ଆର୍ଟିଫିସିଆଲ୍ ଇଣ୍ଟେଲିଜେଣ୍ଟ, ମେସିନ୍ ଲର୍ଣ୍ଣିଙ୍ଗ୍, ଡାଟା ସାଇନ୍ସ ଆଦି ନୂତନ ପାଠ୍ୟକ୍ରମ ବହୁଳ ମାତ୍ରାରେ ପ୍ରଚଳନ କରାଯିବାର ଆବଶ୍ୟକତା ରହିଛି-ମନ୍ତ୍ରୀ
ଭୁବନେଶ୍ୱର: ଓଡ଼ିଶା ବୈଷୟିକ ଓ ଗବେଷଣା ବିଶ୍ୱବିଦ୍ୟାଳୟର ତୃତୀୟ ପ୍ରତିଷ୍ଠା ଦିବସ ଅବସରରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ରାଜ୍ୟ ଶିଳ୍ପ, ଦକ୍ଷତା ବିକାଶ ଏବଂ ବୈଷୟିକ ଶିକ୍ଷା ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ କହିଲେ ଯେ ଇଂଜିନିୟରିଂ ବିଦ୍ୟାକୁ ସଫଳ…
