ରେଳ ଧାରଣାରୁ ହାତ ଗୋଡ଼ ବନ୍ଧା ଅବସ୍ଥାରେ ମୃତଦେହ ଉଦ୍ଧାର

ଚୌଦ୍ୱାର: ଚୌଦ୍ୱାରରେ ଚାଞ୍ଚଲ୍ୟ । ହାତ ଗୋଡ଼ ବନ୍ଧା ଅବସ୍ଥାରେ ମୃତଦେହ ଉଦ୍ଧାର । ନିଗୁଣ୍ଡି ରେଲୱେ ଷ୍ଟେସନ ରେଳ ଧାରଣାରୁ ମୃତଦେହ ଉଦ୍ଧାର ହୋଇଛି । ଟ୍ରେନରେ କଟି ମୁଣ୍ଡ, ଗଣ୍ଡି ଅଲଗା ହୋଇଯାଇଥିବାବେଳେ ରଳ ଧାରଣା ଉପରେ ପଡିଛି ମୃତଦେହ…

ସଚିବାଳୟର ତୃତୀୟ ମହଲାରୁ ତଳକୁ ଡେଇଁ ପଡ଼ିଲେ ଉପ ବାଚସ୍ପତି

ମୁମ୍ବାଇରେ ଥିବା ମହରାଷ୍ଟ୍ରର ସଚିବାଳୟରେ ଘଟିଛି ଗୋଟିଏ ଅଦ୍ଭୂତ ଘଟଣା। ସଚିବାଳୟର ତୃତୀୟ ମହଲାରୁ ତଳକୁ ଡେଇଁ ପଡ଼ିଛନ୍ତି ମହାରାଷ୍ଟ୍ର ବିଧାନସଭାର ଉପ ବାଚସ୍ପତି ନରହରି ଜିରୱାଲ। ତାଙ୍କ ସହ ଜଣେ ବିଜେପି ସାଂସଦ ଓ ଆଉ ଦୁଇ ଜଣ ବିଧାୟକ…

୬ରୁ ଆରମ୍ଭ ହେବ ହବିଷ୍ୟାଳି ପଞ୍ଜିକରଣ, ୧୧ ତାରିଖ ଯାଏଁ କରିପାରିବେ ଅନ୍ ଲାଇନରେ ଆବେଦନ

ପୁରୀ: ଆସନ୍ତା ୧୮ ତାରିଖରୁ ଆରମ୍ଭ ହେବ କାର୍ତ୍ତିକ ମାସ । ଏଥିପାଇଁ ଆସନ୍ତା ୬ରୁ ଆରମ୍ଭ ହେବ ହବିଷ୍ୟାଳୀ ପଞ୍ଜିକରଣ। ୧୧ ତାରିଖ ପର୍ଯ୍ୟନ୍ତ ଅନ୍ ଲାଇନରେ ପଞ୍ଜୀକରଣ ଚାଲିବ । edistrict.odisha.gov.in portal ମାଧ୍ୟମରେ ନିର୍ଦ୍ଧିଷ୍ଟ ଫର୍ମ ମାଧ୍ୟମରେ ଅନଲାଇନ…

ଯାଜପୁରରେ ଗଡ଼ିଲା ଅଧିଷ୍ଠାତ୍ରୀ ଦେବୀ ବିରଜାଙ୍କ ରଥ

ଯାଜପୁର: ଆରମ୍ଭ ହୋଇଛି ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମାଆ ବିରଜାଙ୍କ ରଥଯାତ୍ରା । ରଥଖଳାରେ ମାସେ ହେଲାଣି ଚାଲିଥିଲା ସିଂହଧ୍ୱଜ ରଥନିର୍ମାଣ । ମାଆ ବିରଜାଙ୍କୁ ରଥରେ ଦର୍ଶନ ପାଇଁ ଅପେକ୍ଷାରେ ଥିଲେ ଶ୍ରଦ୍ଧାଳୁ । ଗଡିଛି ବିଜୟା ରଥ,ଅସତ୍ୟ ଉପରେ…

ବିଧାୟକ କ୍ୟାପଟେନ୍‌ ଦିବ୍ୟଶଙ୍କର ମିଶ୍ରଙ୍କୁ ଅଣ୍ଡାମାଡ଼

କେଶିଙ୍ଗା: କଳାହାଣ୍ଡି ଜୁନାଗଡ଼ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର ନିଜ ନିର୍ବାଚନ ମଣ୍ଡଳୀର ଗୋଳମୁଣ୍ଡା କଲେଜର ଏକାଡେମୀକ ଉତ୍ସବକୁ ଯାଇଥିବାବେଳେ କିଛି ଯୁବକଙ୍କ ଗାଡ଼ି ଉପରକୁ ଅଣ୍ଡା ମାଡ଼। ପୂର୍ବରୁ ବିଜେଡି ସମର୍ଥକ ଏମାନେ ଥିଲେ ଏବେ ବିଜେପି ସମର୍ଥକ ଥିବା…

ବରଗଡ଼ ଜିଲ୍ଲା କାରାଗାରରେ ପୋଲିସ ବିଭାଗର ଅଚାନକ ଚଢ଼ାଉ

ବରଗଡ଼:ବରଗଡ଼ ଜିଲ୍ଲା କାରାଗାରରେ ପୋଲିସ ବିଭାଗର ଅଚାନକ ଚଢ଼ାଉ l ଚଢ଼ାଉ ବେଳେ କାରାଗାରରୁ ବ୍ୟାପକ ମାତ୍ରାରେ ମାଦକ ଦ୍ରବ୍ୟ ଜବତ କରିଛି ପୋଲିସ l ସେପଟେ ସମ୍ବଲପୁର ମଣ୍ଡଳ କାରାଗାରରେ ଅଚାନକ ଚଢ଼ାଉ କରି ବିପୁଳ ମାଦକଦ୍ରବ୍ୟ ଜବତ କରିଛି…

ଆପ୍ ଜରିଆରେ ୫୦୦ କୋଟି ଟଙ୍କା ଠକେଇ; ଭାରତୀ ସିଂହ ଓ ଏଲଭିସ ଯାଦବଙ୍କୁ ସମନ

ୟୁଟ୍ୟୁବର ଏଲଭିସ ଯାଦବଙ୍କ ପାଇଁ ପୁଣି ଅଡୁଆ ବଢିଛି। ଏକ ଆପ୍ ଆଧାରିତ ସ୍କାମରେ ୫୦୦ କୋଟି ଟଙ୍କା ଠକେଇ ଅଭିଯୋଗରେ ସମନ ପଠାଇଛି ଦିଲ୍ଲୀ ପୁଲିସ। ଏଲଭିସ ଯାଦବଙ୍କ ସମେତ ହାସ୍ୟ ଅଭିନେତା ଭାରତୀ ସିଂହ ଏବଂ ଅନ୍ୟ ତିନି…

ଓଡ଼ିଶାକୁ ବିଦେଶୀ ପୁଞ୍ଜି ଆଣିବା ପାଇଁ ରାଜ୍ୟ ସରକାରଙ୍କ ପ୍ରୟାସ ଚାଲିଛି: ସୁରେଶ ପୂଜାରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଦିଲ୍ଲୀ ଗସ୍ତକୁ ନେଇ ଅଧିକ ସୂଚନା ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ସେ କହିଛନ୍ତି, ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଦିଲ୍ଲୀ ଗସ୍ତ କାଳରେ ନିବେଶକାରୀମାନଙ୍କ ସହ ଆଲୋଚନା କରିଛନ୍ତି। ଖାଲି ସେତିକି ନୁହେଁ, ମୁଖ୍ୟମନ୍ତ୍ରୀ…

ଅଗ୍ନିବୀରଙ୍କ ପାଇଁ ବଡ ଘୋଷଣା କଲେ ରାଜ୍ୟ ସରକାର

ଭୁବନେଶ୍ବର: ଅଗ୍ନବିୀରଙ୍କ ପାଇଁ ପୁଣି ନରମିଲେ ରାଜ୍ୟ ସରକାର । ପ୍ରଥମେ ୧୦ ପ୍ରତିଶତ  ସଂରକ୍ଷଣ ଏବେ ପୁଣି ବୟସ ସୀମାରେ ବି କୋହଳ କରିଛନ୍ତି ସରକାର । ତେବେ ଏନେଇ ସରକାର ବିଜ୍ଞପ୍ତି ଜାରି କରିଛନ୍ତି । ଅବସରପ୍ରାପ୍ତ ଅଗ୍ନିବୀରଙ୍କ…

ତିରୁପତି ଲଡୁ ବିବାଦ; SITକୁ ତଦନ୍ତ ନିର୍ଦ୍ଦେଶ ଦେଲେ ସୁପ୍ରିମକୋର୍ଟ

ତିରୁପତି ଲଡୁ ବିବାଦ ମାମଲାର ତଦନ୍ତ କରିବ ସ୍ପେଶାଲ ଇନଭେଷ୍ଟିଗେସନ ଟିମ୍ (SIT)। ଆଜି ସୁପ୍ରିମକୋର୍ଟ ତଦନ୍ତ ପାଇଁ ଏସଆଇଟିକୁ ନିର୍ଦ୍ଦେଶ ଦେଇଛନ୍ତି। ଖାଦ୍ୟ ସୁରକ୍ଷା ଏବଂ ମାନକ ପ୍ରାଧିକରଣ (FSSAI)ର ଦୁଇଜଣ ବରିଷ୍ଠ ଅଧିକାରୀ ଏବଂ ସିବିଆଇର ଦୁଇଜଣ ବରିଷ୍ଠ ଅଧିକାରୀଙ୍କୁ…