ଦୁର୍ଗା ପୂଜା ମଣ୍ଡପ ବୁଲିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଭୁବନେଶ୍ୱର : ଦୁର୍ଗା ପୂଜା ମଣ୍ଡପ ବୁଲିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପ୍ରଥମେ ଭୁବନେଶ୍ବର ପାଟଣାସାହି ପୂଜାମଣ୍ଡପ ବୁଲିଛନ୍ତି ମୁଖ୍ୟମନ୍ତ୍ରୀ । ପୂଜାମଣ୍ଡପରେ ମାଆଙ୍କୁ ଦର୍ଶନ କରି ଆର୍ଶୀବାଦ କାମନା କରିଛନ୍ତି । ଏହାପରେ ସୁନ୍ଦରପଦା , ବରମୁଣ୍ଡା , ନୟାପଲ୍ଲୀ…
