ଦାଦା-ପୁତୁରାଙ୍କ ସନ୍ଦେହଜନକ ମୃତ୍ୟୁ: ରାତିରେ ଖାଇ ପିଇ ଶୋଇଲେ, ସକାଳୁ ଚାଲିଗଲା ଜୀବନ

ଜଗତସିଂହପୁର: ଦାଦା-ପୁତୁରାଙ୍କ ସନ୍ଦେହଜନକ ମୃତ୍ୟୁ । ରାତିରେ ଖାଇ ପିଇ ଶୋଇଥିଲେ, ସକାଳୁ ଚାଲିଗଲା ଜୀବନ। ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲ ଥାନା ଶିରସ୍ତା ଗାଁରେ ୨ ଜଣଙ୍କ ମୃତ୍ୟୁ ହୋଇଛି । ମୃତକ ଦୁଇ ଜଣ ହେଲେ ଦାଦା ଗୋପୀନାଥ ସାମଲ ଓ…

ଜମି ପଞ୍ଜୀକରଣ ପାଇଁ ଆରମ୍ଭ ହେଲା ସ୍ମାର୍ଟ ସର୍ଭିଲାନ୍ସ ସିଷ୍ଟମ, ସାବାଡ ହେବେ ଦଲାଲ

କଟକ: ଏବେ ଜମି ପଞ୍ଜୀକରଣ ହେବ ସହଜ। ସରକାର ଏଥିପାଇଁ ହୋଇଛନ୍ତି ତତ୍ପର। ଜମିଜମା ପଞ୍ଜିକରଣ ପ୍ରକ୍ରିୟାକୁ ସରଳ କରିବା ଲାଗି ଆଜି ଠାରୁ ଆରମ୍ଭ ହେଲା ସ୍ମାର୍ଟ ସର୍ଭିଲାନ୍ସ ସିଷ୍ଟମ। କଟକ ସ୍ଥିତ ରାଜସ୍ଵ ପରିଷଦ ବିଲଡିଂରେ ଥିବା ମହାନିବନ୍ଧକ…

ଦିଲ୍ଲୀ ବାୟୁ ପ୍ରଦୂଷଣ: ଓ୍ୱାର୍କ ଫ୍ରମ୍‌ ହୋମ୍‌ ଲାଗୁ, ଅଫିସ୍‌ ଆସିବେ ୫୦% କର୍ମଚାରୀ

କଲବଲ କରୁଛି ପ୍ରଦୂଷଣ। ବିଷ ପାଲଟି ଗଲାଣି ବାୟୁ। ଧୂଳି ଓ ଧୂଆଁର ମୋଟା ଚାଦର ତଳେ ରାଜଧାନୀ ଦିଲ୍ଲୀ। ପ୍ରଦୂଷଣ ଲାଗି ଘରୁ ବାହାରିବା ହୋଇପଡିଛି ମୁସ୍‌କିଲ। ଦିନକୁ ଦିନ ସାଙ୍ଘାତିକ ହେବାରେ ଲାଗିଛି ସ୍ଥିତି। ବାୟରୁ ଗୁଣବତ୍ତା ୫୦୦…

ଆସୁଛି ଆଉ ଏକ ଲଘୁଚାପ, ୨୧ରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ, ଶୀତ ବଢିବାର ସମ୍ଭାବନା

ଭୁବନେଶ୍ୱର : ଆସୁଛି ଆଉ ଏକ ଲଘୁଚାପ । ବଙ୍ଗୋପସାଗରରେ ଲଘୁଚାପ ନେଇ ପାଣିପାଗ ବିଭାଗର ପୂର୍ବାନୁମାନ । ୨୧ରେ ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ଆସନ୍ତା ୨୩ ତାରିଖରେ ଏହା ଅଧିକ ଘନିଭୂତ ହୋଇ ଦକ୍ଷିଣ-ପଶ୍ଚିମ ବଙ୍ଗୋପ…

ବେଦାନ୍ତ ଜମି ଫେରାଇବା ପ୍ରସଙ୍ଗ: ଚାଷୀଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ନିଷ୍ପତ୍ତି ନିଆଯିବ କହିଲେ ମନ୍ତ୍ରୀ

ବେଦାନ୍ତ ବିଶ୍ୱବିଦ୍ୟାଳୟ ଜମି ଫେରାଇବା ପ୍ରସଙ୍ଗ। କ୍ଷତିପୂରଣ ରାଶି ଛାଡ଼ ପାଇଁ ଦାବି ହେଲେ ବିଚାର କରିବେ ସରକାର । ଏନେଇ ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ। ଚାଷୀଙ୍କ ସ୍ୱାର୍ଥକୁ ଗୁରୁତ୍ୱ ଦିଆଯିବ ବୋଲି କହିଛନ୍ତି ରାଜସ୍ୱ ମନ୍ତ୍ରୀ।…

ଭରତପୁର ଥାନା ମାମଲା: ଉଭୟ ପକ୍ଷଙ୍କୁ ପଚରାଉଚରା କଲେ ତଦନ୍ତ କମିସନ

ଭୁବନେଶ୍ବର: ଭରତପୁର ଥାନାରେ ମେଜର ଓ ତାଙ୍କର ବାନ୍ଧବୀଙ୍କୁ ପୁଲିସର ଦୁର୍ବ୍ୟବହାର ଓ ନିର୍ଯାତନା ଅଭିଯୋଗର ତଦନ୍ତ ଜାରି ରହିଛି। ଆଜି ଏହି ଘଟଣାରେ ଜଷ୍ଟିସ ଚିତ୍ତରଞ୍ଜନ ଦାସ କମିସନ ତଦନ୍ତ କରିଛନ୍ତି। କମିସନ ନିଜେ ଆଜି ସ୍ପଟ୍‌ ଭିଜିଟ୍‌ କରିଛନ୍ତି।…

ରାଜଧାନୀରେ ୧୧୬ ବସ୍ତି ବାସିନ୍ଦାଙ୍କୁ ମିଳିଲା ଘର

ରାଜଧାନୀ ଭୁବନେଶ୍ୱରରେ ୧୧୬ ବସ୍ତି ବାସିନ୍ଦାଙ୍କୁ ମିଳିଲା ଫ୍ଲାଟ୍‌। ଇଡିକଲ୍‌ ଅଡିଟୋରିୟମରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣଚନ୍ଦ୍ର ମହାପାତ୍ର ଯୋଗଦେଇ ହିତାଧିକାରୀଙ୍କୁ ଆବଣ୍ଟନ ପତ୍ର ବଣ୍ଟନ କରିଛନ୍ତି। ଆଜି ମୋଟ୍‌ ୧୧୬…

ବ୍ରହ୍ମପୁର ଡିଭିଜନ୍ ଡିଜିଏମ୍ ସୁବାସ ଚନ୍ଦ୍ର ପଣ୍ଡା ଗିରଫ

ଭୁବନେଶ୍ୱର : ଓଡ଼ିଶା ପୋଲିସ ହାଉସିଂ ୱେଲଫେୟାର କର୍ପୋରେସନ୍ ବ୍ରହ୍ମପୁର ଡିଭିଜନ୍ ଡିଜିଏମ୍ ସୁବାସ ଚନ୍ଦ୍ର ପଣ୍ଡା ଗିରଫ । ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଗିରଫ କଲା ଭିଜିଲାନ୍ସ । ଗତକାଲି ରେଡ ବେଳେ ସୁବାସଙ୍କ ଘରୁ ବିପୁଳ ସମ୍ପତ୍ତି…

ଅଫିସ୍‌ରେ ପଶି ଅତିରିକ୍ତ ତହସିଲଦାରଙ୍କୁ ଟଣାଓଟରା କଲେ ମହିଳା

ବଲାଙ୍ଗିର: ଅତିରିକ୍ତ ତହସିଲଦାରଙ୍କ ଅଫିସ୍‌ରେ ପଶିଲେ ଗାଁର ଶତାଧିକ ମହିଳା। ପରେ ଯୁକ୍ତିତର୍କ କଲେ ଓ ଅତିରିକ୍ତ ତହସିଲଦାରଙ୍କ ସାର୍ଟ କଲର ଧରି ଟଣାଓଟରା କଲେ। ମହିଳାଙ୍କ ଏପରି ହଙ୍ଗାମା ଦେଖିବାକୁ ମିଳିଛି ବଲାଙ୍ଗିର ଜିଲ୍ଲା ଦେଓଗାଁ ତହସିଲ୍‌ ଅଫିସ୍‌ରେ। ସତିଘାତ…

କ୍ୟାପିଟାଲ୍‌ ହସ୍‌ପିଟାଲରେ ବଢ଼ିବ ଆଇସିୟୁ ଶଯ୍ୟା; ରୋଗୀ ପାଇବେ ଉନ୍ନତ ଚିକିତ୍ସା

ଭୁବନେଶ୍ବର: ରୋଗୀଙ୍କ ଆବଶ୍ୟକତାକୁ ଦୃଷ୍ଟିରେ ରଖି କ୍ୟାପିଟାଲ ହସ୍ପିଟାଲରେ ଆଗାମୀ ଦିନରେ ଆହୁରି ଅତ୍ୟାଧୁନିକ ଚିକିତ୍ସା ସେବା ଯୋଗାଇ ଦେବାକୁ ନିଷ୍ପତ୍ତି ନିଆଯାଇଛି। ଏଠାରେ ଉନ୍ନତମାନର ଚିକିତ୍ସା ସେବା ସହିତ ଅନ୍ୟ ସୁବିଧା ମଧ୍ୟ ଦିଆଯିବାକୁ ଗୁରୁତ୍ବ ଦିଆଯଉଛି। ଏହି କ୍ରମରେ…