ସମ୍ବିଧାନ ଦିବସ: ହସ୍ପିଟାଲ ସଫେଇ କାର୍ଯ୍ୟକ୍ରମରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଦେଶ ପାଳୁଛି 75ତମ ସମ୍ବିଧାନ ଦିବସ । ଏହି ଅବସରରେ ଭୁବନେଶ୍ୱର ସ୍ଥିତ ଏଜି ଛକ ଠାରେ ଆୟୋଜିତ ହୋଇଥିଲା ଏକ କାର୍ଯ୍ୟକ୍ରମ l କ୍ରୀଡା ଓ ଯୁବ ସେବା ବିଭାଗ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ…