ବଦଳିବ ସରକାରୀ କୋଠାର ରଙ୍ଗ

ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ ବଡ ନିଷ୍ପତ୍ତି । ରାଜ୍ୟରେ ସମସ୍ତ ସରକାରୀ କୋଠାର ରଙ୍ଗ ପରିବର୍ତ୍ତନ କରାଯାଇ ଗୋଟିଏ ରଙ୍ଗ ହେବ । ସେହିପରି ପୁରୁଣା କୋଠାଗୁଡ଼ିକର ମରାମତି ବା ନବୀକରଣ କରାଯିବ । ଏନେଇ ଆଜି ରାଜ୍ୟ ସରକାରଙ୍କ ପୂର୍ତ୍ତ…

ଇସ୍ରାଏଲ- ହମାସ ଯୁଦ୍ଧକୁ ପୂରିଲା ବର୍ଷେ, IDF କହିଲା ଜାରି ରହିବ ଯୁଦ୍ଧ

ଇସ୍ରାଏଲ- ହମାସ ଯୁଦ୍ଧକୁ ପୂରିଲା ବର୍ଷେ। ଗତବର୍ଷ ଅକ୍ଟୋବର ୭ରେ ଇସ୍ରାଏଲରେ ନରସଂହାର ରଚିଥିଲେ ହମାସ୍ ଆତଙ୍କୀ। ଆକାଶ ମାର୍ଗରୁ ଓହ୍ଲାଇ ଘରେ ପଶି ସାଧାରଣ ଲୋକ, ମହିଳା ଓ ଛୋଟପିଲାଙ୍କୁ ଖୋଜି ଖୋଜି ଅତି ନୃଶଂସତାର ସହ ହତ୍ୟାକାଣ୍ଡ ଭିଆଇଥିଲେ।…

କଟକ ଦୁର୍ଗାପୂଜା ପାଇଁ ନିୟୋଜିତ ହେବେ ୬୦ ପ୍ଲାଟୁନ ପୋଲିସ ଫୋର୍ସ

କଟକ : କଟକ ସହରରେ ଦୁର୍ଗାପୂଜା ପାଇଁ ମୋଟ ୬୦ ପ୍ଲାଟୁନ ପୋଲିସ ଫୋର୍ସ। ଦୁଇ କମ୍ପାନୀ ସି ଆର୍ ପି ଏଫ୍ ଫୋର୍ସ ନିୟୋଜିତ ହେବେ। ଉଭୟ ପୂଜା ଓ ଭସାଣି ପାଇଁ ପୋଲିସ ବନ୍ଦୋବସ୍ତ। ମୋବାଇଲ ପେଟ୍ରୋଲିଂ, ଫୁଟ ପେଟ୍ରୋଲିଂ…

ସର୍ବକାଳୀନ ରେକର୍ଡ କଲା ସୁନା ଦର

ରେକର୍ଡ କଲା ସୁନା ଦର। ସର୍ବୋଚ୍ଚ ରେକର୍ଡ ସ୍ତରରେ ସୁନାର ଦାମ। ଆଜି ସୁନାର ଦାମ ଆଉ ୨୫୦ ଟଙ୍କା ମହଙ୍ଗା ହୋଇଛି। ଫଳରେ ୧୦ ଗ୍ରାମ ସୁନାର ଦାମ ୭୮,୭୦୦ ଟଙ୍କାରେ ପହଞ୍ଚିଛି। ଏହା ସର୍ବକାଳୀନ ରେକର୍ଡ। ଶୁକ୍ରବାର ଅନ୍ତର୍ଜାତୀୟ ବଜାରରେ…

ପ୍ରସନ୍ନ ଆଚାର୍ଯ୍ୟଙ୍କୁ ଜବାବ ଦେଲେ ବିଜେପିର ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି

ଭୁବନେଶ୍ବର: ବିଜେଡି ବିଧାୟକ ପ୍ରସନ୍ନ ଆଚାର୍ଯ୍ୟଙ୍କୁ ବରିଷ୍ଠ ବିଜେପି ନେତା ତଥା ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି କଡ଼ା ଜବାବ ଦେଇଛନ୍ତି। ସୋସିଆଲ ମିଡିଆରେ ପୋଷ୍ଚ କରି ଜବରଦସ୍ତ ବର୍ଷିଛନ୍ତି ସମୀର । ସେ କହିଛନ୍ତି, ପରାଜୟ ପରେ ହତୋତ୍ସାହିତ ହୋଇପଡିଛନ୍ତି…

ଭିଜିଲାନ୍ସ ଜାଲରେ ନିର୍ବାହୀ ଯନ୍ତ୍ରୀ

ସୁବର୍ଣ୍ଣପୁର: ଭିଜିଲାନ୍ସ ଜାଲରେ ନିର୍ବାହୀ ଯନ୍ତ୍ରୀ । ସୁବର୍ଣ୍ଣପୁର ଜିଲ୍ଲା ତେଲ ଜଳସେଚନ ପ୍ରକଳ୍ପର ନିର୍ବାହୀ ଯନ୍ତ୍ରୀ ଜିତେନ୍ଦ୍ର ପାଢ଼ୀ ଆଜି ଭିଜିଲାନ୍ସ ହାତରେ ଧରା ପଡିଛନ୍ତି । ଜଣେ ଠିକାଦାରଙ୍କ ଠାରୁ ବକେୟା ବିଲ କରିବା ପାଇଁ ସେ ୪୬…

ଆରଜି କର ହରର୍: CBI ଚାର୍ଜସିଟରେ ବଡ଼ ଖୁଲାସା

ଆରଜି କର ମେଡିକାଲ କଲେଜ ଓ ହସ୍ପିଟାଲ ଚ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାରେ ସିବିଆଇର ଚାର୍ଜସିଟରେ ବଡ଼ ଖୁଲାସା ହୋଇଛି। ଟ୍ରେନି ଡାକ୍ତରଙ୍କୁ ଗଣଦୁଷ୍କର୍ମ କରାଯାଇଥିବା ନେଇ ହୋଇଥିବା ଅଭିଯୋଗ ଉପରୁ ପରଦା ହଟିଛି। ଚାର୍ଜସିଟ୍ ଅନୁସାରେ, ଟ୍ରେନି ଡାକ୍ତରଙ୍କୁ ଗଣଦୁଷ୍କର୍ମ କରାଯାଇ…

ମାଓ ମୁକାବିଲା ସମୀକ୍ଷା ବୈଠକ : ୨୦୨୬ ମାର୍ଚ୍ଚ ସୁଦ୍ଧା ଦେଶରୁ ମୂଳପୋଛ ହେବେ ନକ୍ସଲ

୨୦୨୬ ମାର୍ଚ୍ଚ ସୁଦ୍ଧା ଦେଶରୁ ମୂଳପୋଛ ହେବେ ନକ୍ସଲ । ମାଓବାଦୀଙ୍କୁ ଆଉ ସ୍ଥାନୀୟ ସମର୍ଥନ ମିଳୁନି କହିଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ଅନେକ ସ୍ଥାନରେ ମାଓ ଉଗ୍ରବାଦ ଅନ୍ତିମ ଚରଣରେ ପହଞ୍ଚିଛି । ସୀମାନ୍ତରେ ଜଏଣ୍ଟ ଟାସ୍କ…

ଲାଲୁଙ୍କ ପରିବାରକୁ ବଡ଼ ଆଶ୍ୱସ୍ତି, ୯ ଜଣଙ୍କୁ ମିଳିଲା ଜାମିନ୍‌

ଆର୍‌ଜେଡି ସୁପ୍ରିମୋ ତଥା ବିହାର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବଙ୍କ ପରିବାରକୁ ମିଳିଲା ବଡ଼ ଆଶ୍ୱସ୍ତି। ଚାକିରି ବଦଳରେ ଜମି ଦୁର୍ନୀତି ମାମଲାରେ ଲାଲୁଙ୍କ ପରିବାରକୁ ମିଳିଛି ଜାମିନ। ଲାଲୁ ପ୍ରସାଦ ଯାଦବ, ତେଜସ୍ୱୀ ଯାଦବ ଓ ତେଜ୍‌ ପ୍ରତାପ…

ପୁଣି ରାଜଭବନ ଆଗରେ ଗର୍ଜିଲା ଛାତ୍ର କଂଗ୍ରେସ

ଭୁବନେଶ୍ବର: ପୁଣି ରାଜଭବନ ଆଗରେ ଗର୍ଜିଲା ଛାତ୍ର କଂଗ୍ରେସ । ପୁରୀ ରାଜଭବନରେ ସେ କଳା ରାତିର ଘଟଣାକୁ ନେଇ ରାଜ୍ୟପାଳ ରଘୁବର ଦାସଙ୍କ ପୁଅର ଗିରଫ ଦାବିରେ ଆଜି ରାଜଭବନ ଆଗରେ ପୁଣି ଯୁବ ଏବଂ ଛାତ୍ର କଂଗ୍ରେସ ବିକ୍ଷୋଭ…