ଅକ୍ଟୋବର ୨୩ରୁ ମହାବିଦ୍ୟାଳୟ, ବିଶ୍ବବିଦ୍ୟାଳୟରେ ୩ଦିନ ବନ୍ଦ ରହିବ ପାଠପଢ଼ା

ଭୁବନେଶ୍ବର: ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟ ସାମୁଦ୍ରିକ ବାତ୍ୟା ‘ଦାନା’ ନେଇ ରାଜ୍ୟ ସରକାର ଉପକୂଳ ଓଡ଼ିଶା ଏବଂ ଉତ୍ତର ଓଡ଼ିଶାର ୧୪ଟି ଜିଲ୍ଲାରେ ମହାବିଦ୍ୟାଳୟ ଓ ବିଶ୍ବବିଦ୍ୟାଳୟଗୁଡ଼ିକ ୩ ଦିନ ଛୁଟି ରଖିବା ନେଇ ନିଷ୍ପତ୍ତି…

ବାତ୍ୟା ‘ଦାନା’ ନେଇ ଏସ୍‌ପିଙ୍କ ସହ କଥା ହେଲେ ଡିଜିପି

ଭୁବନେଶ୍ବର: ସମ୍ଭାବ୍ୟ ବାତ୍ୟା ‘ଦାନା’ର ମୁକାବିଲା ଓ ପୁନଃରୁଦ୍ଧାର ପାଇଁ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ହୋଇଯାଇଛି। ବୈଠକରେ ବାତ୍ୟା ଆଶ୍ରୟ ସ୍ଥଳରେ ପୁଲିସ ଫୋର୍ସ ମୁତୟନ, ସମୁଦ୍ର କୂଳ ଅଞ୍ଚଳରେ ମେରାଇନ…

ରାଜ୍ୟ ସରକାରଙ୍କ ମହିଳା କର୍ମଚାରୀଙ୍କ ପାଇଁ ବର୍ଷକୁ ୧୨ ଦିନ ଅତିରିକ୍ତ ସାମୟିକ ଛୁଟି ଘୋଷଣା

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ମହିଳା କର୍ମଚାରୀଙ୍କ ପାଇଁ ଅତିରିକ୍ତ ସାମୟିକ ଛୁଟି ୧୨ ଦିନକୁ ବୃଦ୍ଧି କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି। ସେମାନେ ଏହି ଅତିରିକ୍ତ ଛୁଟି ପ୍ରଚଳିତ ୧୦ ଦିନ ସାମୟିକ ଛୁଟି ଓ…

ବାତ୍ୟା ’ଦାନା’ରେ ବୁଲା ଗାଈଗୋରୁ ଓ ପଶୁଙ୍କ ସୁରକ୍ଷା ପାଇଁ ଜିଲାପାଳଙ୍କ ଗୁରୁତ୍ୱ

ଭୁବନେଶ୍ୱର: ଭାରତୀୟ ପାଣି ପାଗ ବିଭାଗ (ଆଇଏମଡି) ଏବଂ ଓଡ଼ିଶା ସରକାରଙ୍କ ସ୍ବତନ୍ତ୍ର ରିଲିଫ କମିଶନରଙ୍କ ସୂଚନା ମତେ ସମ୍ଭାବ୍ୟ ସାମୁଦ୍ରିକ ବାତ୍ୟା ‘ଦାନା’ର ପ୍ରଭାବରେ ଆସନ୍ତା ୨୩ ତାରିଖରୁ ୨୫ ତାରିଖ ପର୍ଯ୍ୟନ୍ତ ଖୋର୍ଦ୍ଧା ଜିଲା ସମେତ ଓଡ଼ିଶା ଉପକୂଳର…

ବିବାଦ ପରେ ଓଏସଏସଏସସିରେ ନିଯୁକ୍ତି : ଲଳିତ ଦାସ ଅଧ୍ୟକ୍ଷ, ଉଦ୍ଧବ ଓ ସରୋଜ ସଦସ୍ୟ

ଭୁବନେଶ୍ବର : ବିଭିନ୍ନ ପଦବୀ ପାଇଁ ନିଯୁକ୍ତିରେ ଅନିୟମିତତାକୁ ନେଇ ବିବାଦରେ ଥିବା ଓଡ଼ିଶା ସବଅର୍ଡିନେଟ୍ ଷ୍ଟାଫ ସିଲେକ୍ସନ(ଓଏସଏସଏସସି)ରେ ଆଜି ରାଜ୍ୟ ସରକାର ପୂର୍ଣ୍ଣକାଳୀନ ଅଧ୍ୟକ୍ଷ ନିଯୁକ୍ତି କରିଛନ୍ତି । ଓଏସଏସଏସସି ଅଧ୍ୟକ୍ଷ ଭାବେ ଅବସରପ୍ରାପ୍ତ ଓଡ଼ିଆ ଆଇପିଏସ୍ ଲଳିତ ଦାସଙ୍କୁ…

‘ଦାନା’ ପାଇଁ ନଗର ଉନ୍ନୟନ ବିଭାଗର ଏସଓପି: ୧୧ ବରିଷ୍ଠ ଅଫିସରଙ୍କୁ ୩୦ ଜିଲ୍ଲା ଦାୟିତ୍ୱ

ଭୁବନେଶ୍ବର : ଭୟଙ୍କର ରୂପଧାରଣ କରି ସ୍ଥଳଭାଗ ଆଡ଼େ ମୁହାଁଇଥିବା ସାମୁଦ୍ରିକ ଝଡ଼ ‘ଦାନା’ର ମୁକାବିଲା ପାଇଁ ନଗର ଉନ୍ନୟନ ବିଭାଗ ସ୍ୱତନ୍ତ୍ର ପଦକ୍ଷେପ ନେଇଛି। ନିଜର ବିଭାଗୀୟ ୧୧ଜଣ ବରିଷ୍ଠ ଅଫିସରଙ୍କୁ ବିଭିନ୍ନ ଜିଲ୍ଲା ଦାୟିତ୍ୱ ଦେବା ସହ ସବୁ…

ଅସାଧୁ ବ୍ୟବସାୟୀଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ ନିମନ୍ତେ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର: ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ବଙ୍ଗୋପସାଗରରେ ସୃଷ୍ଟ ସମ୍ଭାବ୍ୟ ବାତ୍ୟାକୁ ନେଇ ବିଭିନ୍ନ ପ୍ରସଙ୍ଗରେ ସମୀକ୍ଷା କରିଛନ୍ତି । ରାଜ୍ୟ ଅତିଥି ଭବନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ବିଭାଗୀୟ ଅଧିକାରୀ ଏବଂ…

ବାତ୍ୟା ମୁକାବିଲା: ବିଧାୟକମାନଙ୍କ ସହଯୋଗ ଲୋଡ଼ିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ସମ୍ଭାବ୍ୟ ବାତ୍ୟା ‘ଦାନା’ର ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ସମସ୍ତ ବିଧାୟକମାନଙ୍କର ସହଯୋଗ ଲୋଡ଼ିଛନ୍ତି। ବାତ୍ୟାର ମୁକାବିଲା ପାଇଁ ରାଜ୍ୟ ସରକାର ବ୍ୟାପକ ପ୍ରସ୍ତୁତି ସହ ‘ଜିରୋ କାଜୁଆଲିଟି’ ଉପରେ ଗୁରୁତ୍ୱ ଦେଇଛନ୍ତି। ପ୍ରଶାସନିକସ୍ତରରେ…

ବାତ୍ୟା ମୁକାବିଲା: ୧୦ ଲକ୍ଷ ଲୋକଙ୍କୁ କରାଯିବ ସ୍ଥାନାନ୍ତର, ଭଟିଣ୍ଡାରୁ ଆସିଲେ ୫ଟି ଏନଡିଆରଏଫ ଟିମ୍‌

ଭୁବନେଶ୍ବର : ରାଜ୍ୟରେ ସମ୍ଭାବ୍ୟ ବାତ୍ୟା ‘ଦାନା’ ଭୟଙ୍କର ରୂପ ନେଇ ସ୍ଥଳଭାଗ ଆଡ଼କୁ ମାଡ଼ି ଆସୁଥିବାବେଳେ ରାଜ୍ୟ ସରକାର ଜିରୋ କାଜିଆଲିଟି ଉପରେ ଗୁରୁତ୍ୱ ଦେଇଛନ୍ତି। ବାତ୍ୟାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ୧୦ଲକ୍ଷ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର…

୨୪ ଘଣ୍ଟା ଭିତରେ କଟକ ସହରରୁ ହୋଡିଂ ଓ ବାଉଁଶ ଗେଟ୍‌ ହଟାଅ

କଟକ : ସମ୍ଭାବ୍ୟ ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି କଟକ ସହର ସମସ୍ୟା ସମ୍ପର୍କିତ ମାମଲାରେ ହାଇକୋର୍ଟଙ୍କ ନିର୍ଦ୍ଦେଶ। ସହରରୁ ହୋଡିଂ ଓ ବାଉଁଶ ଗେଟ ୨୪ ଘଣ୍ଟା ଭିତରେ ହଟାଇବାକୁ କଟକ ଡିସିପି, ଜିଲ୍ଲାପାଳ ଓ CMC କମିଶନରଙ୍କୁ ହାଇକୋର୍ଟ…