କାଲିଠୁ ବିଧାନସଭା, ସର୍ବଦଳୀୟ ବୈଠକରେ ସାମିଲ ହେଲେ ସବୁ ଦଳ
ଭୁବନେଶ୍ବର: ମଙ୍ଗଳବାରଠାରୁ ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ ହେବ। ସେନେଇ ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ବିଧାନସଭାର ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଛି। ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଅଧିବେଶନକୁ ସୁରୁଖୁରରେ ପରିଚାଳନା ଲାଗି ବୈଠକରେ…