ଶ୍ରୀମନ୍ଦିର ଭିତରକୁ ପଶିଗଲେ ଅଣହିନ୍ଦୁ ମହିଳା, ସୁରକ୍ଷାକୁ ନେଇ ଉଠିଲା ପ୍ରଶ୍ନ
ପୁରୀ: ପୁଣି ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ଉଠିଲା ପ୍ରଶ୍ନ। ଶ୍ରୀମନ୍ଦିରର ସମସ୍ତ ସୁରକ୍ଷା ବ୍ୟବସ୍ଥାକୁ ଭେଦକରି ଶ୍ରୀମନ୍ଦିର ଭିତରକୁ ପଶିଗଲେ ଅଣହିନ୍ଦୁ ମହିଳା। ତେବେ ଉକ୍ତ ଅଣହିନ୍ଦୁ ଜଣଙ୍କ ଚାଈନିଜ ଭାଷାରେ କଥାବାର୍ତ୍ତା ହେଉଥିବା ଜଣାପଡିଛି। ଲୋକଙ୍କ ଭିଡ ଭିତରେ ଅଣହିନ୍ଦୁ…