ରାଜଧାନୀରେ ଗାଡି ହର୍ଣ୍ଣ ମାରିବାକୁ ନେଇ ଛୁରାମାଡ଼

ଭୁବନେଶ୍ୱର: ରାଜଧାନୀରେ ଗାଡି ହର୍ଣ୍ଣ ମାରିବାକୁ ନେଇ ଛୁରାମାଡ଼। ଗଣ୍ଡଗୋଳର ତଦନ୍ତ ପାଇଁ ଆସିଥିବା ପିସିଆର କର୍ମଚାରୀଙ୍କୁ ଅତର୍କିତ ଛୁରାମାଡ଼ ହୋଇଛି। ଭୁବନେଶ୍ୱର ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ଚକେଇସିଆଣି ସ୍ଥିତ ଶ୍ରୀରାମନଗରରେ ଏହି ଘଟଣା ଘଟିଛି। ଗତକାଲି ରାତି ପ୍ରାୟ ଗୋଟାଏ…

୩ କଲେଜକୁ ଇ-ମେଲରେ ବୋମା ବିସ୍ଫୋରଣ ଧମକ

ବେଙ୍ଗାଲୁରୁରେ ଥିବା ୩ ପ୍ରସିଦ୍ଧ କଲେଜକୁ ବୋମା ବିସ୍ଫୋରଣର ଧମକ ମିଳିଛି। ଇ-ମେଲ ଯୋଗେ କେହି ୩ କଲେଜକୁ ଏପରି ଧମକ ଦେଇଛନ୍ତି। ଧମକ ମିଳିବା ପରେ ପୁଲିସ୍‌ ଓ ବୋମା ନିଷ୍କ୍ରିୟକାରୀ ଟିମ ଘଟଣା ସ୍ଥଳରେ ପହଞ୍ଚି ଯାଞ୍ଚ ଆରମ୍ଭ…

କ୍ୟାମେରାରେ କଏଦ ହେଲା କଳାବାଘ

ମୟୂରଭଞ୍ଜ: ଶିମିଳିପାଳ ଅଭୟାରଣ୍ୟରୁ ଆସିଲା କଳାବାଘର ପ୍ରଥମ ଝଲକ । କଳାବାଘଟି କିପରି ଅତି ଆନନ୍ଦର ସହ ବିଚରଣ କରୁଛି ତାହାର ପ୍ରଥମ ଝଲକ ଭିଡିଓଟି କ୍ୟାମେରାରେ କଏଦ ହୋଇଛି । ଜାରି ହୋଇଥିବା ଭିଡିଓରେ ବାଘଟି ବିଚରଣ କରୁଥିବାର ନଜର…

ଦୁଇ ଦିନିଆ ପାକିସ୍ତାନ ଗସ୍ତରେ ଯିବେ ଏସ ଜୟଶଙ୍କର

ପାକିସ୍ତାନ ଯିବେ ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର। ଇସଲାମବାଦରେ ଆୟୋଜିତ ହେବାକୁ ଥିବା ସଙ୍ଘାଇ ସମ୍ମିଳନୀର ବାର୍ଷିକ ବୈଠକରେ ଯୋଗଦେବାକୁ ସେ ପାକିସ୍ତାନ ଗସ୍ତ କରିବେ। ଅଗଷ୍ଟ ୩୦ରେ ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ନିଶ୍ଚିତ କରାଯାଇଥିଲା। ସଙ୍ଘାଇ ସମ୍ମିଳନୀରେ ଯୋଗଦେବା…

କନଷ୍ଟେବଲଙ୍କୁ ମରଣାନ୍ତକ ଆକ୍ରମଣ; ଖଣ୍ଡା ଚୋଟରେ ଛିଡ଼ିଗଲା ହାତ ପାପୁଲି

ସମ୍ବଲପୁର: ପୋଲିସକୁ ମରଣାନ୍ତକ ଆକ୍ରମଣ। ଦୁର୍ବୃତ୍ତଙ୍କ ଖଣ୍ଡା ଚୋଟରେ ଛିଡିଯାଇଛି ପୋଲିସ କନଷ୍ଟେବଲଙ୍କ ହାତ ପାପୁଲି। ଏପରି ଘଟଣା ଘଟିଛି ସମ୍ବଲପୁର ଜିଲ୍ଲା ବୁର୍ଲା ଥାନା ଅନ୍ତର୍ଗତ ଝରାପାଲି ଗାଁରେ। ଆହତ କନଷ୍ଟେବଲଙ୍କ ନାଁ ସରୋଜ ଭୋଇ। ତାଙ୍କୁ ଗୁରୁତର ଅବସ୍ଥାରେ…

ଇରାନ ସୁପ୍ରିମ ଲିଡରଙ୍କ ବଡ଼ ବୟାନ: ବେଶୀ ଦିନ ତିଷ୍ଠିବନି ଇସ୍ରାଏଲ

ଇରାନ ସୁପ୍ରିମ ଲିଡର ଅୟାତୋଲ୍ଲା ଅଲି ଖାମେନେଇ ଆଜି ୫ ବର୍ଷ ମଧ୍ୟରେ ପ୍ରଥମଥର ପାଇଁ ଶୁକ୍ରବାର ପୂରା ବିଶ୍ୱକୁ ସମ୍ବୋଧନ କରିଛନ୍ତି। ଏହାକୁ ଇରାନ ପକ୍ଷରୁ ଖାମେନେଇଙ୍କ ଧାର୍ମିକ ପ୍ରବଚନ ଭାବେ ଅବିହିତ କରାଯାଇଛି। ଏହି ଭାଷଣରେ ସେ ଇସ୍ରାଏଲ…

ଗୁଳିବିନିମୟରେ ୧୪ ନକ୍ସଲ ନିପାତ, ବିପୁଳ ପରିମାଣରେ ଅସ୍ତ୍ରଶସ୍ତ୍ର ଜବତ

ମାଲକାନଗିରି: ସୀମାନ୍ତ ଛତିଶଗଡ଼ର ସୁକମା ଏବଂ ନାରାୟନପୁର ଜିଲ୍ଲାରେ ପୁଲିସ ସହ ନକ୍ସଲ ଗୁଳିବିନିମୟରେ ୧୪ ଜଣ ନକ୍ସଲ ମୃତ୍ୟୁବରଣ କରିଥିବା ବେଳେ ବିପୁଳ ପରିମାଣରେ ବିସ୍ଫୋରକ ଓ ମାଓ ସାମଗ୍ରୀ ଜବତ କରାଯାଇଛି। ବିଶେଷ ସୂତ୍ରରୁ ଖବର ପାଇ ସୁକମା…

ଶାରଳାଙ୍କ ପୀଠରେ ବ୍ୟବହାର ହେଉଛି ନିମ୍ନମାନର ଘିଅ, ଫୁଡ଼ ଇନସ୍ପେକ୍ଟରଙ୍କ ଚଢ଼ାଉ

ଜଗତସିଂହପୁର : ଜଗତସିଂହପୁର ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମା ଶାରଳାଙ୍କ ପୀଠରେ ଆରମ୍ଭ ହୋଇଛି ପାର୍ବଣ ପୂଜା । ଦୈନଦିନ ଏଠାକୁ ହଜାର ହଜାର ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥାଏ । ତେବେ ମାଙ୍କ ନିକଟରେ ହେଉଥିବା ନୀତିକୁ ନେଇ ବଡ଼ ବୟାନ ରଖିଛନ୍ତି…

ରେଳ ଧାରଣାରୁ ହାତ ଗୋଡ଼ ବନ୍ଧା ଅବସ୍ଥାରେ ମୃତଦେହ ଉଦ୍ଧାର

ଚୌଦ୍ୱାର: ଚୌଦ୍ୱାରରେ ଚାଞ୍ଚଲ୍ୟ । ହାତ ଗୋଡ଼ ବନ୍ଧା ଅବସ୍ଥାରେ ମୃତଦେହ ଉଦ୍ଧାର । ନିଗୁଣ୍ଡି ରେଲୱେ ଷ୍ଟେସନ ରେଳ ଧାରଣାରୁ ମୃତଦେହ ଉଦ୍ଧାର ହୋଇଛି । ଟ୍ରେନରେ କଟି ମୁଣ୍ଡ, ଗଣ୍ଡି ଅଲଗା ହୋଇଯାଇଥିବାବେଳେ ରଳ ଧାରଣା ଉପରେ ପଡିଛି ମୃତଦେହ…

ସଚିବାଳୟର ତୃତୀୟ ମହଲାରୁ ତଳକୁ ଡେଇଁ ପଡ଼ିଲେ ଉପ ବାଚସ୍ପତି

ମୁମ୍ବାଇରେ ଥିବା ମହରାଷ୍ଟ୍ରର ସଚିବାଳୟରେ ଘଟିଛି ଗୋଟିଏ ଅଦ୍ଭୂତ ଘଟଣା। ସଚିବାଳୟର ତୃତୀୟ ମହଲାରୁ ତଳକୁ ଡେଇଁ ପଡ଼ିଛନ୍ତି ମହାରାଷ୍ଟ୍ର ବିଧାନସଭାର ଉପ ବାଚସ୍ପତି ନରହରି ଜିରୱାଲ। ତାଙ୍କ ସହ ଜଣେ ବିଜେପି ସାଂସଦ ଓ ଆଉ ଦୁଇ ଜଣ ବିଧାୟକ…