ଜାପାନର ନିହୋନ୍ ହିଡାନକିଓ ସଂଗଠନକୁ ମିଳିବ ନୋବେଲ ଶାନ୍ତି ପୁରସ୍କାର
ଶାନ୍ତି ପାଇଁ ବିଶ୍ୱର ସମ୍ମାନସ୍ପଦ ପୁରସ୍କାର ନୋବେଲ ଘୋଷଣା ହୋଇଛି। ଜାପାନର ସଂଗଠନ ନିହୋନ୍ ହିଡାନକିଓକୁ ମିଳବ ଚଳିତ ବର୍ଷର ଏହି ଶ୍ରେଷ୍ଠ ସମ୍ମାନ। ପରମାଣୁ ଅସ୍ତ୍ର ବିରୋଧରେ ଅଭିଯାନ ପାଇଁ ଏହି ସଂଗଠନକୁ ନୋବେଲ ଶାନ୍ତି ପୁରସ୍କାର ଦିଆଯିବ। ଏନେଇ ଆଜି ନୋବେଲ…
