ଲାଲ ସଂଗଠନକୁ ବଡ଼ ଝଟକା, ୫ ମାଓବାଦୀ ନିହତ
ମାଲକାନଗିରି : ଲାଲ ସଂଗଠନକୁ ବଡ଼ ଝଟକା । ଛତିଶଗଡ଼ର ନାରାୟଣପୁର-କାଙ୍କେର ଜିଲ୍ଲା ସୀମାନ୍ତ ଅବୁଝମଡ ପୋଲିସ ଓ ମାଓବାଦୀ ମଧ୍ୟରେ ଗୁଳିବିନିମୟରେ ୫ ମାଓବାଦୀ ନିହତ । ସେହିପରି ୨ ଯବାନ ଗୁରୁତର ଆହତ ହୋଇଛନ୍ତି । ସେମାନଙ୍କୁ ରାୟପୁର…
ମାଲକାନଗିରି : ଲାଲ ସଂଗଠନକୁ ବଡ଼ ଝଟକା । ଛତିଶଗଡ଼ର ନାରାୟଣପୁର-କାଙ୍କେର ଜିଲ୍ଲା ସୀମାନ୍ତ ଅବୁଝମଡ ପୋଲିସ ଓ ମାଓବାଦୀ ମଧ୍ୟରେ ଗୁଳିବିନିମୟରେ ୫ ମାଓବାଦୀ ନିହତ । ସେହିପରି ୨ ଯବାନ ଗୁରୁତର ଆହତ ହୋଇଛନ୍ତି । ସେମାନଙ୍କୁ ରାୟପୁର…
ନିଆଁ ଲାଗି ୧୦ ନବଜାତକଙ୍କ ମୃତ୍ୟୁ ପରେ ଉତ୍ତରପ୍ରଦେଶ ଝାନ୍ସି ହସ୍ପିଟାଲରେ ଅସନ୍ତୋଷ। ଅଗ୍ନିକାଣ୍ଡରେ ଆହତ ହୋଇଥିବା ପିଲାମାନଙ୍କୁ ଭେଟିବାକୁ ଅନୁମତି ନ ମିଳିବାରୁ ସେମାନଙ୍କ ବାପାମାଆ ଏବଂ ପରିବାରବର୍ଗ ହସ୍ପିଟାଲ ବାହାରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଉତ୍ତ୍ୟକ୍ତ ଲୋକେ ହସ୍ପିଟାଲ…
ଭୁବନେଶ୍ଵର: ଶେଷ ହୋଇଛି ଧର୍ମ ମାସ କାର୍ତ୍ତିକ । ଆଜି ହେଉଛି ଛାଡଖାଇ । ଆଜି ଘରେ ଘରେ ଆମିଷ ହୋଇଥାନ୍ତା । କାହା ଘରେ ମାଛ ତ କାହା ଘରେ ମାଂସ କସା ହୋଇଥାନ୍ତା । କେଉଁ ରାତିରୁ ଦୋକାନରେ…
କଟକ : ଆରମ୍ଭ ହେଲା କଟକର ଐତିହାସିକ ବାଲିଯାତ୍ରା । ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଅନେକ ବର୍ଷ ବ୍ୟବଧାନ ପରେ ଜଣେ ମୁଖ୍ୟମନ୍ତ୍ରୀ କଟକ ବାଲିଯାତ୍ରା ଉଦଘାଟନୀ ଉତ୍ସବରେ ଯୋଗ ଦେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସହ…
ଭୁବନେଶ୍ୱର: ଆଜି ଜନତା ମୈଦାନରେ ରାଜ୍ୟସ୍ତରୀୟ ବିର୍ସାମୁଣ୍ଡାଙ୍କ ଜୟନ୍ତୀ ଏବଂ ଜନଜାତୀୟ ଗୌରବ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ଅତିଥିଭାବେ ଯୋଗଦେଇଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । କାର୍ଯ୍ୟକ୍ରମରେ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଭଗବାନ ବିର୍ସା…
ପୁରୀ: ବିଶ୍ବ ପ୍ରସିଦ୍ଧ ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ନେଇ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଶ୍ରୀମନ୍ଦିରରେ ପ୍ରବେଶ ନେଇ ଥିବା କଟକଣା ନେଇ ସଂସ୍କାର ଅଣାଯାଇଛି। ଏଣିକି ଭକ୍ତମାନେ ଶ୍ରୀମନ୍ଦିରର ଚାରି ଦ୍ବାର ଦେଇ ପ୍ରବେଶ କରିବେ। କିନ୍ତୁ ଫେରିବା ବେଳକୁ…
୧୦ ବର୍ଷ ଭିତରେ ଆଦିବାସୀ ପରିବାରଙ୍କ କଲ୍ୟାଣ ପାଇଁ ସରକାର ୫ ଗୁଣା ଖର୍ଚ୍ଚ ବଢାଇଛନ୍ତି। ୧୦ ବର୍ଷ ତଳେ ୨୫ ହଜାର କୋଟିରୁ କମ ଟଙ୍କା ଖର୍ଚ୍ଚ ହେଉଥିଲା। ସରକାର ଏହାକୁ ୫ ଗୁଣା ବଢାଇ ୧ ଲକ୍ଷ ୨୫…
ଭୁବନେଶ୍ବର: ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ଆଜି ସକାଳୁ ରାଜ୍ୟବ୍ୟାପି ଗାଁରୁ ସହର ଯାଏଁ ଶ୍ରଦ୍ଧାର ଡଙ୍ଗା ଭସାଯାଇଛି। ଏହି ଖୁସିର ପର୍ବରେ କିଛି ସ୍ଥାନରେ ଅଘଟଣ ଘଟିଛି, ଯେଉଁଥିରେ ୫ ଜଣଙ୍କର ମୃତ୍ୟୁ ହୋଇଛି। ମୃତକମାନଙ୍କର ବୟସ ୩ରୁ ୧୨…
ସାଇବର ଠକେଇର ନୂଆ ଫଣ୍ଡା ଏବେ ଡିଜିଟାଲ ଆରେଷ୍ଟ ବା ଗିରଫଦାରୀ। ଠକମାନେ ବିଭିନ୍ନ ନିରୀହ ଲୋକଙ୍କୁ ଡିଜିଟାଲ ଆରେଷ୍ଟ ଜାଲରେ ଫସାଇ ସର୍ବସ୍ୱ ଲୁଟି ନେଉଛନ୍ତି। ଏହାର ଏକ ନିଚ୍ଛକ ଉଦାହରଣ ପୁଣି ସାମ୍ନାକୁ ଆସିଛି। ଏଥର ସାଇବର ଠକଙ୍କ…
ମାଲକାନଗିରି: ରାଜ୍ୟ ସରକାର ମାଲକାନଗିରି ଜିଲ୍ଲା ତଥା ଏଠାରେ ବସବାସ କରୁଥିବା ଜନଜାତିଙ୍କ ସାମଗ୍ରିକ ବିକାଶ ସହ ସେମାନଙ୍କୁ ସମାଜର ମୁଖ୍ୟ ସ୍ରୋତରେ ସାମିଲ କରିବା ପାଇଁ ବଦ୍ଧ ପରିକର। ଜଙ୍ଗଲ ଜମି ଉପରେ କେବଳ ଆଦିବାସୀଙ୍କର ଅଧିକାର ରହିଛି। ଆଜି…