November 2024

ପୁଣି ଅଶାନ୍ତ ହେଲାଣି ମଣିପୁର: ୫ ଜିଲ୍ଲାରେ ଲାଗୁ ହେଲା AFSPA

ଇମ୍ଫାଲ : ଆଦିବାସୀ ଓ ଅଣଆଦିବାସୀଙ୍କ ସଂଘର୍ଷ ଯୋଗୁ ପୁଣିଥରେ ଅଶାନ୍ତ ହୋଇ ଉଠିଛି ମଣିପୁର। ଏଥିପାଇଁ ୬ ପୁଲିସ୍‌ ଷ୍ଟେସନରେ ଥିବା ୫ ଜିଲ୍ଲାରେ ଆର୍ମଡ ଫୋର୍ସ ସ୍ପେଶାଲ ପାୱାର ଆକ୍ଟ ବା AFSPA ଲାଗୁ କରାଯାଇଛି। ଏହାର ଅର୍ଥ…

ମୋଦିଙ୍କ ଶାସନରେ କମିଛି ମଧ୍ୟବିତ୍ତଙ୍କ ମୁଣ୍ଡରୁ ଟିକସ ବୋଝ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଥମ ୧୦ ବର୍ଷର ଶାସନ ସମୟରେ ମଧ୍ୟବିତ୍ତଙ୍କୁ ମୁଣ୍ଡରୁ କମିଛି ଟିକସ ବୋଝ। ଯେଉଁ ବ୍ୟକ୍ତିମାନେ ବାର୍ଷିକ ୨୦ ଲକ୍ଷରୁ କମ ଟଙ୍କା ଆୟ କରନ୍ତି, ସେମାନେ ମଧ୍ୟବିତ୍ତ ବର୍ଗର ଲୋକ ଭାବେ ବିବେଚିତ…

ଆଇଫୋନ୍‌ରେ ଏବେ ଯାଞ୍ଚ କରି ହେବ କର୍କଟ..

ନୂଆଦିଲ୍ଲୀ : ଆଇଫୋନ୍‌ ସାହାଯ୍ୟରେ ଗଳା କର୍କଟକୁ ମଧ୍ୟ ଯାଞ୍ଚ କରାଯାଇପାରିବ। ଗ୍ରାହକଙ୍କୁ ଲମ୍ବା ଲାଇନ୍‌ରେ ଅପେକ୍ଷା କରିବାକୁ ପଡିବ ନାହିଁ। ବ୍ରିଟେନର ଜାତୀୟ ସ୍ୱାସ୍ଥ୍ୟ ସେବା ଲୋକଙ୍କୁ ଲମ୍ବା ଧାଡିରେ ଅପେକ୍ଷା କରିବାର ସମସ୍ୟାରୁ ଦୂରେଇ ରଖିବା ପାଇଁ ଶୀଘ୍ର…

ଝାଡ଼ଖଣ୍ଡ ନିର୍ବାଚନରେ ୬୪.୮୩% ମତଦାନ: ନଭେମ୍ବର ୨୦ରେ ଦ୍ଵିତୀୟ ପର୍ଯ୍ୟାୟ ଭୋଟ୍

ରାଞ୍ଚି : ଝାଡଖଣ୍ଡ ବିଧାନସଭାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ବୁଧବାର ଶାନ୍ତି ଶୃଙ୍ଖଳାର ସହ ଭୋଟ ଗ୍ରହଣ ଶେଷ ହୋଇଛି। ପ୍ରଥମ ପର୍ଯ୍ୟାୟରେ ୪୩ଟି ଆସନ ପାଇଁ ଭୋଟ ଗ୍ରହଣ ହୋଇଛି। ଏହି ପର୍ଯ୍ୟାୟରେ ୬୪.୮୩% ମତଦାନ ହୋଇଛି। ଏହି…

ସାମ୍ବାଦିକଙ୍କୁ ପ୍ରତିରକ୍ଷା ମନ୍ତ୍ରୀ ପଦବୀ; ଟ୍ରମ୍ପଙ୍କ ନିଷ୍ପତ୍ତି ଉପରେ ପ୍ରଶ୍ନ ଉଠାଇଲେ ଅବସରପ୍ରାପ୍ତ ସେନା ଅଧିକାରୀ

ନୂଆଦିଲ୍ଲୀ : ଆମେରିକାର ନବନିର୍ବାଚିତ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ କ୍ୟାବିନେଟ ସାରା ବିଶ୍ଵରେ ଆଲୋଚନାର ପ୍ରସଙ୍ଗ ପାଲଟିଛି। ତେବେ ଟ୍ରମ୍ପଙ୍କ ୨ୟ କାର୍ଯ୍ୟକାଳରେ ପ୍ରତିରକ୍ଷା ମନ୍ତ୍ରୀ ଭାବେ ନିଯୁକ୍ତ ହୋଇଥିବା ପିଟ୍‌ ହେଗସେଥଙ୍କୁ ନେଇ ବିବାଦ ସୃଷ୍ଟି ହୋଇଛି। ଫକ୍ସ ଖବର…

ଉତ୍ତରପ୍ରଦେଶରେ ତେଜୁଛି ଛାତ୍ର ଆନ୍ଦୋଳନ, ୟୁପିପିଏସସି ମୁଖ୍ୟାଳୟରେ ଧସେଇ ପଶିବାକୁ ଶତାଧିକ ଛାତ୍ରଙ୍କ ଉଦ୍ୟମ

ଲକ୍ଷ୍ନୌ : ଉତ୍ତର ପ୍ରଦେଶ ଲୋକସେବା ଆୟୋଗ(ୟୁପିପିଏସସି) ଦ୍ଵାରା ଆୟୋଜିତ ପ୍ରଶାସନିକ ସେବା ଏବଂ ଆରଓ-ଏଆରଓ ପରୀକ୍ଷାକୁ ଦୁଇଟି ଦିନରେ ସମ୍ପନ୍ନ କରିବାକୁ ରାଜ୍ୟ ସରକାରଙ୍କ ନିଷ୍ପତ୍ତି ବିରୋଧରେ ଆରମ୍ଭ ହୋଇଥିବା ଛାତ୍ର ଆନ୍ଦୋଳନ ତୀବ୍ର ହେବାରେ ଲାଗିଛି। ୩ ଦିନ…

ସ୍କୁଟର୍‌ ଡିକିରେ ଲୁଚାଇ ନେଉଥିଲେ ଦେଢ଼ କୋଟି, ମାଡ଼ି ବସିଲା ପୁଲିସ

ନୂଆଦିଲ୍ଲୀ : ପାଖେଇ ଆସିଲାଣି ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ତାରିଖ। ଆଉ ମାତ୍ର ଦିନ କେଇଟା ପରେ ପଡ଼ିବ ଭୋଟ୍‌। ଏଥିପାଇଁ ଜୋର୍‌ସୋର୍‌ରେ ସମସ୍ତ ରାଜନୈତିକ ଦଳ ପ୍ରଚାର ପ୍ରସାରରେ ଲାଗିପଡିଛନ୍ତି। ସେପେଟେ ନିର୍ବାଚନ ଆଚରଣ ବିଧି ମଧ୍ୟରେ ଘନ ଘନ…

ଡୋମିନିକାର ସର୍ବୋଚ୍ଚ ସମ୍ମାନ ପାଇବେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ : ଡୋମିନିକାର ସର୍ବୋଚ୍ଚ ସମ୍ମାନ ପାଇବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଗୁରୁବାର ଏହି କାରବୀୟ ଆଇଲ୍ୟାଣ୍ଡ ପକ୍ଷରୁ ଦେଶର ସର୍ବୋଚ୍ଚ ସମ୍ମାନ ‘ଦି ଡୋମିନିକା ଆୱର୍ଡ ଅଫ୍ ଅନର୍’ ଘୋଷଣା କରାଯାଇଛି। କୋଭିଡ୍-୧୯ ସମୟରେ ଭାରତରୁ ୭୦ ହଜାର କୋଭିଡ୍…

ମୁମ୍ବାଇ ବିମାନ ବନ୍ଦରକୁ ଉଡ଼ାଇବାକୁ ଧମକ, ବଢ଼ିଲା ସୁରକ୍ଷା

ମୁମ୍ବାଇ : ବୋମା ଲଗାଇ ଉଡ଼ାଇ ଦେବୁ ବିମାନ ବନ୍ଦର। ମୁମ୍ବାଇ ଡୋମେଷ୍ଟିକ୍ ଏୟାପୋର୍ଟର (T1) ସିଆଇଏସ୍‌ଏଫ୍‌ କଣ୍ଟ୍ରୋଲ ରୁମ୍‌କୁ ଏଭଳି କିଛି ଧମକପୂର୍ଣ୍ଣ ଫୋନ୍‌ କଲ ଆସିଛି। ମହମ୍ମଦ ନାମକ ଜଣେ ବ୍ୟକ୍ତି ମୁମ୍ବାଇରୁ ଆଜେରବାଇଜାନକୁ ବିସ୍ଫୋରକ ସାମଗ୍ରୀ ନେଇ…

ପ୍ରଚାର କରୁଥିଲେ ଓଓ୍ୱେସି, ମଞ୍ଚ ଉପରେ ପୁଲିସ ଧରାଇଲା ନୋଟିସ୍‌

ମୁମ୍ବାଇ : ଆସନ୍ତା ୨୦ ତାରିଖରେ ପଡ଼ିବ ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ଭୋଟ। ୨୩ରେ ଆସିବ ଫଳାଫଳ। ଏହି ନିର୍ବାଚନକୁ ନେଇ ସମସ୍ତ ରାଜନୈତିକ ଦଳ ଏହି ନିର୍ବାଚନ ପାଇଁ ପ୍ରସ୍ତୁତିରେ ବ୍ୟସ୍ତ ଅଛନ୍ତି। ଏହାରି ଭିତରେ AIMIM ମୁଖ୍ୟ ଅସଦୁଦ୍ଦିନ…