ଅତୁଳନୀୟ ଅବଦାନ ପାଇଁ ଅଭିନେତା ମିଥୁନଙ୍କୁ ଦାଦା ସାହେବ ଫାଲକେ ପୁରସ୍କାର

ନୂଆଦିଲ୍ଲୀ : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ନୂଆଦିଲ୍ଲୀଠାରେ ୨୦୨୨ ବର୍ଷ ପାଇଁ ୭୦ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ କରିଛନ୍ତି। ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏବଂ ସୂଚନା ଓ ପ୍ରସାରଣ ରାଷ୍ଟ୍ରମନ୍ତ୍ରୀ ଡ. ଏଲ୍ ମୁରୁଗାନ୍…

ଓମାର ଅବଦୁଲ୍ଲା ହେବେ ଜମ୍ମୁ-କଶ୍ମୀରର ମୁଖ୍ୟମନ୍ତ୍ରୀ

ଶ୍ରୀନଗର :କେନ୍ଦ୍ର ଶାସିତ ଅଞ୍ଚଳର ଜମ୍ମୁ-କଶ୍ମୀରର ପ୍ରଥମ ମୁଖ୍ୟମନ୍ତ୍ରୀ ହେବେ ନ୍ୟାଶନାଲ କନଫରେନ୍ସର ସଭାପତି ତଥା ସାଂସଦ ଫାରୁକ ଅବଦୁଲ୍ଲାଙ୍କ ପୁଅ ଓମାର ଅବଦୁଲ୍ଲା। ଦୀର୍ଘ ୧୦ ବର୍ଷ ପରେ ଜମ୍ମୁ-କଶ୍ମୀରରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହୋଇଥିବା ବେଳେ ଏନସି ଓ…

୩୭୦ ଉଚ୍ଛେଦ ପରେ ଜମ୍ମୁ-କଶ୍ମୀରରେ ପ୍ରଥମ ବିଧାନସଭା ନିର୍ବାଚନ: ଏନସି-କଂଗ୍ରେସର ବଡ଼ ବିଜୟ

ଶ୍ରୀନଗର : ଜମ୍ମୁ-କଶ୍ମୀର ବିଧାନସଭା ନିର୍ବାଚନରେ ବାଜିମାତ କରିଛନ୍ତି ଏନସି ଓ କଂଗ୍ରେସ ମେଣ୍ଟ। ‌ଉପତ୍ୟକାରୁ ଧାରା ୩୭୦ ଉଚ୍ଛେଦ ହେବା ପରେ ପ୍ରଥମଥର ପାଇଁ ଏଠାରେ ବିଧାନସଭା ନିର୍ବାଚନ ହେଉଥିଲା। ସେହିପରି ଜମ୍ମୁ-କଶ୍ମୀର ରାଜ୍ୟରୁ କେନ୍ଦ୍ର ଶାସିତ ଅଞ୍ଚଳ ହେବା…

ଆରଜି କର ହସ୍‌ପିଟାଲର ୫୦ ଜଣ ସିନିୟର ଡାକ୍ତର ଦେଲେ ଇସ୍ତଫା

କୋଲକାତା : ଆନ୍ଦୋଳନରେ ବସିଥିବା ଜୁନିୟର ଡାକ୍ତରଙ୍କୁ ସମର୍ଥନ କରି ଆଜି କୋଲକାତାର ଆରଜି କର ମେଡିକାଲ କଲେଜ ଓ ହସପିଟାଲର ୫୦ ଜଣ ସିନିୟର ଡାକ୍ତର ଇସ୍ତଫା ଦେଇଛନ୍ତି। ଏହି ଡାକ୍ତରମାନେ ସେମାନଙ୍କ ଇସ୍ତଫାପତ୍ର ପ୍ରଦାନ କଲା ବେଳେ ବିଦ୍ୟାର୍ଥୀମାନେ…

ଅକ୍ଟୋବର ୨୩ ରୁ ଦିଲ୍ଲୀରେ ‘ନ୍ୟାୟ ଯାତ୍ରା’ ଆରମ୍ଭ କରିବେ ରାହୁଲ

ନୂଆଦିଲ୍ଲୀ: ଜମ୍ମୁ-କଶ୍ମୀର ଏବଂ ହରିୟାଣା ପରେ ରାହୁଲ ଗାନ୍ଧୀ ଏବେ ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଅକ୍ଟୋବର ୨୩ ରୁ ସେ ଦିଲ୍ଲୀରେ କଂଗ୍ରେସର ‘ନ୍ୟାୟ ଯାତ୍ରା’ ଆରମ୍ଭ କରିବେ। ଏହି ଯାତ୍ରାରେ ପ୍ରିୟଙ୍କା ଗାନ୍ଧୀ ଭଦ୍ରା…

ତିର୍ତ୍ତୋଲ ବ୍ଲକ୍‌ ସହକାରୀ ଯନ୍ତ୍ରୀ ନିଲମ୍ବିତ

ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲ ବ୍ଲକର ସହକାରୀ ଯନ୍ତ୍ରୀ ଚିନ୍ମୟୀ ଦ୍ୱିବେଦୀଙ୍କୁ ନିଲମ୍ବନ କରାଯାଇଛି। ଗୋପାଳପୁର ପଞ୍ଚାୟତରେ ହୋଇଥିବା ଏକ ଉନ୍ନୟନମୂଳକ କାର୍ଯ୍ୟର ବିଲ୍ ପାସ୍ କରିଦେବା ପାଇଁ ସଂପୃକ୍ତ ଠିକାଦାରଙ୍କୁ ସହକାରୀ ଯନ୍ତ୍ରୀ ଚିନ୍ମୟୀ ଦ୍ୱିବେଦୀ ୧୦% ପିସି ମାଗିବାର ଅଡିଓ…

ଆସନ୍ତା ୧୦ରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଶିମିଳିପାଳ

ଭୁବନେଶ୍ୱର: ଆସନ୍ତା ଅକ୍ଟୋବର ୧୦ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ଅଭୟାରଣ୍ୟ ଖୋଲାଯିବ | କ୍ଷେତ୍ର ନିର୍ଦ୍ଦେଶକ ଡ.ପ୍ରକାଶଚାନ୍ଦ ଗୋଗିନାନୀ  ଆଜି ପ୍ରେସ ବିଜ୍ଞପ୍ତି ମାଧ୍ୟମରେ ଏହି ସୂଚନା ଦେଇଛନ୍ତି | ଉଲ୍ଲେଖ ଥାଉ କି ଜୁନ୍ ୧୨ ତାରିଖରୁ ଶିମିଳିପାଳ…

ମେଡିସିନରେ ଦୁଇ ଜଣଙ୍କୁ ନୋବେଲ

ଚଳିତ ବର୍ଷ ପାଇଁ ବିଶ୍ୱର ସର୍ବୋଚ୍ଚ ସମ୍ମାନ ନୋବେଲ ପୁରସ୍କାର ଘୋଷଣା କରାଯାଇଛି। ଆଜି ଚିକିତ୍ସା କ୍ଷେତ୍ର ପାଇଁ ନୋବେଲ ବିଜେତାଙ୍କ ନାମ ଘୋଷଣା ହୋଇଛି। ଏଥର ଦୁଇ ଜଣ ମିଳିତ ଭାବେ ନୋବେଲ ପାଇବେ। ବୈଜ୍ଞାନିକ ଭିକ୍ଟୋର ଆମ୍ବ୍ରୋସ ଏବଂ…

ହୀରାକୁଦ ଡ୍ୟାମ ଓ କେନାଲ ପ୍ରକଳ୍ପ ପାଇଁ ଖର୍ଚ୍ଚ ହେବ ୮୫୫ କୋଟି ଟଙ୍କା

ସମ୍ବଲପୁର : ହୀରାକୁଦ ଡ୍ୟାମ ଓ କେନାଲର ପ୍ରକଳ୍ପ ପାଇ ମୋହନ ସରକାରଙ୍କ ବଡ ନିଷ୍ପତ୍ତି । ବନ୍ଧ ପ୍ରକଳ୍ପ ମରାମତି ନେଇ ରାଜ୍ୟ ସରକାର ସଙ୍କଳ୍ପ ପତ୍ର ଜାରୀ କଲେ ।  ୪ ବର୍ଷ ଯାଏ କାର୍ଯ୍ୟ ଚାଲିବ ବେଳେ ଏଥିରେ…

ଆମେରିକା ରାଷ୍ଟ୍ରପତି ନିର୍ବାଚନ: ମହାକାଶରୁ ଭୋଟ୍ ଦେବେ ସୁନୀତା ୱିଲିୟମ୍ସ

ଇତିହାସ ରଚିବାକୁ ଯାଉଛନ୍ତି ମହାକାଶଚାରୀ ଭାରତୀୟ ବଂଶୋଦ୍ଭବ ସୁନୀତା ୱିଲିୟମ୍ସ। ଅନ୍ତର୍ଜାତୀୟ ସ୍ପେଶ୍ ଷ୍ଟେସନରୁ ସେ ତାଙ୍କ ମାନବିକ ଅଧିକାର ସାବ୍ୟସ୍ତ କରିବେ। ଅର୍ଥାତ୍ ମହାକାଶରୁ ଦେବେ ଭୋଟ୍। ନଭେମ୍ବରରେ ୫ରେ ହେବାକୁ ଥିବା ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ସେ ତାଙ୍କର ମତ…