ଜାତିସଂଘ ମହାସଚିବଙ୍କୁ ବ୍ୟାନ୍‌ କଲା ଇସ୍ରାଏଲ୍‌

ଜାତିସଂଘ ମହାସଚିବ ଆଣ୍ଟୋନିଓ ଗୁଟେରସଙ୍କୁ ବ୍ୟାନ୍‌ କରିଛି ଇସ୍ରାଏଲ୍‌। ଇସ୍ରାଏଲ ମାଟିକୁ ଗୁଟେରସଙ୍କ ପ୍ରବେଶ ଉପରେ ନିଷେଧ ଘୋଷଣା କରିଛି। ଇସ୍ରାଏଲ ଉପରେ ଇରାନର ଆକ୍ରମଣକୁ ନିନ୍ଦା କରି ନଥିବାରୁ ଏହି ବ୍ୟାନ୍‌ ଘୋଷଣା କରାଯାଇଛି। ଇସ୍ରାଏଲର ବୈଦେଶିକ ମନ୍ତ୍ରୀ ଇସ୍ରାଏଲ କ୍ୟାଟ୍‌ଜ…

ମହାଳୟା ଅବସରରେ ଧବଳମୁଖୀ ବେଶରେ ଦର୍ଶନ ଦେଲେ ମା’ ସମଲେଶ୍ବରୀ

ସମ୍ବଲପୁର: ଆଜି ମାଆ ସମଲେଶ୍ବରୀଙ୍କ ଧବଳମୁଖୀ ବେଶ । ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମାଆ ସମଲେଶ୍ୱରୀ ଭକ୍ତଙ୍କୁ ଧଵଳମୁଖୀ ବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଇଛନ୍ତି  । ବର୍ଷ ତମାମ ସିନ୍ଦୁର ବର୍ଣ୍ଣରେ ଦର୍ଶନ ଦେଉଥିବା ମାଆ ସମଲେଶ୍ୱରୀ କେବଳ ମହାଳୟାରେ ଶ୍ୱେତବର୍ଣ୍ଣରେ…

ମଧ୍ୟପ୍ରାଚ୍ୟରେ ଏକ ବିପଜ୍ଜନକ ସ୍ଥିତି ତିଆରି କରିଛି ଇରାନ: କମଲା ହାରିସ

ମଧ୍ୟପ୍ରାଚ୍ୟାରେ ଘନେଇବାରେ ଲାଗିଛି ଯୁଦ୍ଧ ଆଶଙ୍କା। ଇସ୍ରାଏଲ ଉପରେ ତୁହାକୁ ତୁହା ମିସାଇଲ ମାଡ କରିଛି ଇରାନ୍‌। ଏହାକୁ ନେଇ ଏବେ ଇରାନ୍‌ ଉପରେ ବର୍ଷିଛନ୍ତି ଆମେରିକାର ଉପରାଷ୍ଟ୍ରପତି ତଥା ଡେମୋକ୍ରାଟିକ ରାଷ୍ଟ୍ରପତି ପ୍ରାର୍ଥୀ କମଲା ହାରିସ। ସେ କହିଛନ୍ତି ଯେ ଇରାନ…

‘ଶ୍ରୀମନ୍ଦିର ନୀତିକାନ୍ତିରେ ବିଭ୍ରାଟ କଲେ ନିସ୍ତାର ନାହିଁ’

ପୁରୀ: ଶ୍ରୀମନ୍ଦିର ଲୁହା କଡ଼େଇ ଅବଢ଼ା ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ସେ କହିଛନ୍ତି ଯେ, ଶ୍ରୀମନ୍ଦିର ନୀତିକାନ୍ତିରେ ବିଭ୍ରାଟ କଲେ କଠୋର ପଦକ୍ଷେପ ନିଆଯିବ । ଆଇନ ମନ୍ତ୍ରୀ ଆହୁରି କହିଛନ୍ତି ଯେ, ଏହି…

ଭାଙ୍ଗିଗଲା ବ୍ଲେଡ୍‌, ବନ୍ୟା ପାଣିରେ ଅବତରଣ କଲା ବାୟୁସେନା ହେଲିକପ୍ଟର

ବିହାରର ବନ୍ୟା ପ୍ରଭାବିତ ଅଞ୍ଚଳରେ ଆଜି ଆକାଶ ମାର୍ଗରୁ ରିଲିଫ ସାମଗ୍ରୀ ପକାଇବାକୁ ଯାଇଥିବା ଭାରତୀୟ ବାୟୁ ସେନାର ଏକ ହେଲିକପ୍ଟର ବିପଜ୍ଜନକ ଭାବେ ବନ୍ୟା ପାଣିରେ ଅବତରଣ କରିବାକୁ ବାଧ୍ୟ ହୋଇଛି। ତେବେ ସେଥିରେ ଥିବା ଭାରତୀୟ ବାୟୁ ସେନାର…

IPS ସ୍ତରରେ ଅଦଳବଦଳ, ମାଲକାନଗିରି SP ହେଲେ ବିନୋଦ ପାଟିଲ୍

ଭୁବନେଶ୍ୱର : ଆଇପିଏସ୍‌ ସ୍ତରରେ ଅଦଳବଦଳ । ଛୋଟଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । ଏନେଇ ବିଜ୍ଞପ୍ତି ମଧ୍ୟ ପ୍ରକାଶ ପାଇଛି । ତେବେ ପ୍ରକାଶ ପାଇଥିବା ବିଜ୍ଞପ୍ତି ଅନୁସାରେ, ବରିଷ୍ଠ ଆଇପିଏସ୍‌ ବିନୋଦ ପାଟିଲ ହେଲେ ମାଲକାନଗିରି ଏସ୍‌ପି…

ଓଡ଼ିଶାରେ ସରେଇକେଲା-ଖରସୁଆନର ମିଶ୍ରଣ’ ଉପରେ ସ୍ପଷ୍ଟୀକରଣ ରଖିଲେ ମୁଖ୍ୟମନ୍ତ୍ରୀ

ରାଞ୍ଚି/ଭୁବନେଶ୍ବର: ପଡୋଶୀ ରାଜ୍ୟରେ ବିଧାନସଭା ନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ଦଳୀୟ ପ୍ରଚାର ପାଇଁ ମଙ୍ଗଳବାର ଝାଡ଼ଖଣ୍ଡ ଗସ୍ତରେ ଯାଇଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏହି ସମୟରେ ସରେଇକେଲା-ଖରସୁଆନ ଅଞ୍ଚଳକୁ ଓଡିଶାରେ ମିଶାଇବା ପ୍ରସଙ୍ଗ ଉପରେ ସେ ସ୍ପଷ୍ଟୀକରଣ ରଖିଛନ୍ତି…

ଇରାନ୍‌କୁ କଡ଼ା ଚେତାବନୀ, ସାଙ୍ଘାତିକ ପରିଣାମ ଭୋଗିବାକୁ ପଡ଼ିବ

ପୁଣି ବିଶ୍ୱ ଦେଖିବ କି ତୃତୀୟ ବିଶ୍ୱଯୁଦ୍ଧ। ମଧ୍ୟପ୍ରାଚ୍ୟରେ ପୁଣି ଆରମ୍ଭ ହୋଇଛି ଯୁଦ୍ଧ ପରିସ୍ଥିତି। ଇସ୍ରାଏଲ ଓ ଇରାନ୍‌ ମଧ୍ୟରେ ଆରମ୍ଭ ହୋଇଛି ଯୁଦ୍ଧ। ଇସ୍ରାଏଲ ଉପରେ ୨୦୦ରୁ ଅଧିକ ମିସାଇଲ୍‌ ମାଡ଼ କରିଛି ଇରାନ୍‌। ଏହି ଆକ୍ରମଣ ପରେ…

୪ ଦିନ ପରେ ଭଦ୍ରକରେ ସ୍ୱାଭାବିକ ହେଲା ଇଣ୍ଟରନେଟ୍‌ ସେବା

ଧୀରେ ଧୀରେ ସୁଧୁରୁଛି ଭଦ୍ରକର ସ୍ଥିତି। ୪ ଦିନ ପରେ ଗତକାଲି ମଧ୍ୟରାତ୍ରିରୁ ଭଦ୍ରକ ରେ ସ୍ୱାଭାବିକ ହୋଇଛି ଇଣ୍ଟରନେଟ୍‌ ସେବା। ସୋଶାଲ ମିଡିଆ ପୋଷ୍ଟକୁ ନେଇ ଦେଖାଦେଇଥିବା ଉତ୍ତେଜନା ପରେ ଇଣ୍ଟରନେଟ ସେବାକୁ ବନ୍ଦ କରି ଦିଆଯାଇଥିଲା। ଇଣ୍ଟରନେଟ୍‌ ସେବା…

ମହାଳୟାର ମହତ୍ତ୍ବ

ମହାଳୟା ଦିନ ଆମ ରାଜ୍ୟରେ ହିନ୍ଦୁମାନଙ୍କଦ୍ୱାରା ପିତୃପୁରୁଷଙ୍କ ସନ୍ତୁଷ୍ଟି ପାଇଁ ଶ୍ରାଦ୍ଧ କର୍ମ କରାଯାଏ । ମହାଳୟା ଅମାବାସ୍ୟାରେ ଅନୁଷ୍ଠିତ ଶ୍ରାଦ୍ଧକୁ '''ମହାଳୟା ଶ୍ରାଦ୍ଧ''', '''ସାମ୍ବତ୍ସରିକ ଶ୍ରାଦ୍ଧ''' ବା '''ପାର୍ବଣ ଶ୍ରାଦ୍ଧ''' ବା '''ମଉଳା ଶ୍ରାଦ୍ଧ''' କୁହାଯାଏ । ଆଶ୍ୱିନ ମାସର…