ଆପ୍ ନେତାଙ୍କୁ ଅକାଳି ଦଳ ନେତାଙ୍କ ଗୁଳିମାଡ଼

ପଞ୍ଜାବର ଜଣେ ଆମ୍ ଆଦମୀ ପାର୍ଟି (ଆପ୍) ନେତାଙ୍କୁ ଗୁଳିମାଡ଼। ଶିରୋମଣି ଅକାଳୀ ଦଳର ଜଣେ ନେତା ତାଙ୍କୁ ଗୁଳିମାଡ଼ କରିଥିବା ଅଭିଯୋଗ ହୋଇଛି। ଦୁଇ ଦଳର ନେତାଙ୍କ ମଧ୍ୟରେ ଯୁକ୍ତିତର୍କ ଚାଲିଥିବା ବେଳେ ଗୁଳିମାଡ଼ ହୋଇଥିବା ପ୍ରାଥମିକ ତଦନ୍ତରୁ ସୂଚନା…

ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ଘରୋଇ ବସ୍ ଚଳାଚଳ ବନ୍ଦ ଡାକରା

ଭୁବନେଶ୍ବର: ଆସନ୍ତାକାଲି ସଂଧ୍ୟାରୁ ୨୪ ଘଣ୍ଟା ପର୍ଯ୍ୟନ୍ତ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ଘରୋଇ ବସ୍ ଚଳାଚଳ ବନ୍ଦ ଡାକରା ଦିଆଯାଇଛି । କାଲି ସଂଧ୍ୟା ୭ଟାରୁ ୮ ତାରିଖ ସଂଧ୍ୟା ପର୍ଯ୍ୟନ୍ତ ଘରୋଇ ବସ୍ ମାଲିକ ସଂଘ ବନ୍ଦ ଡାକରା…

ଓଏସଏସସି ପରିଚାଳିତ ଷ୍ଟାଟିଷ୍ଟିକାଲ୍ ଆସିଷ୍ଟାଣ୍ଟ ପରୀକ୍ଷାରେ ତ୍ରୁଟି ଅଭିଯୋଗ

ବାଲେଶ୍ବର: OSSC ପରିଚାଳିତ ଷ୍ଟାଟିଷ୍ଟିକାଲ ଆସିଷ୍ଟାଣ୍ଟ ପରୀକ୍ଷାରେ ତ୍ରୁଟି ଅଭିଯୋଗ। ବାଲେଶ୍ବରର ଗୋପାଳ ଗାଁ ପରୀକ୍ଷା କେନ୍ଦ୍ରରେ ତ୍ରୁଟି ହୋଇଥିବା ଅଭିଯୋଗ ହୋଇଛି । ଏଭଳି ଏକ ଗୁରୁତର ଅଭିଯୋଗ କରିଛନ୍ତି କିଛି ପରୀକ୍ଷାର୍ଥୀ। ପରୀକ୍ଷା ପୂର୍ବରୁ ପ୍ରଶ୍ନପତ୍ର ପ୍ୟାକେଟ୍ ସିଲ୍…

ମଞ୍ଚ ଉପରେ ‘ରାମ’ଙ୍କୁ ହାର୍ଟ ଆଟାକ୍‌, ଟଳି ପଡ଼ିଲେ

ମଞ୍ଚସ୍ଥ ହେଉଥିଲା ରାମାୟଣ। ମଞ୍ଚ ଉପରେ ଠିଆ ହୋଇ ଡାଏଲଗ କହୁଥିଲେ 'ରାମ'। ହେଲେ ଅଧରେ ଅଟକି ଗଲେ। ଦେଖୁ ଦେଖୁ ହଠାତ୍‌ ସେ ଟଳି ପଡିଲେ। ହାର୍ଟ ଆଟାକ୍‌ରେ ଚାଲିଗଲା ତାଙ୍କ ପ୍ରାଣ। ଏଭଳି କିଛି ଘଟଣା ଘଟିଛି ଦିଲ୍ଲୀରେ।…

‘କାମ ଦେଉନି ଡବଲ ଇଞ୍ଜିନ, ପୁଣି ବିଜେଡିକୁ ଫେରିବେ ଜନତା’

ଭୁବନେଶ୍ବର: ରାଜ୍ୟରେ ଡବଲ ଇଞ୍ଜିନ କାମ ଦେଉନାହିଁ । ଲୋକଙ୍କ ସମସ୍ୟାରେ ମୁହଁ ଫିଟାଉନାହାନ୍ତି ସରକାର । ତେଣୁ ଓଡିଶାର ଲୋକେ ବିଜେଡିକୁ ଭୋଟ ଦେବାକୁ ସ୍ଥିର କରିସାରିଲେଣି ବୋଲି ଦାବି କରିଛନ୍ତି ବିଜେଡି ମୁଖପାତ୍ର ଲେନିନ ମହାନ୍ତି  । ଖାଲି…

କୋଲକାତା ଲଜ୍ଜା: ଆମରଣ ଅନଶନରେ ଜୁନିଅର ଡାକ୍ତର

କୋଲକାତା ଆରଜି କର ମେଡିକାଲ କଲେଜର ଜଣେ ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାରେ ଜୁନିଅର ଡାକ୍ତରମାନେ ଏବେ ଆମରଣ ଅନଶନ ଆରମ୍ଭ କରିଛନ୍ତି। ମମତା ସରକାର ପ୍ରତିଶ୍ରୁତି ଦେବା ପରେ ମଧ୍ୟ ସେମାନଙ୍କ ଦାବି ପୂରଣ କରିନାହାଁନ୍ତି ବୋଲି…

ମହଙ୍ଗା ପଡିଲା ଦାଦାବଟି ମାଗିବା, ପୁଣି ଗିରଫ ହେଲା ରଘୁଆ

ଭୁବନେଶ୍ଵର: ରାଜଧାନୀ ରାଜରାସ୍ତାରେ ଦାଦା ମାନଙ୍କର ଦାଦାଗିରି । ଦାଦାବଟି ନ ଦେବାରୁ ଲୋକଙ୍କୁ ଦେଖାଉଛନ୍ତି ନାଲିଆଖି । ଜେଲରୁ ଫେରି ଦାଦାବଟି ମାଗୁଥିବା ଦାଦାକୁ ଗିରଫ କରିଛି ଏୟାରଫିଲ୍ଡ ଥାନା ପୋଲିସ । ସିସିଟିଭି ଆଧାରରେ ଅଭିଯୁକ୍ତକୁ ଧରିବାରେ ସଫଳ…

ନୂଆ ଖଣି ଟିକସ ବିଲ ପାଇଁ ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ ଦାବି କଲେ ବରିଷ୍ଠ କଂଗ୍ରେସ ନେତା ଶ୍ରୀକାନ୍ତ ଜେନା

ଭୁବନେଶ୍ୱର : ରାଜ୍ୟରେ ନୂଆ ଖଣି ଟିକସ ବିଲ ପାଇଁ ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ ଡାକିବା ପାଇଁ ଦାବି କଲେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ଶ୍ରୀକାନ୍ତ ଜେନା । ଓଡ଼ିଶାର ଖଣି ଓ ଖଣି ସଲଗ୍ନ ଜମି ପାଇଁ…

ବ୍ରହ୍ମପୁର ବିଶ୍ଵବିଦ୍ୟାଳୟରେ ରାଗିଂ ଘଟଣା: ୧୭ ଜଣଙ୍କ ଉପରେ କାର୍ଯ୍ୟାନୁଷ୍ଠାନ

ବ୍ରହ୍ମପୁର: ବ୍ରହ୍ମପୁର ବିଶ୍ଵବିଦ୍ୟାଳୟରେ ରାଗିଂ ଘଟଣା । ୧୭ ଜଣ ଛାତ୍ରଙ୍କ ଉପରେ କାର୍ଯ୍ୟାନୁଷ୍ଠାନ । ରାଗିଂ ଘଟଣାରେ ସଂପୃକ୍ତ ୪ଜଣ ହଷ୍ଟେଲରୁ ବିଦା ହୋଇଥିବା ବେଳେ ୧୩ ଜଣ ଛାତ୍ରଙ୍କୁ ହଜାର ଟଙ୍କା ଜୋରିମାନା ସହ ଅଣ୍ଡରଟେକିଂ ଦାଖଲ କରିବାକୁ…

ତିରୁପତି ପ୍ରସାଦରୁ ବାହାରିଲା ପୋକ!

ତିରୁପତି ତିରୁମାଲା ମନ୍ଦିରର ପ୍ରସାଦକୁ ନେଇ ଥମୁନି ବିବାଦ। ଏଠାରେ ଲଡ଼ୁରେ ଅପମିଶ୍ରିତ ଘିଅ ଓ ପଶୁ ଚର୍ବି ମିଶା ଯାଉଥିବା ନେଇ ବିବାଦ ଥମି ନଥିବା ବେଳେ ଏବେ ଏହାର ପ୍ରସାଦରୁ ବାହାରିଛି ପୋକ। ଏଭଳି କିଛି ସଙ୍ଗୀନ ଅଭିଯୋଗ…