November 2024

ପଦ ହରାଇଲେ ବିଜେଡି ବ୍ଲକ ଅଧ୍ୟକ୍ଷା ରାଜଶ୍ରୀ

ଢେଙ୍କାନାଳ: ପଦ ହରାଇଲେ ସଦର ବ୍ଲକ ଅଧ୍ୟକ୍ଷା ରାଜଶ୍ରୀ ନାୟକ । ଅନାସ୍ଥା ଭୋଟିଂରେ ଅଧ୍ୟକ୍ଷାଙ୍କ ବିପକ୍ଷରେ ୪୪ ଭୋଟ୍ ରହିଥିବା ବେଳେ ସପକ୍ଷରେ ୧୭ଟି ଭୋଟ୍ ପଡିଥିଲା । ଏଥିସହିତ ଗୋଟିଏ ଭୋଟ୍ ନାକଚ ହୋଇଥିବା ବେଳେ ୧୭ ଭୋଟ…

ଶିରୋମଣି ଅକାଳୀ ଦଳ ଅଧ୍ୟକ୍ଷ ପଦରୁ ସୁଖବୀର ସିଂହ ବାଦଲଙ୍କ ଇସ୍ତଫା

ପଞ୍ଜାବ ରାଜନୀତିରୁ ଆସିଛି ଏକ ବଡ଼ ଖବର। ଶିରୋମଣି ଅକାଳୀ ଦଳର ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଛନ୍ତି ସୁଖବୀର ସିଂହ ବାଦଲ। ସେ ଦଳର କାର୍ଯ୍ୟକାରୀ କମିଟିକୁ ନିଜର ଇସ୍ତଫା ପତ୍ର ପଠାଇଥିବା ଜଣାପଡ଼ିଛି। ଏନେଇ ପଞ୍ଜାବର ପୂର୍ବତନ ଶିକ୍ଷା ମନ୍ତ୍ରୀ…

ମୁଖ୍ୟମନ୍ତ୍ରୀଙ୍କ ସିଙ୍ଗାପୁର ଗସ୍ତ ପ୍ରସଙ୍ଗ: ‘ଦୋଷଦର୍ଶୀ ନୁହଁ ଦୂରଦୃଷ୍ଟି ହେବା ଉଚିତ’

ଭୁବନେଶ୍ବର: ଆଜିଠୁ ୬ ଦିନିଆ ସିଙ୍ଗାପୁର ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସିଙ୍ଗାପୁରରେ ଶିଳ୍ପପତିଙ୍କୁ ଭେଟି ପୁଞ୍ଜି ଆକର୍ଷଣ କରିବେ । ଏଥିସହ ବଡ଼ବଡ଼ ପେଟ୍ରୋ କେମିକାଲ୍ସ ହବ୍ ବୁଲି ଦେଖିବାର ମଧ୍ୟ କାର୍ଯ୍ୟକ୍ରମ ରହିଛି । ତେବେ…

ଜିଲ୍ଲାପରିଷଦ ସଭ୍ୟଙ୍କୁ ଦୁର୍ବ୍ୟବହାର ଘଟଣା, ଅମିନ ନିଲମ୍ବିତ ଓ ତହସିଲଦାରଙ୍କୁ କାରଣ ଦର୍ଶାଅ ନୋଟିସ

ରେଢାଖୋଲ : ଜିଲ୍ଲାପରିଷଦ ସଭ୍ୟଙ୍କୁ ତହସିଲଦାର ଦେବାଶିଷ ପାତ୍ର ଓ ଅମିନ କୁଳମଣୀ ନାଏକଙ୍କ ଦୁର୍ବ୍ୟବହାର ଘଟଣା । ଅମିନଙ୍କୁ ନିଲମ୍ବନ ସହ ତହସିଲଦାରଙ୍କୁ କାରଣ ଦର୍ଶାଅ ନୋଟିସ । ଅମିନ କୁଳମଣୀ ନାଏକଙ୍କୁ ନିଲମ୍ବନ କଲେ ଜିଲ୍ଲାପାଳ । ଉପଜିଲ୍ଲାପାଳଙ୍କ…

ରାଜଧାନୀରେ ଲଜ୍ଜା: ୭ ବର୍ଷର ଝିଅକୁ ଦୁଷ୍କର୍ମ ଅଭିଯୋଗ

ଭୁବନେଶ୍ୱର: ଦିନକୁ ଦିନକୁ ଅସୁରିକ୍ଷିତ ହେବାରେ ଲାଗିଛି ସ୍ମାର୍ଟ ସିଟି ଭୁବନେଶ୍ବର । ପୁଣି ଜଣେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ ହୋଇଛି । ଲିଙ୍ଗରାଜ ଥାନା ଅଞ୍ଚଳରେ ୭ ବର୍ଷୀୟ ଝିଅକୁ ଅପହରଣ ପରେ ଦୁଷ୍କର୍ମ ନେଇ ଥାନାରେ ଏତଲା ହୋଇଥିବା…

ମଣିପରୁ ହିଂସା ଘଟଣା; ନିଖୋଜ ଥିବା ୬ ଜଣଙ୍କ ମୃତଦେହ ମିଳିଲା

ମଣିପୁରରେ ଚାଲିଥିବା ହିଂସା ମଧ୍ୟରେ ଆଉ ତିନି ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ଗତ ପାଞ୍ଚ ଦିନ ତଳେ କୁକି ବିଦ୍ରୋହୀ ସନ୍ଦିଗ୍ଧମାନେ ମେତେଇ ସମ୍ପ୍ରଦାୟର ୬ ଜଣଙ୍କୁ ଅପହରଣ କରି ବନ୍ଧକ ରଖିଥିଲେ। ସେମାନଙ୍କ ମଧ୍ୟରୁ ଗତକାଲି ୩ ଜଣଙ୍କ…

ଡିବ୍ରୁଗଡ଼-କନ୍ୟାକୁମାରୀ ଏକ୍ସପ୍ରେସରେ ନିଆଁ, ଟଳିଲା ବଡ ବିପଦ

ଭଦ୍ରକ: ଡିବ୍ରୁଗଡ଼-କନ୍ୟାକୁମାରୀ ଏକ୍ସପ୍ରେସ ଟ୍ରେନରେ ନିଆଁ । ଭଦ୍ରକର ରମ୍ଭିଳା ନିକଟରେ ଡିବ୍ରୁଗଡ଼-କନ୍ୟାକୁମାରୀ ବିବେକ ସୁପରଫାଷ୍ଟ ଏକ୍ସପ୍ରେସ୍‌ରେ ଅଗ୍ନିକାଣ୍ଡ ଘଟିଥିବାର ଖବର ମିଳିଛି । ବ୍ରେକ ବାଇଣ୍ଡିଂରେ ନିଆଁ ଲାଗି ଏହି ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି। ତେବେ ସୂଚନା ଅନୁଯାୟୀ,…

କଟକ ଏସସିବି ମେଡ଼ିକାଲରେ ହେବ ହାର୍ଟ ଟ୍ରାନ୍ସପ୍ଲାଣ୍ଟ

କଟକ : କଟକ ଏସସିବି ମେଡ଼ିକାଲରେ ହେବ ହାର୍ଟ ଟ୍ରାନ୍ସପ୍ଲାଣ୍ଟ । ଏସସିବି ମେଡ଼ିକାଲରେ ୩ ମାସ ମଧ୍ୟରେ ହେବ ହାର୍ଟ ଟ୍ରାନ୍ସପ୍ଲାଣ୍ଟ । ଚେନ୍ନାଇର ଏମଜିଏମ ହସ୍ପିଟାଲ ସହାୟତାରେ ଏସସିବି ମେଡ଼ିକାଲରେ ହାର୍ଟ ଟ୍ରାନ୍ସପ୍ଲାଣ୍ଟ ଆରମ୍ଭ ହେବ । ଏ…

ରାହୁଲ ଗାନ୍ଧିଙ୍କ ବ୍ୟାଗ୍ ଯାଞ୍ଚ କଲେ ନିର୍ବାଚନ ଆୟୋଗ

ନିର୍ବାଚନ ଆୟୋଗ ଅଧିକାରୀମାନେ କଂଗ୍ରେସ ସାଂସଦ ରାହୁଲ ଗାନ୍ଧିଙ୍କ ବ୍ୟାଗ୍ ଯାଞ୍ଚ କରିଛନ୍ତି। ମହାରାଷ୍ଟ୍ରର ଅମରାବତୀରେ ନିର୍ବାଚନୀ ପ୍ରଚାରକୁ ଯିବା ସମୟରେ ରାହୁଲ ଗାନ୍ଧିଙ୍କ ବ୍ୟାଗରେ ଖାନତଲାସୀ କରିଛନ୍ତି। ଗତକାଲି ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ହେଲିକପ୍ଟର ଏବଂ ଏଥିରେ ଥିବା…

ସିଙ୍ଗାପୁରର ବିଭିନ୍ନ ଶିଳ୍ପପତିଙ୍କୁ ଓଡ଼ିଶା ପ୍ରତି ଆକୃଷ୍ଟ କରାଯିବ: ମୋହନ ମାଝୀ

ଭୁବନେଶ୍ଵର: ୬ ଦିନିଆ ସିଙ୍ଗାପୁର ଗସ୍ତରେ ଗଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଆଜି ଦିଲ୍ଲୀରେ ପହଞ୍ଚିବା ପରେ ସେଠାରୁ ସିଙ୍ଗାପୁର ଯିବେ ମୁଖ୍ୟମନ୍ତ୍ରୀ । ୧୭ରୁ ୨୦ ଯାଏ ୩ ଦିନିଆ ସିଙ୍ଗାପୁର ଗସ୍ତରେ ରହିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ…