ବାଂଲାଦେଶୀ ଯୁବତୀ ଉଦ୍ଧାର ଘଟଣା, ଚାକିରି କରାଇଦେବାର ମିଥ୍ୟା ପ୍ରତିଶ୍ରୁତି ଦେଇ ଅଣାଯାଇଥିଲା
କଟକ : ଚାକିରି ଲୋଭରେ ଆସିଥିଲେ ନାବାଳିକା । କଟକରୁ ବାଂଲାଦେଶୀ ଯୁବତୀ ଉଦ୍ଧାର ଘଟଣାରେ ଫିଟୁଛି ଗୁମର । ସିଡବ୍ଲୁସି ନିକଟରେ ଚାଞ୍ଚଲ୍ୟକର ବୟାନ । ଚାକିରି କରାଇଦେବାର ମିଥ୍ୟା ପ୍ରତିଶ୍ରୁତି ଦେଇ ନାବାଳିକାକୁ କଟକ ଅଣାଯାଇଥିଲା । ପରେ ତାଙ୍କୁ…