October 19, 2024

ମଧୁମେହ ରୋଗୀଙ୍କ ପାଇଁ ଖୁସି ଖବର, ଉପଶମ ଦେବ ଔଷଧୀୟ ଚା’

ମଧୁମେହ ରୋଗୀଙ୍କ ପାଇଁ ଖୁସି ଖବର। ଏଣିକି ରୋଗରୁ ଉପଶମ ଦେବ ଏକ ସ୍ୱତନ୍ତ୍ର ଚା’। ଯାହାକୁ ପିଇଲେ ଆପଣ ଚା’ର ମଜା ଉଠାଇବା ସହ ଏହାର ଔଷଧୀୟ ଗୁଣ ଆପଣଙ୍କ ଶରୀର ପାଇଁ ସାଜିବ ରାମବାଣ। କେବଳ ମଧୁମେହ ରୋଗ…

ବେଦାନ୍ତ ଓଡ଼ିଶାରେ ଆଉ ୧ ଲକ୍ଷ କୋଟି ଟଙ୍କା ନିବେଶ କରିବ : ସୃଷ୍ଟି ହେବ ୨ ଲକ୍ଷ ନୂଆ ନିଯୁକ୍ତି

ମୁମ୍ବାଇ, : ବେଦାନ୍ତ ଗତ ଦୁଇ ଦଶନ୍ଧି ଧରି ଓଡ଼ିଶାର ଅଂଶୀଦାର ହୋଇ ୧ ଲକ୍ଷ କୋଟି ଟଙ୍କାରୁ ଅଧିକ ପୁଞ୍ଜି ନିବେଶ କରିବା ସହିତ ରାଜ୍ୟରେ ଏକ ଲକ୍ଷରୁ ଅଧିକ ନିଯୁକ୍ତି ସୃଷ୍ଟି କରିଥିବାବେଳେ ଆଉ ୧ଲକ୍ଷ କୋଟି ଟଙ୍କାର…

‘କଂଗ୍ରେସ ନୁହେଁ, ବିଜେପିରେ ମିଶିବ ବିଜେଡି’

ଭୁବନେଶ୍ବର : ବିଜେଡି ଆଉ ବେଶୀ ଦିନ ରହିବ ନାହିଁ। ସେହି ଦଳ ଭାଙ୍ଗିଯିବ। କଂଗ୍ରେସ ନୁହେଁ, ବିଜେପିରେ ମିଶିବ ବିଜେଡି। ଆଜି ଏମିତି ଚାଞ୍ଚଲ୍ୟକର ବୟାନ୍‌ ଦେଇଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ। ଗଣମାଧ୍ୟମକୁ ସୂଚନା ଦେଇ ଶ୍ରୀ…

କେନ୍ଦ୍ରାପଡାର ପୂର୍ବତନ ବିଧାୟକଙ୍କ ପରଲୋକ

କେନ୍ଦ୍ରାପଡା : କେନ୍ଦ୍ରାପଡାର ପୂର୍ବତନ ବିଧାୟକ ତଥା ପୂର୍ବତନ ବିଜେଡି ଜିଲା ସଭାପତି ଉତ୍କଳ କେଶରୀ ପରିଡାଙ୍କର ଆଜି ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୫ବର୍ଷ ହୋଇଥିଲା । ଦୀର୍ଘ ଦିନଧରି ସେ ଅସୁସ୍ଥ ଥିବା ବେଳେ ଘରୋଇ ହସ୍ପିଟାଲରେ…

ଶ୍ରୀମନ୍ଦିରରେ ବରିଷ୍ଠ ସେବାୟତଙ୍କୁ ଆକ୍ରମଣ ଘଟଣା: ପନ୍ତିବଡ଼ୁ ସେବକ ନିଲମ୍ବିତ

ପୁରୀ : ଶ୍ରୀମନ୍ଦିର ବରିଷ୍ଠ ସେବାୟତ ତଥା ସୁପରଭାଇଜର ବକ୍ସି ରାମଚନ୍ଦ୍ର ପ୍ରତିହାରୀଙ୍କୁ ଆକ୍ରମଣ ଘଟଣାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଘଟଣାରେ ସମ୍ପୃକ୍ତି ଅଭିଯୋଗରେ ପନ୍ତିବଡ଼ୁ ସେବକ ଚନ୍ଦନ ସାମନ୍ତରାଙ୍କୁ ନିଲମ୍ବିତ କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ। ଏଥିସହ…

ମୁମ୍ବାଇ ନିବେଶକ ସମ୍ମିଳନୀର ଦ୍ୱିତୀୟ ଦିନ; ବିର୍ଲା ଗ୍ରୁପ୍‌‌ ସିଇଓଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

ମୁମ୍ବାଇ: ମୁମ୍ବାଇରେ ଚାଲିଥିବା ନିବେଶକ ସମ୍ମିଳନୀର ଆଜି ଦ୍ୱିତୀୟ ଦିନ। ଦେଶର ପ୍ରମୁଖ ଉଦ୍ୟୋଗୀଙ୍କ ସହ ଆଲୋଚନା କରୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ଅବସରରେ ପ୍ରଥମ ସେସନରେ ଆଦିତ୍ୟ ବିର୍ଲା ଗ୍ରୁପର ଚେୟାରମ୍ୟାନ ଶ୍ରୀ କୁମାର ମଙ୍ଗଲମ୍‌‌ ବିର୍ଲା…

କ୍ରିକେଟ୍‌ ବଲ୍‌ ଆଣିବାକୁ ଯାଇ କେନାଲ୍‌ରେ ବୁଡ଼ିଗଲେ ୩ ସାଙ୍ଗ

ବାରିପଦା : କ୍ରିକେଟ୍‌ ବଲ୍‌ ଆଣିବାକୁ ଯାଇ ସୁବର୍ଣ୍ଣରେଖା କେନାଲ୍‌ରେ ବୁଡ଼ିଗଲେ ୩ ସାଙ୍ଗ। ଆଜି ଅପରାହ୍ନରେ ଏପରି ହୃଦୟବିଦାରକ ଘଟଣା ମୟୂରଭଞ୍ଜ ଜିଲ୍ଲାରେ ଘଟିଛି। ୩ ସାଙ୍ଗଙ୍କ ବୟସ ୧୨ରୁ ୧୪ ବର୍ଷ ହେବ। ସାରସକଣା ବ୍ଲକ୍‌ ନୂଆଗାଁର ଶ୍ରୀୟାଂଶୁ…

ରୁଦ୍ର ହସ୍ପିଟାଲ ନାଁରେ ଅଙ୍ଗ ତସ୍କରୀ ଅଭିଯୋଗ ମିଥ୍ୟା; ବ୍ୟବଚ୍ଛେଦ ରିପୋର୍ଟରେ ସ୍ପଷ୍ଟ

କଟକ : କଟକ ରୁଦ୍ର ହସ୍ପିଟାଲ ବିରୋଧରେ ହୋଇଥିବା ଅଙ୍ଗ ତସ୍କରୀ ଅଭିଯୋଗ ମିଥ୍ୟା ପ୍ରମାଣିତ ହୋଇଛି। କନ୍ଧମାଳର ବାବୁଲା ଦିଗାଳଙ୍କ ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ କୌଣସି ଅଙ୍ଗ ଚୋରି ହୋଇନାହିଁ ସମସ୍ତ ଅଙ୍ଗ ଯଥା ସ୍ଥାନରେ ଥିବା…

ଭୁଲ ଚିକିତ୍ସା ଯୋଗୁଁ ରୋଗୀ ମୃତ୍ୟୁ ଅଭିଯୋଗ; ନର୍ସିଂହୋମ ବିରୋଧରେ ତଦନ୍ତ ନିର୍ଦ୍ଦେଶ

ବଲାଙ୍ଗୀର : ବଲାଙ୍ଗିର ଜିଲ୍ଲା ଟିଟିଲାଗଡ଼ର ଜୀବନ ଜ୍ୟୋତି ହସ୍ପିଟାଲ ବିରୋଧରେ ହେବ ତଦନ୍ତ। ଭୁଲ ଚିକିତ୍ସା ଯୋଗୁଁ ମିତା ବେହେରା ନାମ୍ନୀ ଜଣେ ରୋଗୀଙ୍କ ମୃତ୍ୟୁ ଅଭିଯୋଗ ମାମଲାରେ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ। ନର୍ସିଂହୋମ କର୍ତ୍ତୃପକ୍ଷଙ୍କ…

ବଦଳିବ ‘ଆମ ଓଡ଼ିଶା, ନବୀନ ଓଡ଼ିଶା’ ଯୋଜନାର ନାଁ

ଭୁବନେଶ୍ବର : ପରିବର୍ତ୍ତନ ହେବ ‘ଆମ ଓଡ଼ିଶା, ନବୀନ ଓଡ଼ିଶା’ ଯୋଜନାର ନାଁ। ଏହାବଦଳରେ ‘ବିକଶିତ ଗାଁ ବିକଶିତ ଓଡ଼ିଶା’ ନାଁ ରଖାଯାଇ ଯୋଜନା ଚାଲିବ ବୋଲି ପଞ୍ଚାୟତରାଜ ମନ୍ତ୍ରୀ ରବି ନାଏକ ସୂଚନା ଦେଇଛନ୍ତି। ଏହି ଯୋଜନାରେ ପଲ୍ଲୀସଭାକୁ ଗୁରୁତ୍ୱ…