ମୁଖ୍ୟମନ୍ତ୍ରୀ ବାଣ୍ଟିଲେ ସୁଭଦ୍ରା ଟଙ୍କା: କହିଲେ ଯାହା ପ୍ରତିଶ୍ରୁତି ଦେଉ, ପାଳନ କରୁ

ବାରିପଦା : ଆଜି ମହିଳାଙ୍କ ଆକାଉଣ୍ଟକୁ ଆସିଛି ସୁଭଦ୍ରା ଟଙ୍କା। ବାରିପଦାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଦ୍ୱିତୀୟ ପର୍ଯ୍ୟାୟରେ ପ୍ରଥମ କିସ୍ତି ଟଙ୍କା ପ୍ରଦାନ କରିଛନ୍ତି। ତେବେ ସୁଭଦ୍ରା ଟଙ୍କା ପ୍ରଦାନ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ନିଜ…

ମହଙ୍ଗା ଭତ୍ତା ବଢାଇଲେ ରାଜ୍ୟ ସରକାର

ଭୁବନେଶ୍ବର : ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବଢାଇଲେ ସରକାର । ମହଙ୍ଗା ଭତ୍ତା ୪ ପ୍ରତିଶତ ବଢାଇଲେ ରାଜ୍ୟ ସରକାର । ପୂର୍ବରୁ ୪୬ ପ୍ରତିଶତ ଥିବାବେଳେ ୪ ପ୍ରତିଶତ ବୃଦ୍ଧି ପାଇ ମହଙ୍ଗା ଭତ୍ତା ୫୦%ରେ ପହଞ୍ଚିଛି…

ଆପ୍‌ର ବଡ଼ ଅଭିଯୋଗ: ସରକାରୀ ବଙ୍ଗଳାରୁ ଫିଙ୍ଗିଦେଲେ ମୁଖ୍ୟମନ୍ତ୍ରୀଙ୍କ ଜିନିଷପତ୍ର

ନୂଆଦିଲ୍ଲୀ : ଦିଲ୍ଲୀର କ୍ଷମତାସୀନ ଆମ ଆଦମୀ ପାର୍ଟି ଉପ ରାଜ୍ୟପାଳ ଭିକେ ସକ୍ସେନାଙ୍କ ବିରୋଧରେ ସାଂଘାତିକ ଅଭିଯୋଗ ଆଣିଛି। ଉପ ରାଜ୍ୟପାଳଙ୍କ ନିର୍ଦ୍ଦେଶରେ ମୁଖ୍ୟମନ୍ତ୍ରୀ ଆତିଶୀଙ୍କ ଜିନିଷପତ୍ର ତାଙ୍କ ସରକାରୀ ବଙ୍ଗଳାରୁ ବାହାରକୁ ଫିଙ୍ଗି ଦିଆଯାଇଛି। ୬ ଫ୍ଲାଗଷ୍ଟାଫ ରୋଡରେ…

ହରିୟାଣା ବିଜେପିରେ ମିଶିଲେ ଦୁଇ ସ୍ବାଧୀନ ବିଧାୟକ

ଚଣ୍ଡୀଗଡ : ହରିୟାଣା ବିଧାନସଭାରେ ଐତିହାସିକ ବିଜୟ ହାସଲ କରିଥିବା ବିଜେପିର ଆହୁରି ଶକ୍ତିଶାଳୀ ହୋଇଛି। ହରିୟାଣାର ୯୦ଟି ଆସନରୁ ଦଳ ଏକାକୀ ୪୮ଟି ଆସନ ଜିତି କ୍ରମାଗତ ତୃତୀୟ ଥର ସରକାର ଗଠନ କରିବାକୁ ଯାଉଛି। ଏପରି ସ୍ଥିତିରେ ଆଜି…

ମିଳିଲା ଅପହୃତ ଯବାନଙ୍କ ମୃତଦେହ, ଦେହରେ ବାଜିଛି ଏକାଧିକ ଗୁଳି

ନୂଆଦିଲ୍ଲୀ : ମିଳିଲା ଅପହୃତ ଯବନାଙ୍କ ମୃତଦେହ। ଜମ୍ମୁ କଶ୍ମୀରର ଅନ୍ତନାଗର ଜଙ୍ଗଲରୁ ଗତକାଲି ଆତଙ୍କବାଦୀମାନେ ଦୁଇ ଜଣ ଯବାନଙ୍କୁ ଅପହରଣ କରି ନେଇଥିଲେ। ତେବେ ଜଣେ ଯବାନ ଆତଙ୍କୀଙ୍କୁ ଚକ୍‌ମା ଦେଇ ଖସି ପଳାଇ ଆସିଥିବା ବେଳେ ଆଜି ପଥରୀବଲ…

କଂଗ୍ରେସ ସହ ଦିଲ୍ଲୀରେ ମେଣ୍ଟ କରିବନି ଆପ୍‌

ନୂଆଦିଲ୍ଲୀ : ଦିଲ୍ଲୀ ବିଧାନସଭା ନିର୍ବାଚନରେ ଏକାକୀ ଲଢ଼ିବ କ୍ଷମତାସୀନ ଆପ୍‌। ଅରବିନ୍ଦ କେଜ୍ରିୱାଲଙ୍କ ଆପ୍‌ ଇଣ୍ଡିଆ ମେଣ୍ଟର ସଦସ୍ୟ। ଏଥିସହ କଂଗ୍ରେସ ସହ ମେଣ୍ଟ କରି ଆପ୍‌ ଦିଲ୍ଲୀରେ ଲୋକସଭା ନିର୍ବାଚନ ଲଢ଼ିଥିଲା। ହେଲେ ହରିୟାଣାରେ ଉଭୟ କଂଗ୍ରେସ ଓ…

ବଢିବନି ହୋମ୍‌‌ ଲୋନ୍‌‌ ଇଏମ୍‌‌ଆଇ; ୧୦ମ ଥର ଅପରିବର୍ତ୍ତିତ ରହିଲା ରେପୋ ରେଟ୍‌‌

ନୂଆଦିଲ୍ଲୀ : ଅପରିବର୍ତ୍ତିତ ରହିଛି ରେପୋ ରେଟ୍‌‌। ଲଗାତାର ୧୦ମ ଥର ପାଇଁ ପ୍ରମୁଖ ସୁଧହାର ତଥା ରେପୋ ରେଟରେ କୌଣସି ପରିବର୍ତ୍ତନ କରିନାହିଁ ଆରବିଆଇ। ଆଜି ଏମପିସିର ନିଷ୍ପତ୍ତି ଘୋଷଣା କରି ରିଜର୍ଭ ବ୍ୟାଙ୍କର ଗଭର୍ଣ୍ଣର ତଥା ଏମପିସି ଅଧ୍ୟକ୍ଷ…

ଲଦାଖରେ ଏସିଆର ସବୁଠୁ ବଡ଼ ଦୂରବୀକ୍ଷଣ ଯନ୍ତ୍ର ଉଦ୍‌ଘାଟିତ

ଲଦାଖ : ବୈଜ୍ଞାନିକମାନଙ୍କ ଗବେଷଣା କ୍ଷେତ୍ରରେ ଅଧିକ ଶକ୍ତି ଯୋଗାଇବା ଲାଗି ଲଦାଖରେ ଏସିଆର ସବୁଠୁ ବଡ଼ ଦୂରବୀକ୍ଷଣ ଯନ୍ତ୍ରର ଉଦ୍‌ଘାଟନ କରାଯାଇଛି। ଏହାର ନାମ ହେଉଛି ଏମଏସିଇ ବା ମେଜର ଆଟମୋସ୍ଫେରିକ ଚେରେନକୋଭ ଏକ୍ସପେରିମେଣ୍ଟ। ପରମାଣୁ ଶକ୍ତି ବିଭାଗ (ଡିଏଇ)…

ପ୍ରଧାନମନ୍ତ୍ରୀ ମୋଦି, ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ବିଜେପି ମୁଖ୍ୟ ଜେପି ନଡ୍ଡା ଓ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କୁ ମଧ୍ୟ ସାକ୍ଷାତ କଲେ ସୈନି

ନୂଆଦିଲ୍ଲୀ : ହରିୟାଣାରେ ଐତିହସିକ ବିଜୟ ପରେ ରାଜ୍ୟର ମୁଖ୍ୟମନ୍ତ୍ରୀ ନାୟବ ସିଂହ ସୈନି ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଦିଲ୍ଲୀ ଯାଇ ଭେଟିଛନ୍ତି। ତାଙ୍କ ସହ ରାଜ୍ୟରେ ସରକାର ଗଠନ ନେଇ ମଧ୍ୟ ସୈନି ଆଲୋଚନା କରିଥିବା ଜଣାପଡ଼ିଛି। ରାଜ୍ୟରେ…

ହରିୟାଣା ନିର୍ବାଚନର ସାଇଡ ଇଫେକ୍ଟ: କଂଗ୍ରେସକୁ ଝଟକା ଦେଲେ ଅଖିଲେଶ ଯାଦବ

ନୂଆଦିଲ୍ଲୀ :ହରିୟାଣାରେ ନିଶ୍ଚିତ ବିଜୟକୁ ହାତ ଛଡ଼ା କରିଥିବା କଂଗ୍ରେସକୁ ଗୋଟିଏ ପରେ ଗୋଟିଏ ଇଣ୍ଡିଆ ମେଣ୍ଟ ଝଟକା ଦେବାରେ ଲାଗିଛନ୍ତି। କଂଗ୍ରେସ ହରିୟାଣାରେ ୩୭ ଆସନ ଜିତିଥିବା ବେଳେ ବିଜେପି ହ୍ୟାଟ୍ରିକ ବିଜୟ ହାସଲ କରିଛି। ଏପରି ପରାଜୟ ପରେ…