ପାରାଦୀପ ବନ୍ଦରରେ ଅଘଟଣ; କ୍ରେନରୁ ଭାଙ୍ଗିଗଲା ବୁମ୍ ଗ୍ରାଫ୍
ପାରାଦୀପ : ପାରାଦୀପ ବନ୍ଦର MPB ବର୍ଥରେ ଅଘଟଣ ଘଟିଛି। କ୍ରେନରୁ ଭାଙ୍ଗି ଜାହାଜ ଉପରେ ଖସି ପଡ଼ିଛି ଓଜନିଆ ବୁମ୍ ଗ୍ରାଫ୍। ଏଥିରେ କ୍ରେନ ଅପରେଟର ଆହତ ହୋଇଛନ୍ତି। ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଆଜି ସକାଳେ ବୋଥ୍ରା ସିପିଙ୍ଗ…