ଇସ୍କନ ସାଧୁ ଗିରଫ ଘଟଣା: ବାଂଲାଦେଶକୁ ବଡ଼ କଥା କହିଲା ଭାରତ

ହିନ୍ଦୁ ଧର୍ମର ନେତା ତଥା ଇସ୍କନ ପୁଣ୍ଡରିକ ଧାମର ଅଧ୍ୟକ୍ଷ ଚିନ୍ମୟ କୃଷ୍ଣ ଦାସ ବ୍ରହ୍ମଚାରୀଙ୍କୁ ବାଂଲାଦେଶରେ ଗିରଫ କରାଯିବା ଘଟଣାକୁ ନେଇ ଚିନ୍ତା ପ୍ରକଟ କରିଛନ୍ତି ଭାରତ ସରକାର। ଏଥିସହ ବାଂଲାଦେଶରେ ରହୁଥିବା ସଂଖ୍ୟାଲଘୁ(ହିନ୍ଦୁ)ଙ୍କ ସୁରକ୍ଷାକୁ ନିଶ୍ଚିତ କରିବା ପାଇଁ…

ମାର୍ଚ୍ଚ ୭ରେ ମିଳିବ ‘ସୁଭଦ୍ରା’ ପ୍ରଥମ କିସ୍ତିର ଶେଷ ପର୍ଯ୍ୟାୟ ଟଙ୍କା

ଭୁବନେଶ୍ୱର: ସୁଭଦ୍ରା ଯୋଜନାକୁ ନେଇ ଆସିଲା ବଡ ଖବର। କେବେ ‘ସୁଭଦ୍ରା’ ଆବେଦନର ଶେଷ ତାରିଖ ସେନେଇ ଉପମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା। ମାର୍ଚ୍ଚରେ ମିଳିବ ପ୍ରଥମ କିସ୍ତିର ଶେଷ ପର୍ଯ୍ୟାୟ ଟଙ୍କା। ୨୦୨୫ ମାର୍ଚ୍ଚ ୭ ତାରିଖ ହେଉଛି ସୁଭଦ୍ରା…

ଲୋହିତ ସାଗରରେ ବୁଡ଼ିଗଲା ପର୍ଯ୍ୟଟନ ଡଙ୍ଗା, ୧୬ ଯାତ୍ରୀ ନିଖୋଜ, ୨୮ ଉଦ୍ଧାର

ଲୋହିତ ସାଗରରେ ବୁଡ଼ିଗଲା ଏକ ଯାତ୍ରୀବାହୀ ପର୍ଯ୍ୟଟନ ଡଙ୍ଗା । ଏହି ଦୁର୍ଘଟଣାରେ ପ୍ରାୟ ୧୬ ଜଣ ଯାତ୍ରୀ ନିଖୋଜ ଥିବା ଇଜିପ୍ଟର ଅଧିକାରୀମାନେ ସୂଚନା ଦେଇଛନ୍ତି । ଗଭର୍ଣ୍ଣର ଅମ୍ର ହନାଫି କହିଛନ୍ତି ଯେ ଉଦ୍ଧାର କର୍ମଚାରୀମାନେ ଉପକୂଳବର୍ତ୍ତୀ ସହର…

ସାନ ଭାଇକୁ ହତ୍ୟା କଲା ବଡ଼ ଭାଇ

କଟକ: ପାରିବାରିକ କଳହର କରୁଣ ପରିଣତି। ସାନ ଭାଇକୁ ହତ୍ୟା କଲା ବଡ଼ ଭାଇ। କଟକ ଜିଲ୍ଲା ଗୁରୁଡିଝାଟିଆ ଥାନା ଅନ୍ତର୍ଗତ ଖିରିଖିଆ ଗାଁରେ ଏହି ଘଟଣା ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ହେଲେ ବର୍ଜୁ ବଦରା। ଏହି ଘଟଣାରେ ବଡ଼…

ନାବାଳିକାକୁ ଦୁଷ୍କର୍ମ ଓ ହତ୍ୟା ଘଟଣା: ୩ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡାଦେଶ

ମୟୂରଭଞ୍ଜ: ନାବାଳିକାକୁ ଦୁଷ୍କର୍ମ କରି ପୋଡି ମାରିଦେବା ମାମଲାରେ ୩ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡାଦେଶ। ମୟୂରଭଞ୍ଜ ଅତିରିକ୍ତ ଜିଲ୍ଲା ଓ ଦୌରା ଜଜ୍ ତଥା ସ୍ଵତନ୍ତ୍ର ଫାଷ୍ଟଟ୍ରାକ କୋର୍ଟ ବିଚାରପତି ସନ୍ତୋଷ କୁମାର ନାୟକ ରାୟ ଶୁଣାଇଛନ୍ତି। ୩ ଅଭିଯୁକ୍ତଙ୍କୁ ଦୋଷୀ…

ଇସ୍ତଫା ଦେଲେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ

ଇସ୍ତଫା ଦେଲେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ। ଏକନାଥ ସିନ୍ଦେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ରାଜଭବନ ଯାଇ ରାଜ୍ୟପାଳଙ୍କୁ ଭେଟି ସେ ନିଜ ଇସ୍ତଫାପତ୍ର ଦେଇଛନ୍ତି। ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନ ପରେ ବର୍ତ୍ତମାନ ନୂଆ ସରକାର ଗଠନ ପାଇଁ ଚାଲିଛି ପ୍ରସ୍ତୁତି। ଏହାପରେ…

ଅତିରିକ୍ତ ବଜେଟ୍‌ରେ ‘ସୁଭଦ୍ରା’ ପାଇଁ ୧୧୯୬ କୋଟି ଟଙ୍କା ବ୍ୟୟବରାଦ

ଭୁବନେଶ୍ବର: ସପ୍ତଦଶ ବିଧାନସଭାର ଦ୍ବିତୀୟ ଅଧିବେଶନ ମଙ୍ଗଳବାର ଠାରୁ ଆରମ୍ଭ ହୋଇଯାଇଛି। ଏହି ଶୀତ ଅଧିବେଶନ ଡିସେମ୍ବର ୩୧ ପର୍ଯ୍ୟନ୍ତ ଚାଲିବାକୁ ଥିବାବେଳେ ପ୍ରଥମ ଦିନରେ ମୋହନ ଚରଣ ମାଝୀଙ୍କ ସରକାର ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ପ୍ରଥମ ଅତିରିକ୍ତ ବଜେଟ୍…

ଇମ୍ରାନ ସମର୍ଥକ ରାଲିରେ ହିଂସା, ୬ ମୃତ, ସୁଟ୍ ଆଟ୍‌ ସାଇଟ୍‌ ନିର୍ଦ୍ଦେଶ

ପାକିସ୍ତାନରେ ବିଗିଡିବାରେ ଲାଗିଛି ସ୍ଥିତି। ଜେଲରେ ଥିବା ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସମର୍ଥକମାନେ ସାରା ଦେଶରେ ବିକ୍ଷୋଭ ପ୍ରଦର୍ଶନ କରୁଛନ୍ତି। ନଭେମ୍ବର ୧୩ ରେ ଏକ ବାର୍ତ୍ତାରେ ଇମ୍ରାନ୍ ଖାଁ ତାଙ୍କ ସମର୍ଥକମାନଙ୍କୁ ଦେଶବ୍ୟାପୀ ବିକ୍ଷୋଭ ପ୍ରଦର୍ଶନ କରିବାକୁ…

ଓଡ଼ିଶାର ଗୋଟିଏ ସମେତ ୬ଟି ଆସନ ଲାଗି ଡିସେମ୍ବର ୨୦ରେ ରାଜ୍ୟସଭା ଉପନିର୍ବାଚନ

ଭୁବନେଶ୍ବର: ଆସନ୍ତା ଡିସେମ୍ବର ୨୦ ତାରିଖରେ ଅନୁଷ୍ଠିତ ହେବ ରାଜ୍ୟସଭା ଉପନିର୍ବାଚନ। ୧୦ ତାରିଖ ହେଉଛି ପ୍ରାର୍ଥୀପତ୍ର ଦାଖଲର ଶେଷ ଦିନ। ଏନେଇ ବିଧିବଦ୍ଧଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ରାଜ୍ୟସଭାରୁ ସୁଜିତ କୁମାର ଇସ୍ତଫା ଦେବା ପରେ  ଓଡ଼ିଶାରେ ଏହି ଉପନିର୍ବାଚନ…

ମାଇନ୍ସ କମ୍ପାନୀରେ IT ରେଡ୍‌; ଗୁରୁତ୍ୱପୂର୍ଣ୍ଣ କାଗଜ ପତ୍ର ଜବତ

ମାଇନ୍ସ କମ୍ପାନୀରେ ବଡ଼ଧରଣର ଆୟକାର ( IT) ରେଡ୍ କରାଯାଇଛି।। ଏସ୍.ଏନ୍ ମହାନ୍ତି ଗ୍ରୁପର ୮ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଇଛି।  କେନ୍ଦୁଝର ଜିଲ୍ଲା ଯୋଡ଼ା, ବଡ଼ବିଲ ଓ ଭୁବନେଶ୍ୱର ସମେତ ୮ଟି ସ୍ଥାନରେ ଏହି ରେଡ୍ କରାଯାଇଛି। ଟିକସ ଫାଙ୍କିବା ଅଭିଯୋଗରେ ଏହି ଚଢ଼ାଉ କରାଯାଇଥିବା ଜଣାଯାଇଛି।…