ଜେଏସଡବ୍ଲ୍ୟୁ ସହ ବୁଝାମଣା କଲା ପସ୍କୋ, ୧୯ ବର୍ଷ ପରେ ଓଡ଼ିଶା ଫେରିବ
ଭୁବନେଶ୍ବର : ଦକ୍ଷିଣ କୋରିଆ କମ୍ପାନୀ ପସ୍କୋ ପ୍ରାୟ ୧୯ବର୍ଷ ପରେ ଓଡ଼ିଶା ଫେରିବ । ଆଉ ଇସ୍ପାତ କ୍ଷେତ୍ରରେ ପୁଞ୍ଜିନିବେଶ କରିବ । ବିଶ୍ୱର ସପ୍ତମ ବୃହତମ ଇସ୍ପାତ ଉତ୍ପାଦନକାରୀ ପସ୍କୋ ଆଜି ଜେଏସଡବ୍ଲ୍ୟୁ ସହ ଏମଓୟୁ ସ୍ୱାକ୍ଷର କରି…
ଭୁବନେଶ୍ବର : ଦକ୍ଷିଣ କୋରିଆ କମ୍ପାନୀ ପସ୍କୋ ପ୍ରାୟ ୧୯ବର୍ଷ ପରେ ଓଡ଼ିଶା ଫେରିବ । ଆଉ ଇସ୍ପାତ କ୍ଷେତ୍ରରେ ପୁଞ୍ଜିନିବେଶ କରିବ । ବିଶ୍ୱର ସପ୍ତମ ବୃହତମ ଇସ୍ପାତ ଉତ୍ପାଦନକାରୀ ପସ୍କୋ ଆଜି ଜେଏସଡବ୍ଲ୍ୟୁ ସହ ଏମଓୟୁ ସ୍ୱାକ୍ଷର କରି…
କଟକ : ଆଗେଇ ଚାଲିଛି ଐତିହାସିକ ବାଲିଯାତ୍ରା ପ୍ରସ୍ତୁତି। ମଙ୍ଗଳବାରଠାରୁ ପ୍ଲଟ୍ ନିଲାମ ପ୍ରକ୍ରିୟା ଆରମ୍ଭ କରିଛି ଜିଲା ପ୍ରଶାସନ। ବାଲିଯାତ୍ରା ପ୍ଲଟ ନିଲାମ ପ୍ରକ୍ରିୟା ଆଜିଠାରୁ ଆରମ୍ଭ ହୋଇ ଆସନ୍ତା ନଭେମ୍ବର ୬ ତାରିଖ ପର୍ଯ୍ୟନ୍ତ ଚାଲିବ। ସର୍ବାଧିକ ଟଙ୍କା…
ଭୁବନେଶ୍ବର : ପ୍ରାକୃତିକ ବିପର୍ଯ୍ୟୟ ଆଜି ଆମ ସହଚର ପାଲଟିଛି। ଆମ ପାଖରେ ବିପର୍ଯ୍ୟୟ ମୁକାବିଲା କରିବା ପାଇଁ ଅତ୍ୟାଧୁନିକ ଉପକରଣ ସବୁ ରହିଛି। ଆଜି ଓଡିଶା ସରକାର ଯେତେ ବିପର୍ଯ୍ୟୟ ଆସିଲେ ମଧ୍ୟ ତାକୁ ମୁକାବିଲା କରିବା ପାଇଁ ସକ୍ଷମ…
ପୁରୀ : ସ୍ୱର୍ଗଦ୍ୱାରରେ ଏଣିକି କାଠ ବଦଳରେ ଗୋବର ଘସିରେ ହେବ ଶବ ଦାହ। ଏନେଇ ଯୋଜନା ପ୍ରସ୍ତୁତି କରୁଛି ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ। ପ୍ରାରମ୍ଭିକ ଆଲୋଚନା ଆରମ୍ଭ ହୋଇଛି। ଏହି ସୂଚନା ଦେଇଛନ୍ତି ମତ୍ସ୍ୟ ଓ ପଶୁ…
କଟକ : ବର୍ଷେ ପରେ ବାହାନଗା ଟ୍ରେନ୍ ଟ୍ରାଜେଡିର ୩ ଅଭିଯୁକ୍ତଙ୍କୁ ମିଳିଲା ଜାମିନ। ଓଡିଶା ହାଇକୋର୍ଟ ୩ ରେଳ କର୍ମଚାରୀଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି। ଜାମିନ୍ ପାଇଥିବା ୩ ଅଭିଯୁକ୍ତ ହେଲେ ମହମ୍ମଦ ଅମୀର ଖାନ, ଅରୁଣ କୁମାର…
ବାଲେଶ୍ବର : ବାଲେଶ୍ୱର ଜିଲ୍ଲା ଖଇରା ଥାନା ତୁଡ଼ିଗଡ଼ିଆ ବଜାରରେ ଜଣେ ସୁନା ଦୋକାନୀଙ୍କ ଏସିଡ୍ ମାଡ଼ରେ ୨ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଆହତ ଦ୍ୱୟ ହେଉଛନ୍ତି ରାମଚନ୍ଦ୍ର ପାଢ଼ୀ (୪୦) ଓ…
ଭୁବନେଶ୍ବର : କମିବ ପେଟ୍ରୋଲ, ଡିଜେଲ ଦର। ଧନତେରାସରେ କେନ୍ଦ୍ର ସରକାର ନେଇଛନ୍ତି ଏହି ବଡ଼ ନିଷ୍ପତ୍ତି। ତେବେ ଏଥିରୁ ଲାଭ ପାଇବେ ତୈଳ ଡିପୋରୁ ଦୂରଦୂରାନ୍ତରେ ଥିବା ସ୍ଥାନର ଲୋକେ। ଏନେଇ 'ଏକ୍ସ'ରେ ସୂଚନା ଦେଇଛନ୍ତି ପେଟ୍ରୋଲିୟମ ମନ୍ତ୍ରୀ ହରଦୀପ…
ପୁରୀ : ଆସନ୍ତାକାଲି ଅର୍ଥାତ ୩୦ ତାରିଖ ବୁଧବାର କାର୍ତ୍ତିକ କୃଷ୍ଣ ତ୍ରୟୋଦଶୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକ ଲାଗି ନୀତି ଅନୁଷ୍ଠିତ ହେବ। ସେଥିପାଇଁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଆପାତତଃ ଅପରାହ୍ନ ପ୍ରାୟ ୫ଟାରୁ ରାତି ୧୦ଟା…
ଭୁବନେଶ୍ବର : ମାତ୍ର କିଛିଦିନର ବ୍ୟବଧାନ ପରେ ରାଜ୍ୟ ସରକାର ପୁଣିଥରେ ମଦବାରଗୁଡ଼ିକ ପାଇଁ କଠୋର ହୋଇଛନ୍ତି । ଏଣିକି ବାରଗୁଡ଼ିକରେ କେବଳ ଅର୍କେଷ୍ଟ୍ରା ରହିବ । ଆଉ ଡ୍ୟାନ୍ସ କାର୍ଯ୍ୟକ୍ରମ ହେବନି । ଏଥିପାଇଁ ଅବକାରୀ ନିୟମାବଳୀ-୨୦୧୭ରେ ସଂଶୋଧନ ମଧ୍ୟ…
ଭୁବନେଶ୍ବର : ସୁରକ୍ଷିତ ଦୀପାବଳି ପାଳନ କରିବା ପାଇଁ ଆଜି ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ଗାଇଡଲାଇନ୍ ଜାରି କରାଯାଇଛି। ସଂଧ୍ୟା ୭ଟାରୁ ୯ଟା ମଧ୍ୟରେ ବାଣ ଫୁଟାଇବାକୁ ଅନୁମତି ଦିଆଯାଇଛି। ୧୨୫ ଡେସିବେଲ୍ରୁ ଅଧିକ ଶବ୍ଦ ସୃଷ୍ଟିକାରୀ ବାଣ…