ଆଜିଠୁ ହବିଷ୍ୟାଳୀ ବ୍ରତ ପାଇଁ ଅନଲାଇନ ପଞ୍ଜୀକରଣ ଆରମ୍ଭ

ପୁରୀ: ଆଜିଠୁ ହବିଷ୍ୟାଳୀ ବ୍ରତ ପାଇଁ ଅନଲାଇନ ପଞ୍ଜୀକରଣ ଆରମ୍ଭ । http://edistrict.odisha.gov.in ମାଧ୍ୟମରେ ପଞ୍ଜିକରଣ କରିପାରିବେ ହବିଷ୍ୟାଳୀ ମାନେ । ଅକ୍ଟୋବର ୧୧ ପର୍ଯ୍ୟନ୍ତ ଜାରି ରହିବ ଆବେଦନ ପ୍ରକ୍ରିୟା । ଅକ୍ଟୋବର ୧୮ରୁ ହବିଷ୍ୟାଳୀ ବ୍ରତ ଆରମ୍ଭ ।…

ମସ୍‌ଜିଦ ଉପରେ ଏୟାରଷ୍ଟ୍ରାଇକ୍, ୨୪ ମୃତ

ପୁଣି ଥରେ ଗାଜାରେ ଏୟାରଷ୍ଟ୍ରାଇକ୍‌ ଆରମ୍ଭ କରିଛି ଇସ୍ରାଏଲ। ରବିବାର ଗାଜାର ଏକ ମସଜିଦ ଉପରେ ଇସ୍ରାଏଲ ରକେଟ୍‌ ମାଡ଼ କରିଛି। ଏଥିରେ ଅତିକମ୍‌ରେ ୨୪ ଜଣଙ୍କ ମୃତ୍ୟୁ ହୋଇଛି। ସେହିପରି ଅନେକ ଆହତ ହୋଇଛନ୍ତି। ଇସ୍ରାଏଲ ଓ ହମାସ ଯୁଦ୍ଧକୁ…

ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ୧୦୦ ମିଟର ବ୍ୟବଧାନରେ ମାଟି ପରୀକ୍ଷା, ୨୦୨୭ ସୁଦ୍ଧା ପ୍ରକଳ୍ପ ଶେଷ ଲକ୍ଷ୍ୟ

ଭୁବନେଶ୍ୱର : ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ମାଟି ପରୀକ୍ଷା ଆରମ୍ଭ ହୋଇଛି । ବିମାନବନ୍ଦର ଛକରୁ ତ୍ରିଶୁଲିଆ ଛକ ପର୍ଯ୍ୟନ୍ତ ଭୁବନେଶ୍ୱର ମେଟ୍ରୋ ମାର୍ଗରେ ବିଭିନ୍ନ ସ୍ଥାନରେ ଏହି ମାଟି ପରୀକ୍ଷା ଆରମ୍ଭ ହୋଇଛି । ସମଗ୍ର ମାର୍ଗରେ ୧୦୦ ମିଟର…

କଳାହାଣ୍ଡି ଫରେଷ୍ଟର ସଞ୍ଜୟ ନାୟକ ମୃତ୍ୟୁ ଘଟଣା: ନିଲମ୍ବିତ ହେଲେ ରାୟଗଡ଼ା ଡିଏଫଓ

ଭବାନୀପାଟଣା: ବହୁଚର୍ଚ୍ଚିତ କଳାହାଣ୍ଡି ଫରେଷ୍ଟର ସଞ୍ଜୟ ନାୟକ ମୃତ୍ୟୁ ଘଟଣା । ରାୟଗଡ଼ା ଡିଏଫଓ ଦେବେନ୍ଦ୍ର ବେହେରା ନିଲମ୍ବିତ । ଭବାନୀପାଟଣାରେ ଗତ ୨ ଦିନ ଧରି ଜେରା କରିବା ପରେ ଦେବେନ୍ଦ୍ରଙ୍କ ବିରୋଧରେ ନିଆଯାଇଛି ବିଭାଗୀୟ କାର୍ଯ୍ୟାନୁଷ୍ଠାନ । ଜଙ୍ଗଲ,…

ମାଓ ପ୍ରଭାବିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ ବୈଠକ କରିବେ ଅମିତ ଶାହ

ଆସନ୍ତାକାଲି ମାଓ ପ୍ରଭାବିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହଙ୍କ ବୈଠକ। ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଏହି ବୈଠକ ବସିବ। ଏହି ବୈଠକରେ ଓଡ଼ିଶା, ଆନ୍ଧ୍ର ପ୍ରଦେଶ, ତେଲେଙ୍ଗାନା, ବିହାର, ଛତିଶଗଡ଼, ଝାଡ଼ଖଣ୍ଡ, ମହାରାଷ୍ଟ୍ର ଓ ମଧ୍ୟ…

ଆଇପିଏସ୍ ଅରୁଣ ଷଡ଼ଙ୍ଗୀଙ୍କୁ ମିଳିଲା ଭିଆରଏସ୍ ଅନୁମତି

ଭୁବନେଶ୍ୱର: ପୂର୍ବତନ ପୋଲିସ ଡିଜି ଅରୁଣ ଷଡ଼ଙ୍ଗୀଙ୍କୁ ମିଳିଛି ଭିଆରଏସ୍ ଅନୁମତି। ସେ ୧୯୯୦ ବ୍ୟାଚ ଆଇପିଏସ୍ ହୋଇଥିବା ବେଳେ ସରକାରୀ ଚାକିରିରୁ ସ୍ୱେଚ୍ଛାକୃତ ଅବସର ନେବା ପାଇଁ ରାଜ୍ୟ ସରକାର ତାଙ୍କୁ ଆଜି ଅନୁମତି ଦେଇଛନ୍ତି । ଫଳରେ ସେ…

ତିନିଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଭୁବନେଶ୍ବର: ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜିଠୁ ତିନିଦିନିଆ ଦିଲ୍ଲୀ ଗସ୍ତରେ ଯିବେ। ଦିଲ୍ଲୀରେ ମାଓ ମୁକାବିଲାକୁ ନେଇ ଗୃହମନ୍ତ୍ରୀ ଅମିତ୍ ଶାହା ଅଧ୍ୟକ୍ଷତାରେ ବସିବାକୁ ଥିବା ବୈଠକରେ ଦେବେ ଯୋଗ ଦେବେ ସେ। ଏହା ସହ ଅନ୍ୟାନ୍ୟ କାର୍ଯ୍ୟକ୍ରମରେ…

ମା କଟକ ଚଣ୍ଡୀଙ୍କ ଷୋଡଶ ଦିନାତ୍ମକ ପୂଜା, ଜମୁଛି ଭକ୍ତଙ୍କ ଭିଡ଼

କଟକ : ଚାଲିଛି ମା କଟକ ଚଣ୍ଡୀଙ୍କ ଷୋଡଶ ଦିନାତ୍ମକ ପୂଜା । ନବରାତ୍ର ପୂଜାର ଚତୁର୍ଥ ଦିନରେ ମା କଟକ ଚଣ୍ଡୀ ହରଚଣ୍ଡୀ ବେଶରେ ଦର୍ଶନ ଦେଉଛନ୍ତି । ଗତକାଲି ମା ଷୋଡଶୀ ବେଶରେ ଦର୍ଶନ ଦେଇଥିଲେ। ହୋମପାଠ, ଯଜ୍ଞ ମନ୍ତ୍ର…

ଏକ୍‌ଜିଟ୍ ପୋଲ : ଜମ୍ମୁ-କଶ୍ମୀରରେ କୌଣସି ଦଳକୁ ଆବଶ୍ୟକ ମ୍ୟାଜିକ ନମ୍ବର ମିଳିବ ନାହିଁ

ନୂଆଦିଲ୍ଲୀ,୫।୧୦:ପ୍ରାୟ ୧୦ବର୍ଷ ପରେ ଜମ୍ମୁ କଶ୍ମୀରରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ହୋଇଛି। ଏଠାରେ ୯୦ଟି ବିଧାନସଭା ଆସନ ପାଇଁ ତିନୋଟି ପର୍ଯ୍ୟାୟରେ ନିର୍ବାଚନ ହୋଇଛି। ଅକ୍ଟୋବର ୮ରେ ଭୋଟ ଫଳାଫଳ ପ୍ରକାଶ ପାଇବ, କିନ୍ତୁ ଏହାପୂର୍ବରୁ ଏକଜିଟ ପୋଲ ଓ…

୧୨ଟି ଜିଲ୍ଲାକୁ ସତର୍କତା, କୋହଲା ପବନ ସହ ହେବ ବଜ୍ରପାତ

ଭୁବନେଶ୍ବର : ରାଜ୍ୟର ୧୨ଟି ଜିଲ୍ଲାକୁ ଆସନ୍ତା ୨୪ ଘଣ୍ଟା ପାଇଁ ପାଣିପାଗ ବିଭାଗ ସତର୍କତା ଜାରି କରିଛି । ସେହି ସବୁ ଜିଲ୍ଲାର ଅଧିକାଂଶ ସ୍ଥାନରେ କୋହଲା ପବନ ବହିବା ସହ ବଜ୍ରପାତ ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି…