ଭିଜିଲାନ୍ସ ଜାଲରେ ବ୍ଲକ ଶିକ୍ଷା ଅଧିକାରୀ କାର୍ଯ୍ୟାଳୟର କନିଷ୍ଠ ସହାୟକ
ଖୋର୍ଦ୍ଧା: ଭିଜିଲାନ୍ସ ଜାଲରେ ଖୋର୍ଦ୍ଧା ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟର କନିଷ୍ଠ ସହାୟକ ପ୍ରଦୀପ୍ତ କୁମାର ସାହୁ। ଜଣେ ଅବସରପ୍ରାପ୍ତ ଶିକ୍ଷୟିତ୍ରୀଙ୍କ ବକେୟା ପ୍ରାପ୍ୟର ବିଲ୍ କରାଇବାକୁ ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ। ସେ ୬ ହଜାର ଟଙ୍କା ଲାଞ୍ଚ…