ଜାନୁଆରୀ ୩୧ ସୁଦ୍ଧା ସରିବ ରତ୍ନଭଣ୍ଡାର ଗଣତି ମଣତି ପ୍ରକ୍ରିୟା: ଆଇନ ମନ୍ତ୍ରୀ
ପୁରୀ: ଜାନୁଆରୀ ୩୧ ସୁଦ୍ଧା ରତ୍ନଭଣ୍ଡାର ମରାମତି କାମ ସରିବା ସହ ସରିବ ଗଣତି ମଣତି ପ୍ରକ୍ରିୟା । ଏନେଇ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ଜିପିଏସ୍ ରିପୋର୍ଟରେ ଅନ୍ୟ କିଛି ସୁଡ଼ଙ୍ଗ ନଥିବା ନେଇ ସ୍ପଷ୍ଟ…