି, ୮୪ ବର୍ଷ ହେଉ ଅବା ୯୦

'ଏ ବୁଢ଼ା ଆଉ ଅଟକିବନି। ୮୪ ବର୍ଷ ହେଉ ଅବା ୯୦। ଆପଣ ଚିନ୍ତା କରନ୍ତୁ ନାହିଁ।' ଆଗକୁ ମହାରାଷ୍ଟ୍ର ବିଧାନସଭା ନିର୍ବାଚନ। ଆଜି ଘୋଷଣା ହେବାକୁ ଯାଉଛି ତାରିଖ। ଏହାରି ଭିତରେ ଏନ୍‌ସିପି-ଏସ୍‌ପି ନେତା ଶରଦ ପାଓ୍ୱାର ଏଭଳି କିଛି…

ବ୍ୟବସାୟୀଙ୍କୁ ଲୁଟ୍ ଘଟଣାରେ ବନ୍ଧା ହେଲେ ୪ ୱେବ୍ ପୋର୍ଟାଲ୍ ସାମ୍ବାଦିକ

ଭବାନୀପାଟଣା: ଓଡ଼ିଶା ପୋଲିସ ମଙ୍ଗଳବାର ଦିନ କଣ୍ଟାବାଞ୍ଜିରେ ଜଣେ ବ୍ୟବସାୟୀଙ୍କ ଠାରୁ ୨.୫୫ ଲକ୍ଷ ଟଙ୍କା ଲୁଟ୍ ଘଟଣାରେ ଚାରି ଜଣ ଅନଲାଇନ୍ ୱେବ୍ ପୋର୍ଟାଲ୍ ସାମ୍ବାଦିକଙ୍କ ସମେତ ପାଞ୍ଚ ଜଣଙ୍କୁ ଗିରଫ କରିଛି। ଅକ୍ଟୋବର ୨ ତାରିଖ ଦିନ ବ୍ୟବସାୟୀଙ୍କଠାରୁ…

ଶ୍ରୀମନ୍ଦିରରେ କାର୍ତ୍ତିକ ନୀତି ଆରମ୍ଭ; ରାଧାଦାମୋଦର ବେଶରେ ଦର୍ଶନ ଦେଉଛନ୍ତି ଶ୍ରୀଜିଉ

ପୁରୀ: ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି କାର୍ତ୍ତିକ ନୀତି। ରାଧାଦାମୋଦର ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଶ୍ରୀଜିଉ। ଦୈନିକ ଅବକାଶ ନୀତି ପରେ ଏହି ବେଶ କରାଯାଏ। ରାଧା ଦାମୋଦର ବେଶରେ ପ୍ରଭୁ ଶ୍ରୀବଳଭଦ୍ର ଓ ଶ୍ରୀଜଗନ୍ନାଥ ତ୍ରିକଚ୍ଛ ବସ୍ତ୍ର ପରିଧାନ କରିଥାନ୍ତି।…

କେନ୍ଦୁଝରରେ ଲୋକଙ୍କ ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଲୋକଙ୍କ ଅଭିଯୋଗ ଶୁଣିବା ଧାରା ଜାରି ରହିଛି। ବିଭିନ୍ନ ସ୍ଥାନକୁ ଗସ୍ତ ସମୟରେ ମଧ୍ୟ ସାଧାରଣ ଲୋକ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ସେମାନଙ୍କ ଅଭିଯୋଗ ଓ ସମସ୍ୟା ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଜଣାଉଛନ୍ତି। ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କ…

ହରିୟାଣା ବିପର୍ଯ୍ୟୟ ପରେ ମହାରାଷ୍ଟ୍ର ନେତାଙ୍କୁ କଡ଼ା ୱାର୍ଣ୍ଣିଂ ଦେଲା କଂଗ୍ରେସ

ଶାଳୀନତା ଓ ଅଧିକ ଆତ୍ମବିଶ୍ୱାସ ପ୍ରତି ସତର୍କ ରହିବାକୁ ମହାରାଷ୍ଟ୍ରର ଦଳୀୟ ନେତାଙ୍କୁ ସତର୍କ କରାଇଛି କଂଗ୍ରେସ। ହରିୟାଣାରେ କଂଗ୍ରେସ ଅଧିକ ଆତ୍ମବିଶ୍ୱାସ ଦେଖାଇବାରୁ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା। ତେଣୁ ଆଗକୁ ଅନୁଷ୍ଠିତ ହେବାକୁ ଥିବା ମହାରାଷ୍ଟ୍ର ବିଧାନସଭାରେ ସେମିତି କିଛି…