October 23, 2024

ରାଜ୍ୟ ମହିଳା କମିଶନ ଭଙ୍ଗ କଲେ ସରକାର

ଭୁବନେଶ୍ୱର: ରାଜ୍ୟ ମହିଳା କମିଶନ ଭଙ୍ଗ କରିଛନ୍ତି ମୋହନ ମାଝୀ ସରକାର । ବୁଧବାର ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷାଙ୍କ ସମେତ ଅନ୍ୟ ସଦସ୍ୟାମାନଙ୍କୁ ମଧ୍ୟ ପଦରୁ ହଟାଇ ଦିଆଯାଇଛି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା…

ପିକେଙ୍କ ସତର୍କ ପଦକ୍ଷେପ: ଉପ-ନିର୍ବାଚନରେ ​​ଦୁଇ ପ୍ରାର୍ଥୀ ବଦଳାଇଲେ

ପାଟନା: ବିହାରର ନିର୍ବାଚନୀ ରାଜନୀତିରେ ପ୍ରଶାନ୍ତ କିଶୋର(ପିକେ)ଙ୍କ ଦଳ ଜନ ସୁରାଜ ଉପ-ନିର୍ବାଚନ ପାଇଁ ଚାରିଜଣ ପ୍ରାର୍ଥୀଙ୍କୁ ବଦଳାଇଛି। ରାଜ୍ୟର ରାଜନୈତିକ ସ୍ଥିତିକୁ ଦୃଷ୍ଟିରେ ରଖି ପିକେ ସତର୍କ ହୋଇ ପଦକ୍ଷେପ ଗ୍ରହଣ କରୁଛନ୍ତି। ପିକେ ଗୟାର ବେଲାଗଞ୍ଜ ଆସନରେ ବାରମ୍ବାର…

ଗାଧୋଇବା ବେଳେ ବୁଡ଼ିଗଲେ ମାଆ, ପୁଅ ଓ ଝିଅ

ଘଟଗାଁ: କେନ୍ଦୁଝର ଜିଲ୍ଲା ଘଟଗାଁ ବ୍ଲକ ବଡ଼ ମସିଣାବିଲା ଗ୍ରାମପଞ୍ଚାୟତ ଅନ୍ତର୍ଗତ ପଣାପସୀ ଗ୍ରାମରେ ଘଟିଛି ଏକ ବଡ ଅଘଟଣ । ପୋଖରୀରେ ବୁଡ଼ି ଗୋଟିଏ ପରିବାରର ମା, ପୁଅ ଓ ଝିଅ ତିନିଜଣଙ୍କ ଜୀବନ ଯାଇଛି । ଆଜି ସକାଳ…

ମହାରାଷ୍ଟ୍ର ନିର୍ବାଚନ ପାଇଁ ଏନସିପି ଘୋଷଣା କଲା ୩୮ ଜଣ ପ୍ରାର୍ଥୀଙ୍କ ନାମ

ମୁମ୍ବାଇ: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ଅଜିତ ପାୱାରଙ୍କ ଏନସିପି ୩୮ଟି ଆସନରେ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ଏନସିପିର ପ୍ରାର୍ଥୀ ତାଲିକାରେ ୟେବଲାରୁ ଛଗନ ଭୁଜବଲ ଏବଂ କାଗଲରୁ ହାସନ ମୁଶ୍ରିଫଙ୍କୁ ଟିକେଟ ଦିଆଯାଇଛି। ଏଥିସହିତ ଅଜିତ ପାୱାର ନିଜେ…

ବାତ୍ୟା ‘ଦାନା’ ପାଇଁ ୩ ଦିନ ବନ୍ଦ ରହିବ ଭିତରକନିକା

କେନ୍ଦ୍ରାପଡା: ବାତ୍ୟା ‘ଦାନା’ ଓଡ଼ିଶାର ଭିତରକନିକା ଜାତୀୟ ଉଦ୍ୟାନ ଏବଂ ଧାମରା ମଧ୍ୟରେ ଲ୍ୟାଣ୍ଡଫଲ୍ କରିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏହାକୁ ନଜରରେ ରଖି ଅଧିକାରୀମାନେ ୩ ଦିନ ପାଇଁ ଭିତରକନିକା ଜାତୀୟ ଉଦ୍ୟାନ ବନ୍ଦ ଲାଗି ନିଷ୍ପତ୍ତି…

ବାତ୍ୟାକୁ ନେଇ ପୁରୀ, ଧାମରା ଓ ପାରାଦ୍ବୀପ ବନ୍ଦରକୁ ୧୦ ନଂ ବିପଦ ସଙ୍କେତ ଜାରି

ପରିବର୍ତ୍ତନ ହେଲା ପାଗ । ଆରମ୍ଭ ହୋଇଗଲାଣି ବର୍ଷା ପବନ । କାଲିଠୁ ବଢ଼ିବ। ବାତ୍ୟାକୁ ନେଇ ପୁରୀ, ଧାମରା ଓ ପାରାଦ୍ବୀପ ବନ୍ଦରକୁ ୧୦ ନଂ ବିପଦ ସଙ୍କେତ ଜାରି ହୋଇଛି । ଗୋପାଳପୁର ବନ୍ଦରକୁ ୮ ନଂ ବିପଦସଙ୍କେତ…

ବାତ୍ୟା ‘ଦାନା’ : ଦୁଇ ଦିନ ବନ୍ଦ ରହିବ ନନ୍ଦନକାନନ ଓ ବଟାନିକାଲ୍ ପାର୍କ

ଭୁବନେଶ୍ଵର : ବାତ୍ୟା ‘ଦାନା’ ୨୪ ତାରିଖ ରାତିରୁ ୨୫ ତାରିଖ ସକାଳ ମଧ୍ୟରେ ଭିତରକନିକା ଓ ଭଦ୍ରକ ଜିଲ୍ଲାର ଧାମରା ମଧ୍ୟରେ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ଥିବା ଆକଳନ କରିଛି ପାଣିପାଗ ବିଭାଗ । ଭୀଷଣ ବାତ୍ୟାର ରୂପ…

ଲୋକଙ୍କୁ ସମସ୍ତ ସହାୟତା ଯୋଗାଇ ଦିଆଯିବ: ରାଜସ୍ୱ ମନ୍ତ୍ରୀ

ଭୁବନେଶ୍ବର: ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ‌ହୋଇଥିବା ସାମୁଦ୍ରିକ ବାତ୍ୟା ‘ଦାନା’ ପ୍ରଭାବରେ ବିଭିନ୍ନ ଜିଲ୍ଲାରେ ଝିପ୍ ଝିପ୍ ବର୍ଷା ଆରମ୍ଭ ହୋଇଗଲାଣି । ସନ୍ଧ୍ୟାକୁ ବର୍ଷାର ପରିମାଣ ବଢିବ । ଶେଷ ଆକଳନ ସୁଦ୍ଧା ପୂର୍ବ…

ହବିଷ୍ୟାଳିଙ୍କ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା, ୨୪ ଓ ୨୫ ତାରିଖରେ ବନ୍ଦ ରହିପାରେ ମହାପ୍ରଭୁଙ୍କ ଦର୍ଶନ

ପୁରୀ: ବାତ୍ୟା ‘ଦାନା’ ୨୪ ତାରିଖ ରାତିରୁ ୨୫ ତାରିଖ ସକାଳ ମଧ୍ୟରେ ଭିତରକନିକା ଓ ଭଦ୍ରକ ଜିଲ୍ଲାର ଧାମରା ମଧ୍ୟରେ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି । ଭୀଷଣ ବାତ୍ୟାର ରୂପ…

ବାତ୍ୟା ‘ଦାନା’ ପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅପିଲ୍

ବାତ୍ୟା ‘ଦାନା’ ପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅପିଲ୍ । ବାତ୍ୟା ମୁକାବିଲା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ସବୁ ବ୍ୟବସ୍ଥା କରିଛନ୍ତି । ଧନ ଜୀବନକୁ ସୁରକ୍ଷିତ ରଖିବା ପାଇଁ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି । ବାତ୍ୟା…