ପରକୀୟା ପ୍ରିତି: ମାଆ ଆଗରେ ପୁଅଝିଅଙ୍କୁ ଚେଙ୍କ ଦେଲା ପ୍ରେମିକ
ଭୁବନେଶ୍ବର: ରାଜଧାନୀର ମୈତ୍ରୀ ବିହାର ଥାନା ଅନ୍ତର୍ଗତ ମହାବୀର ନଗର ବସ୍ତି ଅଞ୍ଚଳରୁ ନଜରକୁ ଆସିଛି ଛାତିଥରା ଘଟଣା। ବାପାର ଅନୁପସ୍ଥିତିରେ ମାଆ ପର ପୁରୁଷ ସହ ସମ୍ପର୍କ ରଖିଥିଲା। ଏମିତିକି ସବୁଦିନ ଘରକୁ କରୁଥିଲା ଯିବା ଆସିବା ଯୁବକଜଣକ। ହେଲେ…