ପୁଣି ହିଟ୍ ଆଣ୍ଡ ରନ୍; ନେତା ପୁଅଙ୍କ ଦାମୀ ଗାଡ଼ି ଚକା ତଳେ ଚାଲିଗଲା ଜୀବନ
ବେଙ୍ଗାଲୁରୁ : ପୁଣି ହିଟ୍ ଆଣ୍ଡ ରନ୍ ମାମଲା। ନେତା ପୁଅଙ୍କ ଦାମୀ ଗାଡ଼ି ଚକା ତଳେ ଚାଲି ଯାଇଛି ଜଣେ ସାଧାରଣ ଲୋକର ଜୀବନ। ଦୁର୍ଘଟଣା ସମୟର ଭୟାନକ ଦୃଶ୍ୟ ସିସିଟିଭିରେ କଏଦ ହୋଇଛି। ସୂଚନା ଅନୁସାରେ, ଏହି ଦୁର୍ଘଟଣା…
ବେଙ୍ଗାଲୁରୁ : ପୁଣି ହିଟ୍ ଆଣ୍ଡ ରନ୍ ମାମଲା। ନେତା ପୁଅଙ୍କ ଦାମୀ ଗାଡ଼ି ଚକା ତଳେ ଚାଲି ଯାଇଛି ଜଣେ ସାଧାରଣ ଲୋକର ଜୀବନ। ଦୁର୍ଘଟଣା ସମୟର ଭୟାନକ ଦୃଶ୍ୟ ସିସିଟିଭିରେ କଏଦ ହୋଇଛି। ସୂଚନା ଅନୁସାରେ, ଏହି ଦୁର୍ଘଟଣା…
ଇମ୍ଫାଲ : ମଣିପୁରରେ ଚାଲିଥିବା ହିଂସା ମଧ୍ୟରେ ବିଜେପି ସରକାରରୁ ସମର୍ଥନ ପ୍ରତ୍ୟାହାର କଲା ନ୍ୟାସନାଲ ପିପୁଲ୍ସ ପାର୍ଟି (ଏନପିପି)। ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ଏକ ଚିଠି ଲେଖି ସମର୍ଥନ ପ୍ରତ୍ୟାହାର କରିବାକୁ ଘୋଷଣା କରିଛି ଏନପିପି। ମଣିପୁରରେ…
ନୂଆଦିଲ୍ଲୀ : ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ଜେଲରୁ ମୁକ୍ତି କରିବା ଲାଗି ଦାବି କରିଛନ୍ତି ଆମେରିକୀୟ ସାଂସଦ। ଏଥିଲାଗି ୪୬ ସାଂସଦ ରାଷ୍ଟ୍ରପତି ଜୋ ବାଇଡେନଙ୍କୁ ଭେଟି ଦାବି ଜଣାଇଛନ୍ତି। ଇମ୍ରାନଙ୍କ ସହିତ ଜେଲରେ ବନ୍ଦୀ ଥିବା ଅନ୍ୟ…
ମୁମ୍ବାଇ : ୨୦୨୪ ମିସ୍ ୟୁନିଭର୍ସ ଘୋଷିତ। ଚଳିତ ବର୍ଷର ଏହି ସମ୍ମାନଜନକ ଟାଇଟଲ୍ ହାତେଇଛି ଡେନମାର୍କ। ଡେନମାର୍କର ୨୧ ବର୍ଷୀୟ ଭିକ୍ଟୋରିଆ କେଜର ଥେଲବିଗ୍ ହୋଇଛନ୍ତି ମିସ୍ ୟୁନିଭର୍ସ ୨୦୨୪। ୧୨୫ଟି ଦେଶର ପ୍ରତିଯୋଗୀଙ୍କୁ ପଛରେ ପକାଇ ସେ ଡେନମାର୍କକୁ…
ମୁମ୍ବାଇ : ନିକଟରେ ଅବସର ଗ୍ରହଣ କରିଥିବା ପୂର୍ବତନ ସିଜେଆଇ ଜଷ୍ଟିସ ଡି.ଓ୍ବାଇ. ଚନ୍ଦ୍ରଚୂଡ଼ଙ୍କୁ ନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି ଶିବ ସେନା (ୟୁବିଟି) ମୁଖ୍ୟ ଉଦ୍ଧବ ଠାକରେ। ଚନ୍ଦ୍ରଚୂଡ଼ ଶିବ ସେନା ବିଧାୟକଙ୍କୁ ଅଯୋଗ୍ୟ ଘୋଷଣା ମାମଲାର ଶୁଣାଣି କରି…
ନୂଆଦିଲ୍ଲୀ : ଶୁକ୍ରବାର ମୁକ୍ତିଲାଭ କରିଥିବା ଚଳଚ୍ଚିତ୍ର ‘ଦ ସାବରମତୀ ରିପୋର୍ଟ’କୁ ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ସତ୍ୟ ସାମ୍ନାକୁ ଆସୁଛି, ଯାହାକୁ ଜନସାଧାରଣ ଦେଖିବାକୁ ସକ୍ଷମ ହେବେ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ଅଭିନେତା ବିକ୍ରାନ୍ତ ମାସେଙ୍କ ଅଭିନୀତ ଏହି…
ନୂଆଦିଲ୍ଲୀ : ବିଧାନସଭା ନିର୍ବାଚନ ପୂର୍ବରୁ ଦିଲ୍ଲୀରେ ସରଗରମ ରାଜନୀତି। ଅଶୋକ ଗେହଲଟ ଆପ୍ ଛାଡ଼ୁ ଛାଡ଼ୁ ଦଳରେ ଯୋଗ ଦେଇଛନ୍ତି ପୂର୍ବତନ ବିଜେପି ବିଧାୟକ ଅନିଲ ଝା। ଦିଲ୍ଲୀର ପୂର୍ବତନ ବିଧାୟକ ତଥା ଆପର ଆବାହକ ଅରବିନ୍ଦ କେଜ୍ରିୱାଲଙ୍କ ଉପସ୍ଥିତିରେ…
ନୂଆଦିଲ୍ଲୀ : ଆଗକୁ ଦିଲ୍ଲୀ ବିଧାନସଭା ନିର୍ବାଚନ। ତେବେ ଏହା ପୂର୍ବରୁ ଅରବିନ୍ଦ କେଜ୍ରିଓ୍ୱାଲଙ୍କ ଆମ୍ ଆଦମୀ ପାର୍ଟିକୁ ଲାଗିଛି ଜୋରଦାର ଝଟ୍କା। ଦଳ ଛାଡ଼ିଲେ ଦିଲ୍ଲୀ ସରକାରର ପରିବହନ ମନ୍ତ୍ରୀ କୈଳାଶ ଗେହଲଟ। ସେ ନିଜ ମନ୍ତ୍ରୀ ପଦରୁ ଇସ୍ତଫା…
ଲକ୍ଷ୍ନୌ : ଉତ୍ତରପ୍ରଦେଶ ଝାନ୍ସି ହସ୍ପିଟାଲରେ ନିଆଁ ଲାଗିବାର କାରଣ ଜଣାପଡିଛି। ଏହି ଅଗ୍ନିକାଣ୍ଡ କୌଣସି ଷଡ଼ଯନ୍ତ୍ର କିମ୍ବା ମନୁଷ୍ୟକୃତ ନୁହେଁ, ସ୍ୱିଚବୋର୍ଡରୁ ନିଆଁ ବ୍ୟାପି ଏତେ ବଡ଼ ଅଘଟଣ ଘଟିଥିବା ପ୍ରାଥମିକ ଯାଞ୍ଚରୁ ଜଣାପଡିଛି। ଏଥିରେ କୌଣସି ଅବହେଳା କିମ୍ବା…
ଇମ୍ଫାଲ : ମଣିପୁରରେ ପୁଣି ଉଗ୍ର ହେବାରେ ଲାଗିଛି ହିଂସା। ବ୍ୟାପକ ପୋଡାଜଳା ସାଙ୍ଗକୁ ଭଙ୍ଗାରୁଜା କରୁଛନ୍ତି ବିକ୍ଷୋଭକାରୀ। ବିଭିନ୍ନ ନେତାଙ୍କ ଘରକୁ ଉପରକୁ କରାଯାଉଛି ଆକ୍ରମଣ। ଗୋଟିଏ ସମ୍ପ୍ରଦାୟ ଅନ୍ୟ ସମ୍ପ୍ରଦାୟକୁ ହତ୍ୟା କରୁଥିବା ବେଳେ ନେତାମନ୍ତ୍ରୀଙ୍କୁ ବି ଆକ୍ରମଣ…