ଭଦ୍ରକରୁ ହଟିଲା ୧୬୩ ଧାରା
ଭଦ୍ରକ : ଭଦ୍ରକରୁ ହଟିଛି ଧାରା ୧୬୩। ଧାମନଗର ଏନଏସି ଓ ଧୋବଲ ସହ ଆଖପାଖ ଅଞ୍ଚଳରୁ କଟକଣା ହଟିବା ନେଇ ଉପ-ଜିଲ୍ଲାପାଳ ସୂଚନା ଦେଇଛନ୍ତି। ଗତ ମାସ ୨୭ ତାରିଖରୁ ଏହି ସ୍ଥାନରେ ୧୬୩ ଧାରା ଜାରି କରାଯାଇଥିଲା। ଶାନ୍ତିଶୃଙ୍ଖଳା…
ଭଦ୍ରକ : ଭଦ୍ରକରୁ ହଟିଛି ଧାରା ୧୬୩। ଧାମନଗର ଏନଏସି ଓ ଧୋବଲ ସହ ଆଖପାଖ ଅଞ୍ଚଳରୁ କଟକଣା ହଟିବା ନେଇ ଉପ-ଜିଲ୍ଲାପାଳ ସୂଚନା ଦେଇଛନ୍ତି। ଗତ ମାସ ୨୭ ତାରିଖରୁ ଏହି ସ୍ଥାନରେ ୧୬୩ ଧାରା ଜାରି କରାଯାଇଥିଲା। ଶାନ୍ତିଶୃଙ୍ଖଳା…
କେନ୍ଦୁଝର : ସଦର ବ୍ଲକ ଅନ୍ତର୍ଗତ ହାଣ୍ଡିଭଙ୍ଗା ଓ ରାଇକଳା ପଞ୍ଚାୟତ ସଂଯୋଗ କରୁଥିବା ରାସ୍ତା ତଥା ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିଜ ଗ୍ରାମ ଶୋଚନୀୟ ହୋଇ ପଡ଼ିଥିବାବେଳେ ବିଭାଗ ନିଘୋଡ଼ ନିଦ୍ରାରେ ଶୋଇଛି। ଘଟଣାରୁ ପ୍ରକାଶ ଯେ,…
ଭୁବନେଶ୍ୱର,୯ା୧୦: ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ନୂତନ ଭାବେ ସୃଷ୍ଟି ହୋଇଥିବା ଲିଭ ଟ୍ରେନିଂ ରିଜର୍ଭ (LTR) ପୋଷ୍ଟ ପାଇଁ ଓଡ଼ିଶା କର୍ମଚାରୀ ଚୟନ ଆୟୋଗ (OSSC) ତରଫରୁ ବିଜ୍ଞପ୍ତି ଜାରି କରାଯାଇଛି। ଏହି ନିଯୁକ୍ତି ପ୍ରକ୍ରିୟାରେ ନିଯୁକ୍ତ ଶିକ୍ଷକମାନେ…
ଭୁବନେଶ୍ଵର: ଆଜି ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୭ତମ ଜନ୍ମ ଜୟନ୍ତୀ। ଏହି ଅବସରରେ ବିଧାନସଭା ପରିସରରେ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଶ୍ରଦ୍ଧାସୁମନ ଅର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ବାଚସ୍ପତି ସୁରମା ପାଢୀଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି…
ଭୁବନେଶ୍ବର : ରାଜ୍ୟରେ ହିତାଧିକାରୀଙ୍କୁ ଖୁବଶୀଘ୍ର ମିଳି ତୃତୀୟ ପର୍ଯ୍ୟାୟ ସୁଭଦ୍ରା ଟଙ୍କା। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା ସୂଚନା ଦେଇଛନ୍ତି। ସାମ୍ବାଦିକ ସମ୍ମିଳନୀ କରି ଉପମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏଯାବତ ୧କୋଟି ୫୦ହଜାର ମହିଳା ରେଜିଷ୍ଟ୍ରେସନ କରିସାରିଲେଣି। ୨ଟି ପର୍ଯ୍ୟାୟରେ…
କଟକ : ପବିତ୍ର ଗୋପବନ୍ଧୁ ଜୟନ୍ତୀ ଅବସରରେ ଆଜି ବିଜୁ ଜନତା ଦଳ କଟକ ଜିଲ୍ଲା ପକ୍ଷରୁ ସ୍ଥାନୀୟ ସାରଳା ଭବନରେ ସଦସ୍ୟ ସଂଗ୍ରହ ଅଭିଯାନ ଆରମ୍ଭ ହୋଇଛି। ଏହି କାର୍ଯ୍ୟକ୍ରମରେ ଜିଲ୍ଲା ସଭାପତି ତଥା ରାଜ୍ୟସଭା ସାଂସଦ ଦେବାଶିଷ ସାମନ୍ତରାୟ,…
ଭୁବନେଶ୍ବର : ନକ୍ସଲ ପ୍ରଭାବିତ ଅଞ୍ଚଳ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଆରମ୍ଭ ହୋଇଛି 'ଗ୍ରାମୋଦୟ' କାର୍ଯ୍ୟକ୍ରମ। ହିତାଧିକାରୀଙ୍କୁ ସରକାରୀ ଯୋଜନାର ସବୁ ସୁବିଧା ପହଞ୍ଚାଇବା ଲକ୍ଷ୍ୟ ନେଇ ଏହି ଯୋଜନା କରାଯାଇଛି। ନକ୍ସଲ ପ୍ରଭାବିତ ବରଗଡ଼, ବଲାଙ୍ଗିର, କଳାହାଣ୍ଡି, ବୌଦ୍ଧ,…
ଭୁବନେଶ୍ବର : ପୂର୍ବତନ ବିଧାୟକ ତଥା ରାଜ୍ୟସଭା ସାଂସଦ ଧନେଶ୍ୱର ମାଝୀଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୪ ବର୍ଷ ହୋଇଥିଲା। କେସିଙ୍ଗା ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ଆଜି ସକାଳେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଆଜି ସକାଳେ…
କଟକ : କଟକରେ ଆଜି ବିଜେଡିର ସଭ୍ୟ ସଂଗ୍ରହ ଅଭିଯାନ କାର୍ଯ୍ୟକ୍ରମରେ ବିସ୍ଫୋରକ ଭାଷଣ ଦେଇଛନ୍ତି ଦଳର ଚୌଦ୍ୱାର-କଟକ ବିଧାୟକ ସୌଭିକ ବିଶ୍ୱାଳ। ସେ ନାଁ ନ ନେଇ ଦଳର ଜଣେ ତୁଙ୍ଗ ନେତାଙ୍କ ଉପରେ ପ୍ରବଳ ବର୍ଷିଛନ୍ତି। ସେ କହିଛନ୍ତି,…
ବାଲେଶ୍ବର : ବାଲେଶ୍ୱର ଜିଲ୍ଲା ସୋର ଥାନା ଖରାସାହାପୁର ଗାଁରେ ଦୁଇ ଭଉଣୀ ଗାଧୋଇବାକୁ ଯାଇଥିବା ବେଳେ ପୋଖରୀରେ ବୁଡ଼ି ଜୀବନ ହରାଇଛନ୍ତି। ମୃତକ ଦ୍ୱୟ ହେଉଛନ୍ତି ଗାଁର ମାନସ ବେହେରାଙ୍କ ଝିଅ ରାଜଲକ୍ଷ୍ମୀ ଓ ଭାଗ୍ୟଲକ୍ଷ୍ମୀ। ଦୁଇ ଭଉଣୀ ଘର ପାଖ…